ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ

କୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । ଏହି ସମସ୍ତ ଅଣ୍ଡାକୁ ସଂଗୃହିତ କରାଯାଇ ଚନ୍ଦ୍ରଭାଗା ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଅଲିଭରିଡଲେ କଇଁଛମାନଙ୍କ ନିରାପଦ ଓ ସମୂହ ଅଣ୍ଡାଦାନ ପାଇଁ ବନବିଭାଗ ତତ୍ପରତା ପ୍ରକାଶ କରିଛି । କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ […]

ସଂପୂର୍ଣ୍ଣ ପଢନ୍ତୁ

ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା ଫଳରେ ଦେଶର ଅଭିବୃଦ୍ଧି ହାର ଧିମା ରହିବ ବୋଲି ଅନୁମାନ କରାଯାଉଛି। କରୋନା ମହାମାରୀ ସମୟରେ ସାରା ବିଶ୍ଵର ଆର୍ଥିକ ଅବସ୍ଥା ଖରାପ ହୋଇଥିବାବେଳେ ଭାରତ ଉପରେ ତାହାର ବିଶେଷ ପ୍ରଭାବ ପଡ଼ି ନ […]

ସଂପୂର୍ଣ୍ଣ ପଢନ୍ତୁ

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ ସାହୁଙ୍କୁ ନିଲମ୍ବିତ କରାଯାଇଛି । କାର୍ଯ୍ୟରେ ଅବହେଳା ଦର୍ଶାଇ ନିଲମ୍ବିତ କରିଛନ୍ତି ବିଇଓ । ଗତ ୨୮ ତାରିଖ ରାତିରେ ୧୫ ଜଣ ଛାତ୍ର ଏକସାଙ୍ଗରେ ଫେରାର ହୋଇଯାଇଥିଲେ । ପରେ ଛାତ୍ରମାନେ […]

ସଂପୂର୍ଣ୍ଣ ପଢନ୍ତୁ

ରସୁଲପୁରରେ ମହମ୍ମଦଙ୍କ ଷୋଡଶତମ ଜନ୍ମ ଉତ୍ସବ ପାଳନ

ଜଗତସିଂହପୁର/ ଝଙ୍କଡ଼ :  ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ, ବିରିତୋଳ ପଞ୍ଚାୟତର ରସୁଲପୁର ସ୍ଥିତ ଜାମିଆ ଅଲ୍ ହବିବ୍ ଟ୍ରଷ୍ଟ ପକ୍ଷରୁ ଗତ ଗୁରୁବାର ଦିନ ପ୍ରୋଫେକ୍ଟ ମହମ୍ମଦ ଙ୍କ ଜନ୍ମଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସମ୍ମୀଳନୀରେ ଧାମନଗରରୁ ସୟଦ ଗୋଲାମ ମହମ୍ମଦ ହବିବ୍। , ମଧ୍ୟପ୍ରଦେଶ ରୁ ମୁଫ୍ତିତି ଆଖତର , ହୋସେନ ଆଲିମ। , କାନପୁର ରୁ ମୁଫ୍ତିତି ସେହବାଜ୍ ଅନଓୟେର , କୋଲକତା […]

ସଂପୂର୍ଣ୍ଣ ପଢନ୍ତୁ

କ୍ରିକେଟ୍‌ ଦେଖି ଘରକୁ ଫେରୁଥିଲେ, ବ୍ରିଜ୍‌ ଉପରେ ୩ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର: ମହୁଲପାଲି ବ୍ରିଜରେ ବାଇକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବଦେନବାହାଲ ଗାଁରୁ କ୍ରିକେଟ ମ୍ୟାଚ ଦେଖି ଫେରିବାବେଳେ ଘଟିଥିବା  ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି । ଭାରସାମ୍ୟ ହରାଇ ବାଇକ ସହ ଘୋଷାଡ଼ି ହୋଇପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସଂପୂର୍ଣ୍ଣ ପଢନ୍ତୁ

ଡିଜିଟାଲ ଆରେଷ୍ଟର ଦେଖାଇ ନେଇଗଲେ ୩୪ ଲକ୍ଷ

ବ୍ରହ୍ମପୁର : ସାଇବର ଗ୍ୟାଙ୍ଗ ସବୁବର୍ଗର ଯୁବତୀଯୁବକଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷିତ ଲୋକଙ୍କୁ ମଧ୍ୟ ଠକିବାକୁ ପଛେଇନାହାନ୍ତି। ଏଥିପାଇଁ ସେମାନେ ନୂଆନୂଆ ତରିକା ଅପଣାଉଛନ୍ତି। ପୋଲିସ ମଧ୍ୟ ସେମାନଙ୍କ ଟେର ପାଇପାରୁନି। ପୋଲିସ ପକ୍ଷରୁ ଏନେଇ ଯେତେ ସଚେତନ କଲେ ମଧ୍ୟ ସାଇବର ଠକଙ୍କ ଉପରେ ଏହାର କିଛି ପ୍ରଭାବ ପଡୁନାହିଁ। କୁକୁଡାଖଣ୍ଡି ଅଞ୍ଚଳରେ ରହୁଥିବା ଶିକ୍ଷକ ଦମ୍ପତି ସେମାନଙ୍କ ଠକେଇର ଶିକାର ହୋଇଛନ୍ତି। ସେମାନଙ୍କୁ ଡିଜିଟାଲ ଆରେଷ୍ଟର ଭୟ ଦେଖାଇ ୩୪ଲକ୍ଷ ୫୦ ହଜାର ଟଙ୍କା […]

ସଂପୂର୍ଣ୍ଣ ପଢନ୍ତୁ

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ ଯୋଜନାର ନାଁ ପରିବର୍ତନ କରି ଏହି ନିର୍ଦ୍ଦେଶାବଳୀ ଜାରି କରିଥିବା ଅଭିଯୋଗ ହୋଇଛି। ବିଜୁ ଜନତା ଦଳ (ବିଜେଡି) ଯୁକ୍ତି କରିଛି ଯେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ସରକାର ପୂର୍ବ ସରକାରଙ୍କ କାର୍ଯ୍ୟକ୍ରମଗୁଡ଼ିକର […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ବରରେ ମୋହନ ଭାଗବତ

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ପ୍ରମୁଖ ମୋହନ ଭାଗବତ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ପୂର୍ବରୁ ତାଙ୍କର ଏଭଳି ରାଜ୍ୟ ଗସ୍ତ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଆଗକୁ ରାଜ୍ୟ ବିଜେପିର ନୂଆ ସଭାପତି ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଦର୍ଶନୀରେ ଟୁଲକିଟ ଓ ଯନ୍ତ୍ରାଂଶ ବିତରଣ କଲା କେଭିଆଇସି

କଟକ: ଭାରତ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ପକ୍ଷରୁ ଖଦି ଓ ଗ୍ରାମୋଦ୍ୟୋଗ କମିସନ (କେଭିଆଇସି)ଙ୍କ ପକ୍ଷରୁ ଗ୍ରାମୋଦ୍ୟୋଗ ବିକାଶ ଯୋଜନା (ଜିଭିବାଇ) ଯୋଜନା ଅନ୍ତର୍ଗତ କଟକସ୍ଥିତ ଜବାହରଲାଲ ଇନଡୋର ଷ୍ଟାଡିୟମରେ ହିତାଧିକାରୀମାନଙ୍କୁ ଯନ୍ତ୍ରାଂଶ ଓ ଟୁଲକିଟ ବଂଟନ କରାଯାଇଛି। ଏହାସହ ବୁଧବାର ଦିନ ସ୍ଥାନୀୟ ଖ୍ରୀଷ୍ଟିୟାନ ପଡ଼ିଆରେ ରାଜ୍ୟସ୍ତରୀୟ ଖଦି ଓ ପିଏମଇଜିପି ପ୍ରଦର୍ଶନୀ ଉଦଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେଭିଆଇସି ଅଧ୍ୟକ୍ଷ ମନୋଜ କୁମାର, ସ୍ଥାନୀୟ ସାଂସଦ ଭର୍ତୃହରି ମହତାବ, […]

ସଂପୂର୍ଣ୍ଣ ପଢନ୍ତୁ

୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ। ଯଦି ସମୟ ସୁଦ୍ଧା ଏହା ଏହା ଶେଷ ନହୁଏ ତେବେ ପରବର୍ତ୍ତୀ ସମୟରେ ସରକାର ବିଚାର କରି ପଦକ୍ଷେପ ନେବେ ବୋଲି ମନ୍ତ୍ରୀ କହିଥିଲେ। ଏବେ ଗୁରୁବାର ଧାର୍ଯ୍ୟ ସମୟ […]

ସଂପୂର୍ଣ୍ଣ ପଢନ୍ତୁ