ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା, ଅଧିକାରୀ ଓ କର୍ମଚାରୀ ଦାଖଲ କରିବେ ନିଜର ସମ୍ପତ୍ତି ତାଲିକା
ପୁରୀ : ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ […]
ସଂପୂର୍ଣ୍ଣ ପଢନ୍ତୁ