ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ
ନୂଆଦିଲ୍ଲୀ : କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିସ ଟ୍ରୁଡୋ ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି। ଏ ନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ପଦ ସମେତ ଲିବେରାଲ ପାର୍ଟି ନେତା ପଦବୀରୁ ସେ ଇସ୍ତଫା ଦେବାର ସମ୍ଭାବନା ରହିଛି। ପ୍ରାୟ ଦେଢ଼ ମାସ ହେବ ନିଜ ଦଳର ନେତାମାନେ ଟ୍ରୁଡୋଙ୍କ ଇସ୍ତଫା ଦାବି କରିଆସୁଛନ୍ତି। ଏହାକୁ ନେଇ ଟ୍ରୁଡୋ ଅତ୍ୟନ୍ତ ଚାପରେ ଥିବାବେଳେ ନିକଟରେ ଅର୍ଥମନ୍ତ୍ରୀ କ୍ରିଷ୍ଟିଆ ଫ୍ରିଲାଣ୍ଡଙ୍କ ଇସ୍ତଫା ତାଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଗତ […]
ସଂପୂର୍ଣ୍ଣ ପଢନ୍ତୁ