୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି […]
ସଂପୂର୍ଣ୍ଣ ପଢନ୍ତୁ