ସପ୍ତାହକୁ ୯୦ ଘଣ୍ଟା କାମ କର : ଏଲଏଣ୍ଡଟି ଅଧ୍ୟକ୍ଷଙ୍କ ବୟାନକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ: ଲାର୍ସନ୍ ଆଣ୍ଡ ଟୁବ୍ରୋର ଅଧ୍ୟକ୍ଷ ଏସ୍ ଏନ୍ ସୁବ୍ରମଣ୍ୟମ୍ ହଠାତ୍ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଯାଛନ୍ତି। ଇନଫୋସିସର ସହ ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାମ କରିବାକୁ ଦେଇଥିବା ବୟାନ ପରେ ଏସଏନ ସୁବ୍ରମଣ୍ୟମ କହିଛନ୍ତି ଯେ ପ୍ରତିଦ୍ୱନ୍ଦ୍ୱିତାରେ ରହିବା ପାଇଁ କର୍ମଚାରୀମାନେ ରବିବାର ସମେତ ସପ୍ତାହକୁ ୯୦ ଘଣ୍ଟା କାମ କରିବା ଉଚିତ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତାରେ ସୁବ୍ରମଣ୍ୟମ କର୍ମଚାରୀମାନେ ସପ୍ତାହକୁ ୯୦ ଘଣ୍ଟା […]
ସଂପୂର୍ଣ୍ଣ ପଢନ୍ତୁ