ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା, ଜାରି ହେବ ମାର୍ଗଦର୍ଶିକା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳତା । ଏନେଇ ଖୁବ ଶୀଘ୍ର ଜାରି ହେବ ମାର୍ଗଦର୍ଶିକା । ଅଶ୍ଳୀଳତାକୁ ନେଇ ସରକାର ମାଗଦର୍ଶିକା ଆଣିବେ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏନେଇ ଯାତ୍ରା କମିଟି, କଳାକାର ଏବଂ ମାଲିକଙ୍କ ସହ ଆଲୋଚନା ହୋଇଛି । ତେବେ ଖୁବ ଶୀଘ୍ର କଠୋର ଆଇନ ନିଆନଯାଇ କିଛି ସମୟ ଦେବାକୁ ଅନୁରୋଧ କରିଛନ୍ତି ଯାତ୍ରା ମାଲିକ। ବିଶେଷ କରି ମାଘମାସରେ ଖଣ୍ଡଗିରିରେ ହେଉଥିବା ଯାତ୍ରାକୁ ନେଇ […]

ସଂପୂର୍ଣ୍ଣ ପଢନ୍ତୁ

ସାରଦା ଏକାଡେମୀ ୨୦୦୭ ମସିହା ପ୍ରାକ୍ତନ ବିଦ୍ୟାର୍ଥୀମାନଙ୍କ ବନ୍ଧୁମିଳନ

ଜଗତସିଂହପୁର / ଝଙ୍କଡ଼ :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠ କନକପୁରସ୍ଥିତ ସାରଦା ଏକାଡେମୀ ର ୨୦୦୭ ବ୍ୟଚ ର ଏକ ଅପୂର୍ବ ବନ୍ଧୁମିଳନ ଉତ୍ସବ, ବାସନ୍ତବଗିଚା ର ସାରଳା ପବ୍ଲିକ ସ୍କୁଲ ପରିସରରେ ଗତ ରବିବାର ଦିନ, ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ମା ସାରଳା ଙ୍କ ମାର୍ଜନା ଓ ପୂଜାର୍ଚ୍ଚନା ପରେ, ବିଦ୍ୟାର୍ଥୀମାନେ ଉତ୍ସବ ସ୍ଥଳରେ ପହଞ୍ଚିଥିଲେ । ଏହି ଉପଲକ୍ଷେ ଆୟୋଜିତ ସଭାରେ , ଏକାଡେମୀ ର […]

ସଂପୂର୍ଣ୍ଣ ପଢନ୍ତୁ

ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା

କେନ୍ଦ୍ରାପଡା: ଚଳିତ ବର୍ଷ ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା । ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶୀ ପକ୍ଷୀଙ୍କ ଆସର ଜମିଛି । ଚଳିତ ବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଏଥିସହିତ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଛନ୍ତି, ଯାହା ଗତବର୍ଷ ତୁଳନାରେ ୩ କମ୍ ବୋଲି ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ । ତେବେ ବର୍ତ୍ତମାନ ଚଳିତ ବର୍ଷ କେତେ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ଆଗମନ […]

ସଂପୂର୍ଣ୍ଣ ପଢନ୍ତୁ

ବିଜେପିର ସଂକଳ୍ପ ପତ୍ରକୁ ଟାର୍ଗେଟ କଲେ ଆପ ସାଂସଦ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପରସ୍ପର ଉପରେ ଦୋଷ ଲଦୁଛନ୍ତି। ଏହି ସମୟରେ, ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ଏବଂ ସାଂସଦ ସଞ୍ଜୟ ସିଂହ ପାଲମ ଏବଂ ନଜଫଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ବିଜେପି ଲୋକମାନେ ଅରବିନ୍ଦ କେଜରିୱାଲଙ୍କୁ ଆକ୍ରମଣ କରୁଛନ୍ତି। ମୁଁ ଦିଲ୍ଲୀବାସୀଙ୍କୁ ନିବେଦନ କରୁଛି ଯେ ଯେଉଁମାନେ ଆପଣଙ୍କ ପୁଅ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ଆକ୍ରମଣ କରୁଛନ୍ତି ସେମାନଙ୍କୁ ଭୋଟର ଶକ୍ତିରେ […]

ସଂପୂର୍ଣ୍ଣ ପଢନ୍ତୁ

ନୟାଗଡ଼ ଜିଲ୍ଲାର ମାଟି ତଳେ ରହିଛି ଲିଥିୟମ

ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଛି । ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ-ଜିଏସଆଇ ଏନେଇ ସଙ୍କେତ ଦେଇ । ଲିଥିୟମ୍ , କପର ଆଦି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି କେନ୍ଦ୍ର ସରକାର  । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲଜି-AI  । ମୟୂରଭଞ୍ଜ ଜିଲ୍ଲାରେ ମାଟି ତଳେ କପର ଖୋଜିବା ପାଇଁ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । […]

ସଂପୂର୍ଣ୍ଣ ପଢନ୍ତୁ

ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍‌ରେ ୭/୮ ଜଣ ବନ କର୍ମଚାରୀ ସାମିଲ ହୋଇଛନ୍ତି । ସେପଟେ ଗଣନା କାର୍ଯ୍ୟ ପାଇଁ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା […]

ସଂପୂର୍ଣ୍ଣ ପଢନ୍ତୁ

ଆମେରିକାରେ ଟିକଟକ ବନ୍ଦ

ନୂଆଦିଲ୍ଲୀ: ଆମେରିକାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଟିକଟକ୍ ବନ୍ଦ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ଟିକଟକ୍ ଆମେରିକାରେ କାମ କରିବା ବନ୍ଦ କରିଦେଇଥିଲା। ଏହା ଆପଲ୍ ଓ ଗୁଗୁଲ୍ ଆପ୍ ଷ୍ଟୋରରୁ ମଧ୍ୟ ଅଦୃଶ୍ୟ ହୋଇଯାଇଛି। ବର୍ତ୍ତମାନ ଆମେରିକାରେ ଏହି ଆପ୍ ଡାଉନଲୋଡ୍ ହୋଇପାରିବ ନାହିଁ। ଦେଶରେ ପ୍ରାୟ ୧୭ କୋଟି ଆମେରିକୀୟ ୟୁଜର୍ସ ଏହି ଆପ୍ ବ୍ୟବହାର କରୁଥିଲେ। ଚାଇନାର କମ୍ପାନୀ ବାଇଟଡାନ୍ସର ମାଲିକାନା ଥିବା ଟିକଟକ୍ ଶନିବାର ରାତିରେ ଏହାର ଉପଭୋକ୍ତାଙ୍କୁ ଦେଇଥିବା ବାର୍ତ୍ତାରେ […]

ସଂପୂର୍ଣ୍ଣ ପଢନ୍ତୁ

ହାଇ ପ୍ରୋଫାଇଲ ଠକ ହଂସିତାଙ୍କ ପାଇଁ ବଢୁଛି ଅଡୁଆ, ଯୁବତୀ ଚାଲାଣ ନେଇ ମାମଲା ରୁଜୁ

ଭୁବନେଶ୍ୱର : ହାଇ ପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ପାଇଁ ବଢୁଛି ଅଡୁଆ । ତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ଇନଫୋସିଟି ଥାନା ପୋଲିସ । ସ୍ପେଶିଆଲ କ୍ରାଇମ୍ ୟୁନିଟର ତଦନ୍ତକାରୀ ଅଧିକାରୀ ମାନସ ସ୍ୱାଇଁ ଙ୍କ FIR ପରେ ମାମଲା ରୁଜୁ ହୋଇଛି । ହଂସିତାଙ୍କ ନାଁରେ ଯୁବତୀ ଚାଲାଣ ନେଇ ମାମଲା ରୁଜୁ ହୋଇଛି । ତାଙ୍କ ମୋବାଇଲ ଓ ଲାପଟପରୁ ମିଳିଛି ଏକାଧିକ ଯୁବତୀଙ୍କ ଫଟୋ ଓ ଭିଡ଼ିଓ । […]

ସଂପୂର୍ଣ୍ଣ ପଢନ୍ତୁ

ଛତିଶଗଡ ଏନ୍‌କାଉଣ୍ଟର: ବଢିଲା ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା

ମାଲକାନଗିରି: ଗତ ୧୬ ଜାନୁଆରୀରେ ବିଜାପୁର- ସୁକୁମା ଜଙ୍ଗଲରେ ଘଟିଥିବା ଏନ୍‌କାଉଣ୍ଟରରେ ୧୨ ନୁହେଁ ବରଂ ୧୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ପ୍ରେସ୍‌ ରିଲିଜ୍‌ରେ ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ । ଏନ୍‌କାଉଣ୍ଟରରେ ମାଓ ନେତା ଦାମଦରର ମଧ୍ୟ ମୃତ୍ୟୁ ହୋଇଛି । ଏନ୍‌କାଉଣ୍ଟରରେ ଦାମଦରର ମୃତ୍ୟୁ ହୋଇଥିବା ନେଇ ଦାବି କରୁଛି ମାଓ ସଂଗଠନ । ଗତ ଗୁରୁବାର ଦିନ ସୁକୁମା ବିଜାପୁର ସୀମାବର୍ତ୍ତୀ କାଂକେରଲଙ୍କା ଜଂଗଲରେ ଏନକାଉଣ୍ଟର […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ଭୀଷଣ ନିଆଁ, ଜଳିଗଲା ୨୫ଟି ଶିବିର

ପ୍ରୟାଗରାଜ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଅଗ୍ନିକାଣ୍ଡ ଯୋଗୁଁ କୁମ୍ଭ ଆଖପାଖରେ ଥିବା ତମ୍ବୁ ମଧ୍ୟ କ୍ଷତିଗ୍ରସ୍ତ ହେବା ସହ ଟେଣ୍ଟରେ ରଖାଯାଇଥିବା ସିଲିଣ୍ଡର ଗୁଡ଼ିକ କ୍ରମାଗତ ଭାବେ ବିସ୍ଫୋରଣ ହେଉଛି। ସୂଚନା ଅନୁସାରେ ୨୦ରୁ ୨୫ଟି ତମ୍ବୁ ଜଳିଯାଇଛି […]

ସଂପୂର୍ଣ୍ଣ ପଢନ୍ତୁ