କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ମିଶି ସଙ୍ଗମରେ ବୁଡ଼ ପକାଇଲେ ଯୋଗୀ
ଲକ୍ଷ୍ନୌ: ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଅବସରର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏକ କ୍ୟାବିନେଟ ବୈଠକ କରିଥିଲେ। ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଉତ୍ତର ପ୍ରଦେଶର ସମସ୍ତ କ୍ୟାବିନେଟ୍ ମନ୍ତ୍ରୀ ଅଂଶଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଅନୁମୋଦନ କରିଥିଲେ ଏବଂ ନିଷ୍ପତ୍ତି ନେଇଥିଲେ। ବୈଠକ ପରେ ଯୋଗୀ ଏବଂ ତାଙ୍କର ସମଗ୍ର କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ମିଶି ସଙ୍ଗମରେ ବୁଡ଼ ପକାଇଥିଲେ, […]
ସଂପୂର୍ଣ୍ଣ ପଢନ୍ତୁ