ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନ

ତିହାର ଜେଲରେ ବନ୍ଦୀ ଜୀବନ କାଟୁଥିବା ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ ଶୁକ୍ରବାର ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛି। ରାଜନର ସାଇନସ ସମସ୍ୟା ରହିଛି। ଏହାର ଅପରେସନର ଆବଶ୍ୟକତା ଥିବା ଡାକ୍ତରୀ ଟିମ କହିଛନ୍ତି। ତେଣୁ ତାକୁ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା। ୨୦୦୧ରେ ଜୟା ସେଟ୍ଟୀଙ୍କୁ ହତ୍ୟା କରାଯାଇଥିଲା। ତେବେ ୨୦୨୪ […]

ସଂପୂର୍ଣ୍ଣ ପଢନ୍ତୁ

ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଅନ୍ୟ ପିଆରଆଇ ମେମ୍ବରଙ୍କୁ ତୁରନ୍ତ ଛାଡ଼ିବାକୁ ଚିଠିରେ ଉଲ୍ଲେଖ ରହିଛି । […]

ସଂପୂର୍ଣ୍ଣ ପଢନ୍ତୁ

ଆୟର୍ଲାଣ୍ଡକୁ ୬ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଦଳ

ରାଜକୋଟ୍ : ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍ ଜିତି ନେଇଥିଲା। ଭାରତ ପକ୍ଷରୁ ପ୍ରତୀକ ରାୱଲ ଓ ତେଜଲ ଭଲ ପ୍ରଦର୍ଶନ କରିଥିଲେ। ଦୁହେଁ ଅର୍ଦ୍ଧଶତକ ହାସଲ କରିଥିଲେ। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଏହି ମ୍ୟାଚ୍ ଖେଳିଥିଲା। ଟସ୍ ଜିତି […]

ସଂପୂର୍ଣ୍ଣ ପଢନ୍ତୁ

FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି ।  କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି ।  FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଏହା ମଧ୍ୟ କହିଛନ୍ତି ବର୍ଷାରେ ଧାନ ରଙ୍ଗ ପରିବର୍ତ୍ତନ ହେଲେ ବି ଆମେ ନେଇଯିବୁ । କିନ୍ତୁ ବେଶୀ ଖରାପ ହୋଇଥିଲେ […]

ସଂପୂର୍ଣ୍ଣ ପଢନ୍ତୁ

୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ  ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀ ବୁଲି ଦେଖିପାରିବେ। ଏଥିପାଇଁ କୌଣସି ଏଣ୍ଟ୍ରି ଫି  ନିଆଯିବ ନାହିଁ। ଲୋକମାନେ ମାଗଣାରେ ମେଳା ବୁଲି ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖି ପାରିବେ ବୋଲି […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ ଆହୁରି ସଫଳ ଏବଂ ସ୍ବତନ୍ତ୍ର କରିପାରିଛି। ଆପଣଙ୍କ ମାର୍ଗଦର୍ଶନ ସମସ୍ତ ପ୍ରବାସୀ ଭାରତୀୟଙ୍କ ମନରେ ନୂଆ ଆଶା, ଉତ୍ସାହ ଏବଂ ଉଦ୍ଦୀପନା ଭରିଦେବା ସହ ‘ବିକଶିତ ଭାରତ’ ନିର୍ମାଣ ପାଇଁ ଅନୁପ୍ରାଣିତ […]

ସଂପୂର୍ଣ୍ଣ ପଢନ୍ତୁ

ଆସିଲେନି ସରପଞ୍ଚ ଓ ସମିତି ସଭ୍ୟ: କିର୍ମିରାରେ ବାତିଲ ହେଲା ଅନାସ୍ଥା ଭୋଟିଂ

ଝାରସୁଗୁଡ଼ା: କିର୍ମିରାରେ ବାତିଲ ହୋଇଛି ଅନାସ୍ଥା ଭୋଟିଂ।  ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି କିର୍ମିରାରେ ୧୦ଟାରୁ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ବାତିଲ ହୋଇଛି। ଅନାସ୍ଥା ଭୋଟିଂ ପୂର୍ବରୁ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସହ ସରପଞ୍ଚ ଏବଂ କିଛି ସମିତି ସଭ୍ୟଙ୍କୁ ମହାସମୁଦ୍‌ ଜିଲ୍ଲା ସରେଇପାଲି ଥାନାରେ ଅଟକ ରଖାଯାଇଥିଲା। ଏନେଇ ଭୋଟ୍ ଦେବାକୁ କେହି ବି ଆସି ପାରି ନଥିଲେ । ଭୋଟ ଦେବାକୁ ମତଦାତା ମାନେ ଆସି ନଥିବାରୁ […]

ସଂପୂର୍ଣ୍ଣ ପଢନ୍ତୁ

‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଉପଲକ୍ଷେ ଆୟୋଜନ ହେବାକୁ ଯାଉଛି ‘ଅବିଭକ୍ତ ଭାରତ’ ନାଁରେ ଗୋଟିଏ ସେମିନାର। ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଭାରତ ପକ୍ଷରୁ ପାକିସ୍ତାନ ଓ ବାଂଲାଦେଶ ସମେତ ଅନ୍ୟ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଥମଥର ପାଇଁ ଭାରତ ସରକାର ସବୁ କିଛି ବିବାଦକୁ ଭୁଲି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ‘ଅବିଭକ୍ତ ଭାରତ’ ସେମିନାର କାର୍ଯକ୍ରମରେ ଯୋଗଦେବାକୁ ଭାରତ ପକ୍ଷରୁ ପକ୍ଷରୁ ପାକିସ୍ତାନ, ବାଂଲାଦେଶ, ଭୁଟାନ, ଆଫଗାନିସ୍ତାନ, ମିଆଁମାର, ମାଳଦ୍ୱୀପ, ଶ୍ରୀଲଙ୍କା ଓ […]

ସଂପୂର୍ଣ୍ଣ ପଢନ୍ତୁ

ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ  କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି ପାଉଛି। କାହିଁକି ପଶ୍ଚିମବଙ୍ଗରୁ ଆସୁନାହିଁ ଆଳୁ? ଆଉ କେବେ ଆଳୁ ଦର ନିୟନ୍ତ୍ରଣକୁ ଆସିବ ସେ ନେଇ ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଓ ଓଡ଼ିଶା ଭିତରେ କିଛି ଟକରାଟକରି ନାହିଁ। […]

ସଂପୂର୍ଣ୍ଣ ପଢନ୍ତୁ

ଖୋଖୋ ବିଶ୍ବକପ୍: ଭାରତୀୟ ଖୋଖୋ ବିଶ୍ବକପ୍ ଦଳରେ ୩ ଓଡିଆ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଆଗାମୀ ୧୩ ତାରିଖଠାରୁ ୧୯ ତାରିଖ ପର୍ୟ୍ୟନ୍ତ ପ୍ରଥମ ଖୋଖୋ ବିଶ୍ବକପ୍ ଆୟୋଜିତ ହେବ। ଖୋଖୋ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ବିଶ୍ବକପ୍ ଲାଗି ଗୁରୁବାର ଦିନ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷଣା କରାଯାଇଛି। ତେବେ ଭାରତୀୟ ଦଳରେ ଓଡିଶାରୁ ୩ ଖେଳାଳି ସ୍ଥାନ ପାଇଛନ୍ତି । ପୁରୁଷ ଦଳରେ ପବନି ଶବର (ଗଜପତି), ମହିଳା ଦଳରେ ଦୁଇ ଖେଳାଳି ଶୁଭଶ୍ରୀ ସିଂହ (ବାଲେଶ୍ବର)ଓ ମାଗାଇ ମାଝି (ରାୟଗଡ)ରହିଛନ୍ତି । […]

ସଂପୂର୍ଣ୍ଣ ପଢନ୍ତୁ