ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

ଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ସରକାରୀ ପାଣ୍ଠିରୁ ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଏଥିପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍‌ ପାଣ୍ଠିରୁ […]

ସଂପୂର୍ଣ୍ଣ ପଢନ୍ତୁ

ହାଇଦ୍ରାବାଦ ଦଳାଚକଟା ଘଟଣା: ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ

ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ଏହି ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର ଶୋ’ ବେଳେ ଏହି ଅଘଟଣ ଘଟିଥିଲା। ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ନାବାଳକ ପୁଅ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛି। ଏହି କାର୍ଯ୍ୟକ୍ରମକୁ ଅଲ୍ଲୁ ଅର୍ଜୁନ ଆସିବେ ବୋଲି ଥିଏଟର […]

ସଂପୂର୍ଣ୍ଣ ପଢନ୍ତୁ

ଜିରୋନାଇଟରେ ରାଜରାସ୍ତାରେ ହାତାହାତି, ୪ ପୋଲିସଙ୍କୁ ନିଲମ୍ବିତ କଲେ SP

ନୟାଗଡ: ବିଶୃଙ୍ଖଳା ଆଚରଣକୁ ନେଇ ୪ ପୋଲିସ କର୍ମଚାରୀ ନିଲମ୍ବିତ । ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ sp। ସେମାନେ ହେଲେ, ଦିଲ୍ଲୀପ ବେହେରା, ମୁନା ବେହେରା, ସଞ୍ଜୟ ମହାପାତ୍ର, ଦୁର୍ଗା ମାଧବ ଦୋରା । ସମସ୍ତେ ନୟାଗଡ ରିଜର୍ଭ ପୋଲିସର କନେଷ୍ଟବଳ କର୍ମଚାରୀ । ସୂଚନାଅନୁସାରେ, ନୟାଗଡର ତ୍ରିନାଥ ଛକରେ ଜିରୋନାଇଟ ଚାଲିଥିବା ବେଳେ କୌଣସି ଏକ କାରଣକୁ ନେଇ ଦୁଇ ପୋଲିସ ଗୋଷ୍ଠୀଙ୍କ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା । ଏହା […]

ସଂପୂର୍ଣ୍ଣ ପଢନ୍ତୁ

ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କଲେ ନୀତିଶ କୁମାର

ପାଟ୍‌ନା: ସରଗରମ ହେଲାଣି ବିହାର ରାଜନୀତି । ବିହାରର ମୁଖ୍ୟମନ୍ତ୍ରୀ ଏନଡିଏ ଛାଡୁଥିବା ଖବର ଚର୍ଚ୍ଚା ହେବା ପରେ ଜଣଙ୍କ ପରେ ଜଣେ ନେତା ଏନେଇ ବୟାନ ଦେବା ଆରମ୍ଭ କଲେଣି । ଏହାରି ଭିତରେ ଆରଜେଡି ନେତା ଲାଲୁପ୍ରସାଦ ଯାଦବ କୁଆଡ଼େ ନୀତିଶଙ୍କୁ ବଡ଼ ଅଫର ଦେଇଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି ଲାଲୁଙ୍କ ଅଫର୍‌କୁ ପ୍ରତ୍ୟାଖାନ କରିଛନ୍ତି ନୀତିଶ। ନୂଆ ବର୍ଷ ଅବସରରେ ଲାଲୁ ଯାଦବ କହିଛନ୍ତି, ‘‘ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ

ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ଜାନୁଆରୀ ୬ରେ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିବ । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଏନେଇ ବିଜେଡି ପକ୍ଷରୁ ପ୍ରସମିଟ କରି ସୂଚନା ଦିଆଯାଇଛି । […]

ସଂପୂର୍ଣ୍ଣ ପଢନ୍ତୁ

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

ରାଉରକେଲା: ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର ସମୟରେ ବେଦବ୍ୟାସ, ଖଣ୍ଡାଧାର, ପିତାମହଲ ଡ୍ୟାମ୍‌ ଏମିତି କିଛି ପର୍ଯ୍ୟଟନସ୍ଥଳକୁ ବାଦ୍‌ ଦେଲେ ଅନ୍ୟ କେଉଁ ସ୍ଥାନ ପାଇଁ ଟଙ୍କାଟିଏ ମଞ୍ଜୁର ହୋଇନି। ଫଳରେ ସୁନ୍ଦରଗଡ଼ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକ ସଂଖ୍ୟା ବଢ଼ିବା ପରିବର୍ତ୍ତେ କମୁଛି। ଏବେ ସରକାର […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀରେ କେଜ୍ରିୱାଲଙ୍କୁ ମୋଦିଙ୍କ ଟାର୍ଗେଟ, ‘ଆପ୍’କୁ କହିଲେ ‘ଆପଦା’

ଆସନ୍ତା ମାସ(ଫେବୃଆରୀ)ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ବିଜେପି ପାଇଁ ଏକ ପ୍ରକାର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଦିଲ୍ଲୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରେ ଶାସକ ଆମ୍ ଆଦମୀ ପାର୍ଟି (ଆପ୍)କୁ ‘ଆପଦା’ ବା ବିପର୍ଯ୍ୟୟ ବୋଲି କହିଛନ୍ତି। ଦୀର୍ଘ ଦିନରୁ କେଜ୍ରିୱାଲଙ୍କ ପୂର୍ବତନ ଆଲିଶାନ ବଙ୍ଗଳାକୁ ନେଇ ବିଜେପି ଓ ଆପ୍ ମଧ୍ୟରେ ଚାଲିଥିବା […]

ସଂପୂର୍ଣ୍ଣ ପଢନ୍ତୁ

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ ସମାରୋହରେ ନୂତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତିଙ୍କୁ ଶପଥ ପାଠ କରାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି […]

ସଂପୂର୍ଣ୍ଣ ପଢନ୍ତୁ

ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି, ଲୁଟିନେଲେ ୩୦ କେଜିର ସୁନା ଅଳଙ୍କାର

ସମ୍ବଲପୁର: ସ୍ପଷ୍ଟ ଦିବାଲୋକରେ ଡକାୟତି । ବନ୍ଧୁକ ମୁନରେ ବ୍ୟାଗ ଭର୍ତ୍ତି ସୁନା ଲୁଟ୍ ଅଭିଯୋଗ ହୋଇଛି । ଲୁଟିନେଲେ ୨୫ରୁ ୩୦ କେଜି ସୁନା । ସମ୍ବଲପୁର ଅଇଁଠାପାଲି ମଣପୁରମ୍ ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି ହୋଇଛି । ୬ରୁ ୭ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଆସି ବନ୍ଧୁକ ଦେଖାଇ ଅଫିସ ଭିତରେ ପଶିଥିଲେ । ଏହାପରେ ସମସ୍ତ କର୍ମଚାରୀଙ୍କୁ ଏକ ରୁମ ଭିତରେ ପୂରାଇ ତାଲା ପକାଇ ଦେଇଥିଲେ । ଏହାପରେ ଲକର ପାସଓ୍ବାର୍ଡ ମାଗି […]

ସଂପୂର୍ଣ୍ଣ ପଢନ୍ତୁ

ଡେରା ସଚା ସୌଦାର ମୁଖ୍ୟକୁ ‘ସୁପ୍ରିମ’ ନୋଟିସ

ଆତ୍ମଘୋଷିତ ବାବା ତଥା ଡେରା ସଚା ସୌଦାର ମୁଖ୍ୟ ଗୁରମିତ ସିଂହ ଓ ଅନ୍ୟ ୪ ଜଣଙ୍କୁ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ଡେରା ସଚା ସୌଦାର ପୂର୍ବତନ ମ୍ୟାନେଜର ରଣଜିତ ସିଂହଙ୍କ ହତ୍ୟାକାଣ୍ଡ ଘଟଣାରେ ଏପରି ନୋଟିସ କରାଯାଇଛି। ୨୦୦୨ ମସିହାରେ ରଣଜିତଙ୍କୁ ହତ୍ୟା କରାଯାଇଥିଲା। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଏହି ହତ୍ୟାକାଣ୍ଡ ଘଟଣାରେ ଗୁରମିତକୁ ଦୋଷମୁକ୍ତ କରିଥିଲେ। ହେଲେ ଏହାକୁ ସିବିଆଇ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ସୁପ୍ରିମକୋର୍ଟ ଏହାର ଶୁଣାଣି କରି ଆଜି ଗୁରମିତ […]

ସଂପୂର୍ଣ୍ଣ ପଢନ୍ତୁ