କାଳ ସାଜିଲା ବିଷାକ୍ତ ଫଳ, ଗୁରୁତର ହୋଇ ୯ ଶିଶୁ କଟକ ଶିଶୁ ଭବନରେ ଭର୍ତ୍ତି

ଯାଜପୁର : ପୁଣି ଅଜଣା ଫଳ ଖାଇ ଗୁରୁତର ହେଲେ ଶିଶୁ । ଧର୍ମଶାଳାରେ ବିଷାକ୍ତ ଫଳ ଖାଇ ଗୁରୁତର ହୋଇଥିବା ୯ ଗୁରୁତର ଶିଶୁଙ୍କୁ କଟକ ଶିଶୁ ଭବନରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଶିଶୁ ଭବନରେ ପ୍ରାଥମିକ ଚିକିତ୍ସାପରେ ଶିଶୁ ମାନଙ୍କୁ ଜେନେରାଲ ମେଡ଼ିସିନ ୱାର୍ଡକୁ ସ୍ଥାନାନ୍ତରଣ କରାଯାଇଛି । ସମସ୍ତ ଶିଶୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିରଥିବା ଶିଶୁଭବନ ଅଧିକ୍ଷକ ସୂଚନା ଦେଇଛନ୍ତି । ଗତକାଲି ଅପରାହ୍ନରେ ଯାଜପୁର ଜିଲ୍ଲା ଧର୍ମଶାଳା […]

ସଂପୂର୍ଣ୍ଣ ପଢନ୍ତୁ

ବେଆଇନ ବାଂଲାଦେଶୀଙ୍କୁ ଭାରତକୁ ଆସିବାକୁ ଦିଅ : ପିତ୍ରୋଡା

ନୂଆଦିଲ୍ଲୀ : ପୁଣି ଥରେ ନିଜର ବିବାଦୀୟ ବୟାନ ପାଇଁ କଂଗ୍ରେସକୁ ସମସ୍ୟାରେ ପକାଇଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସାମ ପିତ୍ରୋଡା । ସେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଭାରତରେ ଆଶ୍ରୟ ଦେବା ସପକ୍ଷରେ ମତ ଦେଇଛନ୍ତି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ପ୍ରବଳ ଅତ୍ୟାଚାର ହେଉଥିଲେ ବି ସେ ଏପରି ବୟାନ ଦେଇଛନ୍ତି । ସେ କହିଛନ୍ତି “ଯଦି ବାଂଲାଦେଶୀମାନେ ଭାରତକୁ ଆସିବାକୁ ଚାହୁଁଛନ୍ତି, ବେଆଇନ ହେଲେ ମଧ୍ୟ ସେମାନଙ୍କୁ ଆସିବାକୁ ଦିଆଯାଉ ଓ ଭାରତରେ ରହିବାକୁ […]

ସଂପୂର୍ଣ୍ଣ ପଢନ୍ତୁ

ଓ୍ବାକଫ୍ ସଂଶୋଧନ ବିଲକୁ ଜେପିସିର ମଂଜୁରୀ, ଖୁବଶୀଘ୍ର ସଂସଦରେ ଆଗତ ହେବ

ନୂଆଦିଲ୍ଲୀ : ସଂସଦର ଯୁଗ୍ମ କମିଟି (ଜେପିସି) ସୋମବାର ଓ୍ଵାକଫ୍ ବିଲରେ ହୋଇଥିବା ପରିବର୍ତ୍ତନକୁ ଅନୁମୋଦନ କରିଛି। ସୋମବାର ବସିଥିବା ଚୂଡ଼ାନ୍ତ ବୈଠକରେ ସମସ୍ତ ୪୪ଟି ସଂଶୋଧନ ଉପରେ ଆଲୋଚନା ହୋଇଥିବା ଜେପିସି ସଭାପତି ଜଗଦମ୍ବିକା ପାଲ କହିଛନ୍ତି। ସେଥିମଧ୍ୟରୁ ଏନଡିଏ ସାଂସଦଙ୍କ ୧୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବିରୋଧୀ ଦଳ ସଦସ୍ୟମାନେ ମଧ୍ୟ କିଛି ପ୍ରସ୍ତାବ ଦେଇଥିଲେ, କିନ୍ତୁ ମତଦାନ ସମୟରେ ତାହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ୱାକଫ୍ (ସଂଶୋଧନ) ବିଲ୍ ଉପରେ ଯୁଗ୍ମ ସଂସଦୀୟ କମିଟି […]

ସଂପୂର୍ଣ୍ଣ ପଢନ୍ତୁ

କୁମ୍ଭମେଳା ଦେଖି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା: ‌ଶେଷ ହୋଇଗଲା ଗୋଟିଏ ପରିବାର

ନୂଆଦିଲ୍ଲୀ: ଆଗ୍ରା ନିକଟରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ମିନି ଟ୍ରକ୍ ଭିତରେ ପଶିଯାଇଥିଲା। ଫଳରେ କାର ଭିତରେ ଥିବା ଗୋଟିଏ ପରିବାରର ଚାରିଜଣଙ୍କ ସଦସ୍ୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା। ସୂଚନାଯୋଗ୍ୟ, ସୋମବାର ସକାଳେ ଦିଲ୍ଲୀର ଏକ ପରିବାର ପ୍ରୟାଗରାଜର ମହାକୁମ୍ଭ ମେଳା ଦେଖି ଫେରୁଥିଲେ। ଏହି ସମୟରେ ସେମାନେ ବସିଥିବା କାରଟି ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେର ୩୧କିମି ମାଇଲ ଷ୍ଟୋନ ନିକଟରେ ଏକ ଭୟାବହ ଦୁର୍ଘଟଣାର […]

ସଂପୂର୍ଣ୍ଣ ପଢନ୍ତୁ

ଚୀନ ବିଦେଶ ମନ୍ତ୍ରୀଙ୍କୁ ଭେଟିଲେ ବିକ୍ରମ ମିସ୍ରି

ବେଜିଂ : ବୈଦେଶିକ ସଚିବ ବିକ୍ରମ ମିସ୍ରି ସୋମବାର ଚୀନ୍ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍ ୟିଙ୍କୁ ଭେଟି ଦ୍ୱିପାକ୍ଷିକ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ୱାଙ୍ଗ ଶାସକ କମ୍ୟୁନିଷ୍ଟ ପାର୍ଟିର ଶକ୍ତିଶାଳୀ ରାଜନୈତିକ ବ୍ୟୁରୋର ସଦସ୍ୟ ଏବଂ ଭାରତ-ଚୀନ୍ ସୀମା ବ୍ୟବସ୍ଥା ପାଇଁ ଚୀନର ସ୍ୱତନ୍ତ୍ର ପ୍ରତିନିଧି। ଗତ ମାସରେ ସ୍ବତନ୍ତ୍ର ପ୍ରତିନିଧି ବ୍ୟବସ୍ଥା ଅଧୀନରେ ୱାଙ୍ଗ୍ ଓ ଭାରତର ଏନଏସଏ ଅଜିତ ଡୋଭାଲଙ୍କ ମଧ୍ୟରେ ଆଲୋଚନା ପରେ ମିସ୍ରିଙ୍କ ଚୀନ୍ […]

ସଂପୂର୍ଣ୍ଣ ପଢନ୍ତୁ

ଗଙ୍ଗାରେ ବୁଡ଼ ପକାଇଲେ ଦାରିଦ୍ର୍ୟ ହଟିବନି : ଖଡଗେଙ୍କ କଟାକ୍ଷ

ନୂଆଦିଲ୍ଲୀ : କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ ବୁଡ଼ ପକାଇଲେ ଦେଶରୁ ଦାରିଦ୍ର୍ୟ ଦୂର ହେବ ନାହିଁ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସହ କୁମ୍ଭ ସ୍ନାନ ପାଇଁ ପ୍ରୟାଗରାଜରେ ପହଞ୍ଚିଥିବା ବେଳେ ତାଙ୍କର ଏଭଳି କଟାକ୍ଷ ଆସିଛି। ଏବେ […]

ସଂପୂର୍ଣ୍ଣ ପଢନ୍ତୁ

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ଟ୍ରମ୍ପ ରାଷ୍ଟ୍ରପତିଭାବ୍ ଶପଥ ନେବା ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଥିଲେ। ଉଭୟ ନେତା ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ ଏବଂ ଭାରତ ଏବଂ ଆମେରିକା ମଧ୍ୟରେ ପାରସ୍ପରିକ ଲାଭଦାୟକ […]

ସଂପୂର୍ଣ୍ଣ ପଢନ୍ତୁ

ଉତ୍ତରାଖଣ୍ଡରେ ଲାଗୁ ହେଲା ୟୁନିଫର୍ମ ସିଭିଲ୍ କୋଡ୍

ନୂଆଦିଲ୍ଲୀ : ଇତିହାସ ସୃଷ୍ଟି କଲା ଉତ୍ତରାଖଣ୍ଡ । ଦେଶର ପ୍ରଥମ ରାଜ୍ୟ ଭାବେ ଲାଗୁ କଲା ୟୁନିଫର୍ମ ସିଭିଲ୍ କୋଡ୍ । ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ UCC (Uniform Civil Code ) ପୋର୍ଟାଲର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । UCC ଉତ୍ତରାଖଣ୍ଡ ରାଜ୍ୟ ପାଇଁ ଲାଗୁ ହୋଇଛି । ଏଥି ସହିତ ରାଜ୍ୟ ବାହାରେ ରହୁଥିବା ଉତ୍ତରାଖଣ୍ଡର ବାସିନ୍ଦାଙ୍କ ପାଇଁ ମଧ୍ୟ ଏହା ଲାଗୁ ହେବେ । ମୁଖ୍ୟମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ

ପୁଣେରେ ଗୁଇଲେନ୍-ବାରେ ସିଣ୍ଡ୍ରୋମ୍ ଆତଙ୍କ, ଏହି ରୋଗରେ ଜଣଙ୍କର ମୃତ୍ୟୁ

ପୁନେ : ଭାରତରେ ୨୦୧୯ ମସିହାରେ କରୋନା ଦ୍ରୁତଗତିରେ ସଂକ୍ରମିତ ହୋଇଥିଲା । ବର୍ତ୍ତମାନ ଯାଏଁ ଏହାର ଭୟ ମନରୁ ଲିଭିନଥିବା ବେଳେ ପୁଣି ମାଡ଼ିଆସୁଛି ଅନ୍ୟ ଏକ ବିପଦ । ଏମିତିକି ଏକ ନିର୍ଦ୍ଧିଷ୍ଟ ରୋଗରେ ଶିକାର ହୋଇ ମହାରାଷ୍ଟ୍ରର ସୋଲାପୁର(Solapur) ଜିଲ୍ଲାର ଜଣେ ମୃତ୍ୟୁବରଣ କରିଛନ୍ତି । ଏହି ନୂଆ ରୋଗ ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ୮୦ ବର୍ଷୀୟ ବୃଦ୍ଧଙ୍କୁ ମଧ୍ୟ ସଂକ୍ରମିତ ହେଉଛି । ତେବେ ହସ୍ପିଟାଲରେ ପରୀକ୍ଷା କରାଯିବା […]

ସଂପୂର୍ଣ୍ଣ ପଢନ୍ତୁ

କମିଲା ସୁନା ଦର

ନୂଆଦିଲ୍ଲୀ : ଆଜି ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୫୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୦,୩୨୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା […]

ସଂପୂର୍ଣ୍ଣ ପଢନ୍ତୁ