‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି

ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି ଏକ ସେଣ୍ଟ୍ରାଲ ପଏଣ୍ଟ ଯାହା ସବୁ ବେଳେ ଚଳଚଞ୍ଚଳ ସେଠି ଜଣେ ଯୁବକଙ୍କୁ ବିଭତ୍ସ ହତ୍ୟା କରାଯାଇଛି । ଗୋଟେପଟେ ଭୁବନେଶ୍ବରରେ ଏବେ ପ୍ରବାସୀ ଭାରତୀୟ ସମ୍ମିଳନୀ ଚାଲିଥିବା ବେଳେ ଚାରିଆଡେ ପୋଲିସ୍ ଛାଉଣି […]

ସଂପୂର୍ଣ୍ଣ ପଢନ୍ତୁ

ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ

ଆଜିର ବ୍ୟସ୍ତବହୁଳ ଜୀବନଶୈଳୀରେ ଉଭୟ ପୁରୁଷ ଏବଂ ମହିଳାଙ୍କ ପାଇଁ କେଶ ଝଡ଼ିବା ସାଧାରଣ କଥା। କେଶ ଝଡ଼ିବା ଏକ ପ୍ରାକୃତିକ ପ୍ରକ୍ରିୟା ବୋଲି ମଧ୍ୟ ଧରିନିଆଯାଏ। ସାଧାରଣତଃ ମୁଣ୍ଡ ସଫା କରିବା କିମ୍ବା ପାନିଆରେ କୁଣ୍ଡାଇବା ସମୟରେ କିଛି କେଶ ଝଡ଼ିଯାଏ। ହେଲେ ମହାରାଷ୍ଟ୍ରର ବୁଲଧାନା ଜିଲ୍ଲାରେ କେଶ ଝଡ଼ିବା ନେଇ ଏକ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ କେଶ ଝଡ଼ିବା ଆରମ୍ଭ ହେଲେ କେବଳ ଗୋଟିଏ ସପ୍ତାହ ମଧ୍ୟରେ ସମସ୍ତେ ଚନ୍ଦା ହୋଇଯାଉଛନ୍ତି। ଗତ କିଛିଦିନ […]

ସଂପୂର୍ଣ୍ଣ ପଢନ୍ତୁ

ଓଡିଶା ପ୍ରତି ଅବହେଳା ସଂପର୍କରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ନୂତନ ଭାବେ ଗଠିତ ଦକ୍ଷିଣତଟ ରେଲୱେ ଅଧିନକୁ ଚାଲିଯିବା ପରିପ୍ରେକ୍ଷୀରେ ଗଭୀର ଉଦ୍‌ବେଗ ପ୍ରକାଶ କରି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ତଥ୍ୟଭିତ୍ତିକ ପତ୍ର ଲେଖିଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ଯେ, ୱାଲଟିୟର ଡିଭିଜନ ମଧ୍ୟରେ ଆସୁଥିବା ଓଡ଼ିଶାର ସମସ୍ତ ରେଳ ନେଟୱାର୍କ ପୂର୍ବତନ ରେଳପଥ ଅଧୀନରେ ରହିବ। ବାସ୍ତବରେ ତାହା କାର୍ଯ୍ୟକାରୀ ହେଉନାହିଁ। ଏହି […]

ସଂପୂର୍ଣ୍ଣ ପଢନ୍ତୁ

ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ଝାରସୁଗୁଡା, କଳାହାଣ୍ଡି , ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ କୁଡୁଡି ଅନୁଭୂତ […]

ସଂପୂର୍ଣ୍ଣ ପଢନ୍ତୁ

ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ କୋରାପୁଟ ଜିଲ୍ଲାରେ ଲୋକପ୍ରିୟତା ଅର୍ଜନ କରିଥିଲେ। ୧୯୯୦ ରୁ ୯୫ ପର୍ଯ୍ୟନ୍ତ କୋଟପାଡର ବିଧାୟକ ଭାବେ ନିର୍ବାଚିତ ହୋଇ ନିର୍ବାଚନ ମଣ୍ଡଳୀର ଶିକ୍ଷା, ସ୍ୱାସ୍ଥ୍ୟସେବା ଓ ଗମନାଗମନ କ୍ଷେତ୍ରରେ […]

ସଂପୂର୍ଣ୍ଣ ପଢନ୍ତୁ

ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା

ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ ମାସ ସୁଦ୍ଧା ସରକାର ସଂଶୋଧିତ ଯୋଜନା ଆଣିବେ ବୋଲି କହିଛନ୍ତି ଗଡ଼କରୀ। ଏହି ଯୋଜନା ଅଧିନରେ ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ପ୍ରତି ବ୍ୟକ୍ତିଙ୍କ ପାଇଁ ଦୁର୍ଘଟଣା ଘଟିବାର ସର୍ବାଧିକ ୭ ଦିନ ପର୍ଯ୍ୟନ୍ତ ୧.୫ […]

ସଂପୂର୍ଣ୍ଣ ପଢନ୍ତୁ

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ କୋଟି ଟଙ୍କାର ନାମୀ ଦାମୀ ମୋବାଇଲ ଚୋରି କରି ନେଇଛି ଚୋର। ସିସିଟିଭିରେ ଚୋରି ବେଳର ସଂପୂର୍ଣ୍ଣ ଭିଡିଓ ରେକର୍ଡ ହୋଇଛି । ଦୁଇ ଜଣ ବ୍ୟକ୍ତି ମୁହଁରେ ମାସ୍କ ଲଗାଇ କାନ୍ଥ ଭାଙ୍ଗିବା […]

ସଂପୂର୍ଣ୍ଣ ପଢନ୍ତୁ

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି । ସୂଚନା ଅନୁସାରେ, ବେଆଇନ ଆର୍ଥିକ କାରବାର ନେଇ ଖଣି ବ୍ୟବସାୟୀ ରତ୍ନାକର ନାୟକ (ଝୁଲୁ)ଙ୍କ ଘରେ ଇଡ଼ି ଚଢାଉ କରିଛି। ଏକକାଳୀନ […]

ସଂପୂର୍ଣ୍ଣ ପଢନ୍ତୁ

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। ସେମାନଙ୍କ ବିଷୟରେ ମୁଁ ବରିଷ୍ଠ ବନ ଅଧିକାରୀମାନଙ୍କ ସହ ନିୟମିତ କଥା ହେଉଛି। ଏଣେ ବାଘ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଛନ୍ତି ଓଡ଼ିଶା ଓ ପଶ୍ଚିମବଙ୍ଗ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକତାରେ ଆୟୋଜିକ […]

ସଂପୂର୍ଣ୍ଣ ପଢନ୍ତୁ

ଅଖିଲେଶଙ୍କ ପରେ ଦିଲ୍ଲୀ ନିର୍ବାଚନରେ AAPକୁ ସମର୍ଥନ ଘୋଷଣା କଲେ ମମତା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର ସମର୍ଥନ ଘୋଷଣା କରିଛି। ଏନେଇ ନିଜେ କେଜ୍ରିୱାଲ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହି ସମର୍ଥନ ପାଇଁ କେଜ୍ରିୱାଲ୍ ମମତା ବାନାର୍ଜୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏକ ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି ଯେ […]

ସଂପୂର୍ଣ୍ଣ ପଢନ୍ତୁ