ଶୁକ୍ରବାର ପ୍ରକାଶ ପାଇବ ଅର୍ଥନୈତିକ ସର୍ଭେ

ନୂଆଦିଲ୍ଲୀ : ଆସନ୍ତା କାଲି ଅର୍ଥାତ ଶୁକ୍ରବାରଠାରୁ ଆରମ୍ଭ ହେଉଛି ସଂସଦର ଗୁରୁତ୍ବପୂର୍ଣ୍ଣ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ । ଅର୍ଥନୈତିକ ସର୍ଭେ ୨୦୨୪-୨୫ ହେଉଛି ଏହି ଆର୍ଥିକ ବର୍ଷରେ ଦେଶର ଅର୍ଥନୈତିକ ପ୍ରଦର୍ଶନର ଆକଳନ ରିପୋର୍ଟ । ଏହି ସର୍ବେକ୍ଷଣରେ ଉତ୍ପାଦନ ଏବଂ ସେବା ଭଳି ଶିଳ୍ପଗୁଡ଼ିକର ଧାରା ପ୍ରକାଶ ପାଇଥାଏ ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ଡିୟୁଟି କରୁଥିବା ବେଳେ ବିଗିଡ଼ିଲା ଇନ୍ସପେକ୍ଟର ସ୍ବାସ୍ଥ୍ୟ; ଘଟଣାସ୍ଥଳରେ ହେଲା ମୃତ୍ୟୁ

ଲକ୍ଷ୍ମୌ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଡିୟୁଟି କରୁଥିବା ସମୟରେ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଯାଇଛି। ମୃତ ଇନ୍ସପେକ୍ଟରଙ୍କ ନାମ ଅଞ୍ଜନି କୁମାର ରାଏ ବୋଲି ଜଣାପଡ଼ିଛି। ବହରାଇଚ ଜିଲ୍ଲାର ଅତିରିକ୍ତ ଏସପି ଦୁର୍ଗା ପ୍ରସାଦ ତିୱାରୀ ଏହି ଦୁଃଖଦ ଘଟଣାକୁ ନେଇ କହିଛନ୍ତି, ‘ମହାକୁମ୍ଭରେ ଡିୟୁଟି କରୁଥିବା ବେଳେ ଇନ୍ସପେକ୍ଟର ଅଞ୍ଜନୀ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଞ୍ଜନୀଙ୍କ ପରିବାରଲୋକଙ୍କୁ ଇନ୍ସପେକ୍ଟରଙ୍କ […]

ସଂପୂର୍ଣ୍ଣ ପଢନ୍ତୁ

ଭଗବନ୍ତ ମାନଙ୍କ ଦିଲ୍ଲୀ ବାସଭବନରେ ନିର୍ବାଚନ କମିଶନ ଚଢାଉ

ନୂଆଦିଲ୍ଲୀ,୩୦।୧: ରାଜଧାନୀ ଦିଲ୍ଲୀରେ ନିର୍ବାଚନୀ ତାପମାତ୍ରା ବୃଦ୍ଧି ପାଇଛି। ସମସ୍ତ ଦଳର ନେତାମାନଙ୍କ ମଧ୍ୟରେ ବାକ୍ ଯୁଦ୍ଧ ମଧ୍ୟ ଶୀର୍ଷରେ ପହଞ୍ଚିଛି। ଏହାରି ମଧ୍ୟରେ ଶାସକ ଆମ ଆଦମୀ ପାର୍ଟି (ଆପ)ର ଦାବି ଏକ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆପ ଦାବି କରିଛି ଯେ ନିର୍ବାଚନ କମିଶନଙ୍କ ଟିମ୍ ଦିଲ୍ଲୀରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ସରକାରୀ ବାସଭବନରେ ଚଢାଉ କରିଛି। ସୂଚନା ଅନୁଯାୟୀ, ଆପ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କୁ ନେଇ ଏହି ବଡ ଦାବି […]

ସଂପୂର୍ଣ୍ଣ ପଢନ୍ତୁ

ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଶୁକ୍ରବାର ଏହି ସମୟରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର,୩୦।୧: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିନ ୧୧ ଟା ରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ […]

ସଂପୂର୍ଣ୍ଣ ପଢନ୍ତୁ

୨ ଯାଏ ଘନକୁହୁଡ଼ି, ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦ା୧: ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧ ତାରିଖ ସକାଳ ପାଇଁ ୮ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳରେ ଘନକୁହୁଡ଼ି ଦେଖାଦେବ। ୧ ତାରିଖ ରାତି ଓ ୨ […]

ସଂପୂର୍ଣ୍ଣ ପଢନ୍ତୁ

ଦ୍ୱନ୍ଦ୍ୱ ଦୂର ହେଲା : ୨ ତାରିଖରେ ପାଳନ କରାଯିବ ସରସ୍ବତୀ ପୂଜା

ପୁରୀ: ସରସ୍ୱତୀ ପୂଜାକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଏବେ ଦୂର ହୋଇଛି। ସରସ୍ୱତୀ ପୂଜା ଫେବ୍ରୁଆରି ୨ ତାରିଖ ନା ଫେବ୍ରୁଆରି ୩ ତାରିଖରେ ହେବ ସେନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିଥିଲା। ତେବେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସରସ୍ୱତୀ ପୂଜା ତାରିଖ ଧାର୍ଯ୍ୟ କରାଯାଇଛି । ଚଳିତ ବର୍ଷ ବିଭିନ୍ନ ପାଞ୍ଜିରେ ସରସ୍ୱତୀ ପୂଜା ନେଇ ଭିନ୍ନ ଭିନ୍ନ ତାରିଖ ଉଲ୍ଲେଖ କରାଯାଇଥିଲା। ଫଳରେ ଏନେଇ ଲୋକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଉପୁଜିଥିଲା। ତେବେ […]

ସଂପୂର୍ଣ୍ଣ ପଢନ୍ତୁ

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ

କଟକ ଆରଟିଓରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା

କଟକ: ମୋଟର ଯାନ ଫିଟନେସ୍ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଜ୍ୟରେ ପଞ୍ଜୀକୃତ ହୋଇଛି ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ । କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି । ବୈଷୟିକ ଜ୍ଞାନକୌଶଳ ଜରିଆରେ ସ୍ୱୟଂକ୍ରିୟ ପଦ୍ଧତିରେ ଏହା ଗାଡ଼ିର ଫିଟନେସ ପରୀକ୍ଷା କରିବ । କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ଗାଡ଼ିର ଫିଟନେସ ପରୀକ୍ଷା ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଖୁବଶୀଘ୍ର […]

ସଂପୂର୍ଣ୍ଣ ପଢନ୍ତୁ

୩୦ ପରିବର୍ତ୍ତେ ୩୧ରେ ସରିବ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀକୁ ଅପାର ସଫଳତା ମିଳିଥିବାବେଳେ ରାଜ୍ୟ ସରକାର ଆଜି ଏହାର ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି । ଏହି ୨ ଦିନିଆ ସମ୍ମିଳନୀ ଆଜି ଶେଷ ହେଉଥିଲେ ମଧ୍ୟ ଆସନ୍ତାକାଲି ସାଧାରଣ ଜନତାଙ୍କ ପାଇଁ ପ୍ରଦର୍ଶନୀ ଖୋଲା ରଖିବାକୁ ନିଷ୍ପତ୍ତି ହୋଇଥିଲେ । ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଚଳିତ ମାସ ୩୧ ତାରିଖ ଶୁକ୍ରବାର […]

ସଂପୂର୍ଣ୍ଣ ପଢନ୍ତୁ

‘ସୁଭଦ୍ରା’ ପାଇଁ ବ୍ୟାଙ୍କରେ ଦୁଇ ଦିନିଆ ସ୍ବତନ୍ତ୍ର ବ୍ୟବସ୍ଥା: ୩ଲକ୍ଷରୁ ଅଧିକ ଆବେଦନକାରୀଙ୍କ ବିଫଳ ହୋଇଛି ଏନ୍‌ପିସିଆଇ

ଭୁବନେଶ୍ବର: ଯେଉଁ ‘ସୁଭଦ୍ରା’ ଆବେଦନକାରୀଙ୍କ ଏନ୍‌ପିସିଆଇ ଫେଲ୍‌ ହୋଇଛି ସେମାନଙ୍କ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଆସନ୍ତାକାଲି ଓ ୩୦ତାରିଖରେ ଯେଉଁମାନଙ୍କୁ ବ୍ୟାଙ୍କରୁ ‌କଲ୍‌ କିମ୍ବା ମେସେଜ୍ ଆସିଛି ସେମାନେ ବ୍ୟାଙ୍କକୁ ଯାଇ ସେମାନଙ୍କର ଏନ୍‌ପିସିଆଇକୁ ପୁନର୍ବାର ଆକ୍ଟିଭ୍ ବା ସକ୍ରିୟ କରିବା ଲାଗି ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ଆଜି ପର୍ଯ୍ୟନ୍ତ ‘ସୁଭଦ୍ରା’ରେ ୧କୋଟି ୭ଲକ୍ଷ ୨୩ହଜାର ୨୯୪ଜଣ ପଞ୍ଜୀକରଣ କରିଛନ୍ତି। ତହିଁରୁ ୮୦ଲକ୍ଷ ୨୯ହଜାର […]

ସଂପୂର୍ଣ୍ଣ ପଢନ୍ତୁ