ଜ୍ଞାନେନ୍ଦ୍ର ପ୍ରତାପ ସିଂହ ସିଆରପିଏଫ ର ନୂଆ ଡିଜି ନିଯୁକ୍ତ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜ୍ଞାନେନ୍ଦ୍ର ପ୍ରତାପ ସିଂହଙ୍କୁ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ର ନୂଆ ଡିଜି ନିଯୁକ୍ତ କରିଛନ୍ତି । ବିଭାଗୀୟ ଆଦେଶ ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟର ନିଯୁକ୍ତି ସଂକ୍ରାନ୍ତିୟ ସମିତି ମଞ୍ଜୁରି ଦେଇଛି । କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ ପକ୍ଷରୁ ଏହି ଆଦେଶ ଜାରି କରାଯାଇଛି । ଆଦେଶରେ ଲେଖାଯାଇଛି, ‘ଏସିସି ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ ମଞ୍ଜୁରି ଦେଇଛି । ୧୯୯୧ ବ୍ୟାଚ୍ର ଆସାମ କ୍ୟାଡ୍ରର ଆଇପିଏସ୍ ଜେପି […]
ସଂପୂର୍ଣ୍ଣ ପଢନ୍ତୁ