ମକର ସଂକ୍ରାନ୍ତି ପାଇଁ ଅଟ୍ରିର ହଟକେଶ୍ୱର ଦେବଙ୍କ ପୀଠରେ ଭକ୍ତଙ୍କ ଭିଡ
ଖୋର୍ଦ୍ଧା : ଆଜି ପବିତ୍ର ମକର ସଂକ୍ରାନ୍ତି । ବେଶ ଚଳଚଞ୍ଚଳ ଖୋର୍ଦ୍ଧା ବେଗୁନିଆ ବ୍ଲକର ଅଟ୍ରି । ଏଠିକାର ପ୍ରସିଦ୍ଧ ବାବା ହାଟକେଶ୍ୱର ମହାଦେବଙ୍କ ଏହି ମକର ସଂକ୍ରାନ୍ତି ଅବସରରେ ରହିଛି ଅଲୌକିକ ମାହାତ୍ମ୍ୟ । ପ୍ରବାଦ ରହିଛି ଏହି ମକର ସଂକ୍ରାନ୍ତି ଦିନ ନିଃସନ୍ତାନ ଦମ୍ପତି ଏଠାରେ ମାନସିକ ରଖି ମାନସିକ ଗୁଆ ସେବନ କରିଥାନ୍ତି । ଏହି ପରିପ୍ରେକ୍ଷୀରେ ବହୁ ଦୂରଦୂରାନ୍ତରୁ ଭକ୍ତଙ୍କ ସୁଅ ଛୁଟିବା ସହିତ ମକର ସକ୍ରାନ୍ତି ଦିନ ବାବା ହାଟକେଶ୍ୱର […]
ସଂପୂର୍ଣ୍ଣ ପଢନ୍ତୁ