ମହାରାଷ୍ଟ୍ରର ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ବିସ୍ଫୋରଣ: ୮ ମୃତ୍ୟୁ, ୭ ଗୁରୁତର
ମୁମ୍ବାଇ: ମହାରାଷ୍ଟ୍ରର ଏକ ଯୁଦ୍ଧାସ୍ତ୍ର ନିର୍ମାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ପ୍ରାଥମିକ ତଦନ୍ତରୁ ମିଳିଥିବା ରିପୋର୍ଟ ଅନୁସାରେ, ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏନେଇ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାରେ ଥିବା କାରଖାନାର ଆର୍କେ ଶାଖା ସେକ୍ସସନରେ ସକାଳ ୧୦ଟାରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନାର […]
ସଂପୂର୍ଣ୍ଣ ପଢନ୍ତୁ