ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!

ଭୁବନେଶ୍ବର : ବେଙ୍ଗାଲୁରୁ ଓ ଗୁଜରାଟରେ HMPV ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ଛନକା ପଶିଛି। ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତଥାପି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନକୁ ଅପେକ୍ଷା କରିଛନ୍ତି। ଗାଇଡ୍‌ଲାଇନ୍ ଆସିଲେ ପଦକ୍ଷେପ ନେବୁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଦେଶରେ HMPV ଚିହ୍ନଟକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି,‘ଚୀନ୍‌ରୁ HMPV ଆସୁଥିବା ଖବରକୁ WHO ଏଯାବତ ସ୍ପଷ୍ଟ କରିନି। ଭାରତ ସରକାର ମଧ୍ୟ କୌଣସି ଆଡଭାଇଜରୀ ଜାରି କରି ନାହାନ୍ତି। ଯେ କୌଣସି […]

ସଂପୂର୍ଣ୍ଣ ପଢନ୍ତୁ

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ ଓ ତେଲେଙ୍ଗାନାର ଚାର୍ଲପାଲି ଟର୍ମିନାଲ ଷ୍ଟେସନ ଭଳି ଏକାଧିକ ରେଲୱେ ପ୍ରୋଜେକ୍ଟର ଉଦଘାଟନ କରିଛନ୍ତି ମୋଦି। ଏହି ଅବସରରେ ମୋଦି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ପ୍ରାକୃତିକ ସମ୍ପଦ ଭରି ରହିଛି। […]

ସଂପୂର୍ଣ୍ଣ ପଢନ୍ତୁ

ବିଜେଡିକୁ ଝଟ୍‌କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା

ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍‌ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍‌ପି କାଉନ୍‌ସିଲର। ଆଜି ସମସ୍ତ କାଉନ୍‌ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର ପ୍ରଦାନ କରିଛନ୍ତି। ବ୍ରଜରାଜନଗର ପୌର ପରିଷଦରେ ୨୩ଟି ୱାର୍ଡ ରହିଛି। ଗତ ନିର୍ବାଚନରେ ବିଜେଡିରୁ ୨୦, ବିଜେପିରୁ ୨ ଓ ବିଏସ୍‌ପିରୁ ଜଣେ କାଉନ୍‌ସିଲର ଜିତିଥିଲେ। ଆଉ ପୌରାଧ୍ୟକ୍ଷା ହୋଇଥିଲେ ବିଜେଡିର ଯାଜ୍ଞସେନି ଓରାମ। […]

ସଂପୂର୍ଣ୍ଣ ପଢନ୍ତୁ

ଭୁବନେଶ୍ବର ବିମାନବନ୍ଦରରେ ୨ ମହିଳାଙ୍କଠୁ ସାଢେ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର : ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମା ଶୁଳ୍କ ଅଧିକାରୀ ୪ ତାରିଖରେ କ୍ବାଲାଲାମପୁରରୁ ଆସୁଥିବା ୨ ଭାରତୀୟ ମହିଳାଙ୍କଠୁ ୧୯ ପ୍ୟାକେଟ୍ ଗଞ୍ଜେଇ ଜବତ କରିଛନ୍ତି । ଏହି ହାଇଡ୍ରୋପୋନିକ୍ ଗଞ୍ଜେଇ(ଏକ ସ୍ବତନ୍ତ୍ର ଧରଣର ଗଞ୍ଜେଇ)ର ପରିମାଣ ୯.୫ କିଲୋଗ୍ରାମ ବୋଲି ଜଣାପଡିଥିଲା । ଅନ୍ତର୍ଜାତୀୟ ବଜାରରେ ଏହାର ମୂଲ୍ୟ ୧ କେଜିକୁ କୋଟିଏ ଟଙ୍କା ବୋଲି ସୂଚନା ରହିଛି । ଅର୍ଥାତ୍ ସମୁଦାୟ ଜବତ ଗଞ୍ଜେଇର ମୂଲ୍ୟ ସାଢେ ୯ କୋଟି ଟଙ୍କା ବୋଲି […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ-୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ

ଭୁବନେଶ୍ୱର : ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି।ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର ମାସ ୩୦ ତାରିଖ ସୁଦ୍ଧା ୧୫ ହଜାର ଏକରରୁ ଅଧିକ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରାଯାଇଛି।ଚଳିତ ବର୍ଷ ୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରାଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି

ଭୁବନେଶ୍ବର : ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରିଛି ବିଜେଡି। ଦରଦାମ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ଦଳ। ବିଜେଡି କହିଛି ଅର୍ଥନୀତି ପରିଚାଳନାରେ ସରକାର ଫେଲ୍। ମୁଦ୍ରାସ୍ଫିତି ରେକର୍ଡ ସ୍ତରରେ ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ପେଟ୍ରୋଲ ଡିଜେଲ ଦର କମିଥିଲେ ବି ଏଠି ସରକାର କମାଉ ନଥିବା କହିଛି ବିଜେଡି। ସେପଟେ ବିଜେଡିର ଏ ପ୍ରତିବାଦକୁ କାଉଣ୍ଟର କରିଛି ବିଜେପି। ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର […]

ସଂପୂର୍ଣ୍ଣ ପଢନ୍ତୁ

୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍‌ପି

ସମ୍ବଲପୁର : ଗତ ଶନିବାର ବିଳମ୍ବିତ ରାତିରେ ସମ୍ବଲପୁରରେ ଏକ ହାଇୱା ଧକ୍କାରେ ଦୁଇ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାହା ଦୁର୍ଘଟଣା ନୁହେଁ, ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ବୋଲି ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ହାଇୱା ଡ୍ରାଇଭର ଜାଣିଶୁଣି କାର୍‌କୁ ଧକ୍କା ଦେଇଥିଲେ । ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜରୁ ଏହା ସ୍ପଷ୍ଟ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ

ଭୁବନେଶ୍ବର : ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ। ବୁଲୁ ଓରଫ ନାରାୟଣ ସତନାମୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ ଇରାଶିଷ। ୨୦୧୮ ମସିହାରେ ସଂଗଠିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ଇରଶିଷଙ୍କ ସମେତ ଅନ୍ୟ ୩ ଜଣ ପ୍ରମୋଦ ପୋଢ଼, ବବୁଲୁ ନାଗ ଓ ବଣ୍ଟି ପୁରୋହିତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ଘଟଣାରେ ଇରଶିଷ ଓ ଅନ୍ୟ ୩ ଜଣଙ୍କୁ ଅଭିଯୁକ୍ତ ଦର୍ଶାଇ ଆଇପିସିର ଧାରା ୩୦୨, ୧୧୪, […]

ସଂପୂର୍ଣ୍ଣ ପଢନ୍ତୁ

ଟୋକିଓ ମାଛ ମାର୍କେଟରେ ନୂଆ ରେକର୍ଡ, ଗୋଟିଏ ମାଛ ୧୧ କୋଟିରେ ନିଲାମ

ଟୋକିଓ : ନୂଆବର୍ଷରେ ନୂଆ ରେକର୍ଡ। ଜାପାନର ଟୋକିଓ ସହରର ମାଛ ବଜାରରେ ପ୍ରତିବର୍ଷ ଭଳି ଆୟୋଜିତ ମାଛ ନିଲାମରେ ଏଥର ଏକ ବଡ଼ ରେକର୍ଡ ସୃଷ୍ଟି ହୋଇଛି। ରବିବାର ଟୋକିଓର ଏହି ମାଛ ବଜାରରେ ବ୍ଲୁଫିନ୍ ଟ୍ୟୁନା ମାଛ ନିଲାମ କରାଯାଇଥିଲା, ଯାହାକୁ ୧୧ କୋଟି ଟଙ୍କାରେ ବିକ୍ରି କରାଯାଇଛି। ଏହି ବିଶାଳ ମାଛର ଫଟୋ ଏବେ ସୋଶାଲ ମିଡିଆରେ ମଧ୍ୟ ଖୁବ ଭାଇରାଲ ହେଉଛି। ବିବିସି ରିପୋର୍ଟ ଅନୁଯାୟୀ, ଏହି ମାଛର ଓଜନ ୨୭୬ […]

ସଂପୂର୍ଣ୍ଣ ପଢନ୍ତୁ

୨ ପିଲାଙ୍କୁ ମାରିବା ପରେ ଜୀବନ ହାରିଲେ ବାପା-ମା’

ବେଙ୍ଗାଲୁରୁ : ନିଜର ୫ ବର୍ଷୀୟ ଝିଅ ଓ ୨ ବର୍ଷର ପୁଅକୁ ପ୍ରଥମେ ନିଜ ହାତରେ ହତ୍ୟା କଲେ। ଏହାପରେ ସଫ୍ଟୱେୟାର କନସଲଟାଣ୍ଟ ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି ଓ ତାଙ୍କ ପତ୍ନୀ ଜୀବନ ହାରିଦେଲେ। ବନ୍ଦ ଘର ଭିତରୁ ପୁଲିସ୍‌ ୪ ଜଣଙ୍କ ମୃତଦେହ ଉଦ୍ଧାର କରିବା ପରେ ତଦନ୍ତ ଆରମ୍ଭ କରିଛି। ପୁଲିସ୍‌ ଉଭୟ ହତ୍ୟା-ଆତ୍ମହତ୍ୟା ଘଟଣାକୁ ଦୃଷ୍ଟିରେ ରଖି ତଦନ୍ତ କରୁଛି। ପୁଲିସ୍‌ କହିଛି ଯେ ବନ୍ଦ ଘର ଭିତରୁ […]

ସଂପୂର୍ଣ୍ଣ ପଢନ୍ତୁ