୭.୧ ତୀବ୍ରତାରେ ଥରିଲା ନେପାଳ, ୯୭ ଜଣଙ୍କର ମୃତ୍ୟୁ, ଉଦ୍ଧାରକାର୍ଯ୍ୟ ଜାରି
ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଅନ୍ତର୍ଜାତୀୟ ଗଣମାଧ୍ୟମ ସୂଚନା ଅନୁଯାୟୀ ଆଜି ସକାଳେ ଗୋଟାଏ ଘଣ୍ଟା ମଧ୍ୟରେ ଲଗାତାର ୬ ଥର ଭୂମିକମ୍ପ ହୋଇଥିଲା। ପ୍ରଥମ ଥର ୭.୧ ତୀବ୍ରତାରେ ହୋଇଥିବା ଶକ୍ତିଶାଳୀ […]
ସଂପୂର୍ଣ୍ଣ ପଢନ୍ତୁ