ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି ସାଂସଦ ପ୍ରଦୀପ ପାଣିଗ୍ରାହୀ । ଗତକାଲି ୨ଟି ମାମଲାରେ ଦୋଷମୁକ୍ତ ହୋଇଥିବା ବେଳେ ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ । ସୂଚନାଯୋଗ୍ୟ, ଗୋପାଳପୁରର ବିଧାୟକ ଥିବା ସମୟରେ […]

ସଂପୂର୍ଣ୍ଣ ପଢନ୍ତୁ

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ

ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ ଅସଦାଚରଣ ।  ଅଭିଯୋଗ ପରେ ଗିରଫ ହେଲେ ଏଏସଆଇ । ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ ହୋଇଛନ୍ତି । ୨ ଦିନ ପୁର୍ବରୁ ଟ୍ରେନ୍ ଆସି ଷ୍ଟେସନରେ ଓହ୍ଲେଇଥିଲେ ଜଣେ ଯୁବତୀ […]

ସଂପୂର୍ଣ୍ଣ ପଢନ୍ତୁ

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ। ସେହିପରି ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ। ଆସନ୍ତା ୩ ଦିନ ମଧ୍ୟରେ ୨ ରୁ ୪ […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରତ୍ୟର୍ପଣ ଦାବି ଭିତରେ ଶେଖ ହସିନାଙ୍କ ଭିସା ଅବଧି ବଢ଼ାଇଲା ଭାରତ

ବିକ୍ଷୋଭ ଭୟରେ ଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭିସା ଅବଧି ବୃଦ୍ଧି କରାଯାଇଛି। ଅଗଷ୍ଟ ମାସରୁ ଭାରତରେ ଆଶ୍ରୟ ନେଇଥିବା ହସିନାଙ୍କୁ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶର ଅନ୍ତରୀଣ ସରକାର ନୂଆଦିଲ୍ଲୀକୁ କହି ଆସୁଛନ୍ତି। ଏପରି ସ୍ଥିତିରେ ଆଜି ଭାରତ ସରକାର ହସିନାଙ୍କ ଭିସା ଅବଧି ବୃଦ୍ଧି କରି ଦେଇଛନ୍ତି। ଏହାର ଅର୍ଥ ଭିସା ଅବଧି ଶେଷ ହେବା ଯାଏ ହସିନା ଭାରତରେ ରହିପାରିବେ। ତେବେ ହସିନାଙ୍କୁ ଭାରତରେ ରାଜନୀତିକ […]

ସଂପୂର୍ଣ୍ଣ ପଢନ୍ତୁ

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଦିଆଯାଇଥିବା ଲକ୍ଷ୍ୟ| ବିକଶିତ ଭାରତ ଗଠନରେ ଯୁବକଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ | ପ୍ରବାସୀ ଭାରତୀୟ ଦେଶର ବିକାଶରେ ଭାଗିଦାରୀ ଦେବା ଜରୁରୀ | ପ୍ରବାସୀମାନେ ଯେଉଁଠି ରହୁଛନ୍ତି, ସେଠାରେ ଯାହା […]

ସଂପୂର୍ଣ୍ଣ ପଢନ୍ତୁ

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ୍‌

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ । ସେପଟେ ଭୁବନେଶ୍ବରରେ ଅନୀଲ ମହାନ୍ତିଙ୍କ ଘରେ ମଧ୍ୟ ଚାଲିଛି ରେଡ୍ । ଗତକାଲି ଠକ ହଂସିତା ଅଭିଲିପ୍ସା ଏବଂ ଅନୀଲ ମହାନ୍ତିଙ୍କ ଘରେ ଆୟକର […]

ସଂପୂର୍ଣ୍ଣ ପଢନ୍ତୁ

ବାଲେଶ୍ୱର ଧୂର୍ତ୍ତକୁ ବାନ୍ଧିଲା ଲକ୍ଷ୍ନୌ ପୁଲିସ: ନିଜକୁ ଆର୍ମି କ୍ୟାପ୍ଟେନ କହୁଥିଲା, ମହିଳାଙ୍କୁ ଲୁଟୁଥିଲା

ଉତ୍ତର ପ୍ରଦେଶର ଲକ୍ଷ୍ନୌ ପୁଲିସ୍‌ ଜଣେ ୪୦ ବର୍ଷୀୟ ଧୂର୍ତ୍ତକୁ ଗିରଫ କରିଛି। ବ୍ୟକ୍ତି ଜଣକ ନିଜକୁ ଭାରତୀୟ ସେନାର ଜଣେ କ୍ୟାପ୍ଟେନ ଭାବେ ପରିଚୟ ଦେଇ ମହିଳାମାନଙ୍କୁ ନିଜ ଜାଲରେ ଫସାଉଥିଲା। ସେମାନଙ୍କ ସହ ସମ୍ପର୍କ ରଖିବା ପରେ ଟଙ୍କା ନେଇ ଫେରାର ହୋଇଯାଉଥିଲା। ଏପରି ଭାବେ ସେ ଏକାଧିକ ମହିଳାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ କରିଛି। ପୁଲିସ୍‌ କହିଛି ଯେ ଗିରଫ ହୋଇଥିବା ୪୦ ବର୍ଷୀୟ ହାଇଦର ଅଲୀର ଘର ଓଡ଼ିଶାର ବାଲେଶ୍ୱରରେ। ତା’ର […]

ସଂପୂର୍ଣ୍ଣ ପଢନ୍ତୁ

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ ମହକିଛି ଜନତା ମଇଦାନ । ପ୍ରବାସୀ ଭାରତୀୟଙ୍କୁ ପରସା ଯାଉଛି ଓଡ଼ିଆ ବ୍ୟଞ୍ଜନ। ଦେଶ ବିଦେଶ ଅତିଥିଙ୍କୁ ବ୍ରେକଫାଷ୍ଟ, ଲଞ୍ଚରେ ପରସା ଗଲା ଓଡ଼ିଆ ବ୍ୟଞ୍ଜନ । ପ୍ରାୟ ୭୫୦୦ ଗେଷ୍ଟଙ୍କ ପାଇଁ ବିଭିନ୍ନ କିସମର […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହୋଇଛି । କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’ ବିଷୟ […]

ସଂପୂର୍ଣ୍ଣ ପଢନ୍ତୁ

ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ

ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏ ନେଇ ସୂଚନା ଜାରି କରିଛି। ୨ ବର୍ଷ ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଭି ନାରାୟଣନଙ୍କ ପଖରେ […]

ସଂପୂର୍ଣ୍ଣ ପଢନ୍ତୁ