ଫାଇନାନ୍ସ କମ୍ପାନୀରୁ ୩୦ କେଜି ସୁନା ଚୋରି ଘଟଣା, ରାଞ୍ଚିରୁ ଜଣେ ଡକାୟତ ଗିରଫ
ସମ୍ବଲପୁର: ସମ୍ବଲପୁରରୁ ୩୦ କେଜି ସୁନା ଚୋରି ଘଟଣା । ରାଞ୍ଚିରୁ ଜଣେ ଡକାୟତ ଗିରଫ ହୋଇଛି । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜା ଅଞ୍ଚଳର ମଣପୁରମ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ବଡ ଧରଣର ଚୋରି ହୋଇଥିଲା । ଲୁଟ୍ ଘଟଣାରେ ଅଜୟ ପାଶ୍ବାନ ଗିରଫ ହୋଇଛି । ଟ୍ରେନରୁ ତାକୁ ଆରପିଏଫ ହାଟିଆ ୟୁନିଟ ଗିରଫ କରିଛି । ପରେ ତାକୁ ସମ୍ବଲପୁର ପୋଲିସକୁ ହସ୍ତାନ୍ତର କରାଯାଇଛି । ସୂଚନା ଅନୁସାରେ ଗତ ୩ […]
ସଂପୂର୍ଣ୍ଣ ପଢନ୍ତୁ