କୁମ୍ଭମେଳାକୁ ବୋମାରେ ଉଡ଼ାଇବାକୁ ଧମକ, ବନ୍ଧା ହେଲେ ଯୁବକ
ଆଉ ଦିନ କେଇଟା ପରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ କୁମ୍ଭମେଳା। ତେବେ ଏବେ ଠାରୁ ହିଁ ଏଠାରେ ଶ୍ରଦ୍ଧାଳୁ ଓ ବିଭିନ୍ନ କୋଣ ଅନୁକୋଣରୁ ବାବାମାନେ ଆସି ଡେରା ପକାଇ ସାରିଲେଣି। କୁମ୍ଭମେଳାକୁ ନେଇ ପ୍ରୟାଗରାଜରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହାରି ଭିତରେ ନିକଟରେ କୁମ୍ଭମେଳାକୁ ବୋମାରେ ଉଡ଼ାଇ ଦେବାକୁ ଜଣେ ଯୁବକ ଧମକ ଦେଇଥିଲେ। ଏହକୁ ନେଇ ଆତଙ୍କ ଖେଳି ଯାଇଥିଲା। ଏବେ ଉକ୍ତ ଧମକ ଦେଇଥିବା ଯୁବକଙ୍କୁ ପୁଲିସ ବିହାରରୁ ଗିରଫ କରିଛି। ଗିରଫ […]
ସଂପୂର୍ଣ୍ଣ ପଢନ୍ତୁ