ଆସନ୍ତାକାଲି ଜେଇଇ ମେନ୍‌ ଆଡମିଟ କାର୍ଡ

ନୂଆଦିଲ୍ଲୀ : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଡମିଟ କାର୍ଡ ଜାରି କରାଯିବା ପରେ ପରେ ଆଶାୟୀ ପରୀକ୍ଷାର୍ଥୀମାନଙ୍କ ଲାଗି ହଲ୍‌ ଟିକେଟ ଉପଲବ୍ଧ ହେବ। jeemain.nta.nic.in. ୱେବସାଇଟରୁ ଛାତ୍ରଛାତ୍ରୀମାନେ ହଲ ଟିକେଟ ପାଇପାରିବେ। ଜେଇଇ ମେନ ୨୦୨୫ର ପ୍ରଥମ ସେସନ ଜାନୁୟାରୀ ୨୨ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷାର […]

ସଂପୂର୍ଣ୍ଣ ପଢନ୍ତୁ

୨୦ ମିନିଟ ବିଳମ୍ବ ହୋଇଥିଲେ ଆମକୁ ହତ୍ୟା କରିଥାଆନ୍ତେ ବିରୋଧୀ : ହସିନା

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ ତୁରନ୍ତ ଦେଶ ଛାଡ଼ି ନ ଥିଲେ ୨୦ ମିନିଟ ମଧ୍ୟରେ ତାଙ୍କୁ ଏବଂ ତାଙ୍କ ଭଉଣୀ ରେହାନାଙ୍କୁ ବିରୋଧୀମାନେ ହତ୍ୟା କରିଥାଆନ୍ତେ। ଏଥିପାଇଁ ସମସ୍ତ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ହସିନା କହିଛନ୍ତି। ବାଂଲାଦେଶ ଆୱାମୀ ଲିଗ୍‌ର ଫେସବୁକ ପେଜରେ ହସିନା ଏ ନେଇ ଏକ ଅଡିଓ ବାର୍ତ୍ତା ଜାରି କରି ସୂଚନା ଦେଇଛନ୍ତି। ବାଂଲାଦେଶରେ ସୃଷ୍ଟି ହୋଇଥିବା ଛାତ୍ର ଆନ୍ଦୋଳନ […]

ସଂପୂର୍ଣ୍ଣ ପଢନ୍ତୁ

ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ବିଜେପି କର୍ମୀଙ୍କ ପଥରମାଡ଼ ଅଭିଯୋଗ ଆଣିଲା ଆପ୍

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ନିର୍ବାଚନୀ ଦଙ୍ଗା ତୀବ୍ର ହେବାରେ ଲାଗିଛି। ଶନିବାର ଆମ୍ ଆଦମୀ ପାର୍ଟି ନୂଆଦିଲ୍ଲୀ ବିଧାନସଭା ଆସନର ବିଜେପି ପ୍ରାର୍ଥୀ ପରବେଶ ବର୍ମାଙ୍କ ସମର୍ଥକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆଣିଛି। ନୂଆଦିଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର ବେଳେ ତାଙ୍କ ଉପରକୁ ପଥର ମାଡ଼ କରାଯାଇଥିବା ଆପ୍ ଦାବି କରିଛି। ଅନ୍ୟପକ୍ଷରେ ବିଜେପି ନେତା ପ୍ରବେଶ ବର୍ମା ଦାବି କରିଛନ୍ତି ଯେ ତାଙ୍କ ସମର୍ଥକଙ୍କୁ କେଜ୍ରିଓ୍ବାଲଙ୍କ କାର୍ ଧକ୍କା ଦେଇଥିଲା। ଏହା […]

ସଂପୂର୍ଣ୍ଣ ପଢନ୍ତୁ

ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ, ସୋମବାର ଦଣ୍ଡ ଶୁଣାଣି

କୋଲକାତା : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ସୋମବାର ତାର ଦଣ୍ଡ ଶୁଣାଣି କରିବେ କୋର୍ଟ। କୋର୍ଟଙ୍କ ଏହି ରାୟ ଆସିବା ବେଳେ ମୃତ ଟ୍ରେନି ଡାକ୍ତରଙ୍କ ବାପା ସେଠାରେ ଉପସ୍ଥିତ ଥିଲେ। ସେ କାନ୍ଦି ଥିଲେ […]

ସଂପୂର୍ଣ୍ଣ ପଢନ୍ତୁ

ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ପାଇଁ ଆଜି ଘୋଷଣା ହୋଇଛି ଭାରତୀୟ ଦଳ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଖେଳିବ ଦଳ। ଶୁବମନ ଗିଲଙ୍କୁ ଉପ-ଅଧିନାୟକ କରାଯାଇଥିବା ବେଳେ ଯଶପ୍ରୀତ ବୁମ୍ରା ଓ ମହମ୍ମଦ ଶାମି ସ୍କ୍ୱାଡ୍‌ରେ ସ୍ଥାନ ପାଇଛନ୍ତି। ୨୦୨୩ ଦିନିକିଆ ବିଶ୍ୱକପ୍ ଖେଳିଥିବା ଅଧିକାଂଶ ଖେଳାଳିଙ୍କୁ ଚାମ୍ପିୟନ୍ସ ଟ୍ରଫି ପାଇଁ ଦଳରେ ସାମିଲ କରାଯାଇଛି। ସେମାନଙ୍କ ସହିତ ଅର୍ଶଦୀପ ସିଂହ, ୱାଶିଂଟନ ସୁନ୍ଦର ଓ ଯଶସ୍ୱୀ ଜୈସୱାଲ ମଧ୍ୟ ଟିମ୍‌ରେ ଅଛନ୍ତି। ଉଭୟ ଋଷଭ ପନ୍ତ […]

ସଂପୂର୍ଣ୍ଣ ପଢନ୍ତୁ

ନଗର ଖବର ତରଫରୁ ତିନି ପ୍ରତିଭାବାନଙ୍କୁ ସମ୍ବର୍ଦ୍ଧନା

ଜଗତସିଂହପୁର/ଝଙ୍କଡ଼ :  ରାଜ୍ୟର ଅନ୍ୟତମ ପୁରାତନ ତଥା ଲୋକପ୍ରିୟ ମିଡିଆ ହାଉସ ନଗରଖବର ପକ୍ଷରୁ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ ବାଣୀକ୍ଷେତ୍ର ଜଗତସିଂହପୁର ଜିଲ୍ଲାର ତିନିଜଣ ପ୍ରତିଭାବାନଙ୍କୁ ସମ୍ମାନିତ ଓ ସମ୍ବର୍ଦ୍ଧିତ କରାଯାଇଛି । ଖବର ଅନୁଯାୟୀ ବ୍ୟାସଫାଉଣ୍ଡେସନର ଅଧ୍ୟକ୍ଷା ତଥା ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ରାଜ୍ୟ ମହିଳା ଶାଖାର ସଭାପତି ସ୍ନେହମୟୀ ଆଚାର୍ଯ୍ୟ, ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ନବନିଯୁକ୍ତ ରାଜ୍ୟ ଉପସଭାପତି ପଣ୍ଡିତ ଶରତ […]

ସଂପୂର୍ଣ୍ଣ ପଢନ୍ତୁ

ସାରଦା ଏକାଡେମୀ ୧୯୯୮ ବିଦ୍ୟାର୍ଥୀମାନଙ୍କ ବନ୍ଧୁମିଳନ ଉତ୍ସବ

ଜଗତସିଂହପୁର/ଝଙ୍କଡ଼ :   ବାଣୀ କ୍ଷେତ୍ର ଝଙ୍କଡ଼ ସାରଳାପୀଠ କନକପୁର ସ୍ଥିତ ସାରଦା ଏକାଡେମୀ ୧୯୯୮ ବ୍ୟାଚ ପୂରାତନ ଛାତ୍ର ଛାତ୍ରୀ ମାନଙ୍କର ଏକ ବନ୍ଧୁମିଳନ ଉତ୍ସବ, ବସନ୍ତବଗିଚା, ସାରଳା ପବ୍ଲିକ ସ୍କୁଲ ପରିସରରେ ଗତ ଶୁକ୍ରବାର ଦିନ, ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃ ସମୟରେ ମା ସାରଳା ଙ୍କ ମାର୍ଜନା ଓ ପୂଜାର୍ଚ୍ଚନା କରିବା ପରେ, ବିଦ୍ୟାର୍ଥୀ ମାନଙ୍କ ବନ୍ଧୁମିଳନ ଉତ୍ସବ ଆରମ୍ଭରେ ଏକାଡେମୀ ର ପ୍ରାକ୍ତନ ଦିବଂଗତ ଶିକ୍ଷକ ଶିକ୍ଷୟତ୍ରୀ ଓ […]

ସଂପୂର୍ଣ୍ଣ ପଢନ୍ତୁ

ଜନକଲ୍ୟାଣ ସେବାସମବାୟ ସମିତିର ଧାନମଣ୍ଡି ଉଦଘାଟନ ଉତ୍ସବ

ଜଗତସିଂହପୁର/ଝଙ୍କଡ଼ :  ବାଣୀ କ୍ଷେତ୍ର ଝଙ୍କଡ଼ ସାରଳାପୀଠ, କନକପୁର ସ୍ଥିତ ଜନକଲ୍ୟାଣ ସେବା ସମବାୟ ସମିତିର ନିଜସ୍ଵ କାର୍ଯ୍ୟାଳୟ ପରିସରରେ ଗତ ଶୁକ୍ରବାର ଦିନ ପୂର୍ବାହ୍ନରେ ଧାନମଣ୍ଡି ଉଦଘାଟନ ଉତ୍ସବ ସମିତିର ସଭାପତି ଅଜୟ କୁମାର ରାଉଳ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଶିଷ୍ଟ ସମାଜସେବୀ ତଥା ପରିବେଶବିତ ଅଶୋକ କୁମାର ମହାନ୍ତି ଙ୍କ ସଭାଟିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ତିର୍ତ୍ତୋଲ ବ୍ଲକର ଅଧ୍ୟକ୍ଷ ମନୋଜ କୁମାର […]

ସଂପୂର୍ଣ୍ଣ ପଢନ୍ତୁ

‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ଉପରେ ଆଲୋକପାତ କରିଛନ୍ତି । ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୌତୁକ ଏକ ପରମ୍ପରା ନୁହେଁ, […]

ସଂପୂର୍ଣ୍ଣ ପଢନ୍ତୁ

ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

କଟକ : ଜଷ୍ଟିସ ଅରିନ୍ଦମ ସିହ୍ନା ହେଲେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ।  ଓଡିଶା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଆସନ୍ତା ୧୯ ତାରିଖରେ ଅଵସର ନେବେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା ।  ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଅରିନ୍ଦମ ସିହ୍ନା […]

ସଂପୂର୍ଣ୍ଣ ପଢନ୍ତୁ