ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ଡିସେମ୍ବର ୨୫ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିଲା। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁଁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ରୁଷର ‘ବ୍ରିକ୍ସ’ ଯୁବ ବୈଜ୍ଞାନିକ ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ ଝିଅ ମେଧା, ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆମ ସମାଜରେ ଏବେ ପ୍ରତିଦିନ ହାତୀ ଓ ମଣିଷ ଭିତରେ ଅନେକ ଘଟଣା ଓ ଅଘଟଣ ଦେଖିବାକୁ ମିଳେ । ତେବେ ଏସବୁ ଜନସଂଖ୍ୟା ବୃଦ୍ଧି, ଜଗତୀକରଣ, ଶିଳ୍ପ କାରଖାନା ଓ ଜଙ୍ଗଲରେ ମଣିଷର ଜବରଦଖଲ ଯୋଗୁଁ ହେଉଛି । ଦିନକୁ ଦିନ ଏ ମଣିଷ ଜଙ୍ଗଲ କାଟି ସଫା କରି ହାତୀଙ୍କ ରହିବା ସ୍ଥଳୀକୁ କବଜା କରିବାକୁ ବସିଛି । ଆଉ ସେହି କ୍ରମରେ ହାତୀ ଏବେ ଜନବସତି ମୁହାଁ । ବାଲେଶ୍ଵରର ଏହି ଝିଅ […]

ସଂପୂର୍ଣ୍ଣ ପଢନ୍ତୁ

ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍

ଭୁବନେଶ୍ଵର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍ । ପ୍ରବାସୀ ଭାରତୀୟ ଦିବସ ବ୍ୟାଘାତ ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ । ତେବେ ଏହି ଧମକପୂର୍ଣ୍ଣ ମେସେଜ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲ୍‌କୁ ଆସିଛି । ଭିଡିଓ ମାଧ୍ୟମରେ ଧମକ ପୂର୍ଣ୍ଣ ମେଲ୍ ଦେଇଛି ପନ୍ନୁ । ତେବେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି। ଆସନ୍ତା ୮ ତାରିଖରୁ ଭୁବନେଶ୍ୱରରେ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ […]

ସଂପୂର୍ଣ୍ଣ ପଢନ୍ତୁ

ଚୀନରେ ଆଉ ଏକ ଭୂତାଣୁ ଆତଙ୍କ, ପବନ ବେଗରେ ବ୍ୟାପୁଛି; ହସ୍ପିଟାଲରେ ମିଳୁନି ଜାଗା

ଚୀନରୁ ଆରମ୍ଭ ହୋଇଥିବା କୋଭିଡ-୧୯ ଭାଇରସ ସମଗ୍ର ବିଶ୍ୱରେ ଯେଉଁ ଆତଙ୍କ ସୃଷ୍ଟି କରିଥିଲା, ତାହା ଏଯାଏଁ ମନରୁ ଲିଭିନି। ଏପଟେ ସେହି ଚୀନରେ ଦ୍ରୁତ ଗତିରେ ବ୍ୟାପୁଥିବା ଆଉ ଏକ ନୂଆ ଭାଇରସ୍ ପୁଣି ଚିନ୍ତା ବଢ଼ାଇଛି। ପିଲାଠୁ ବୁଢ଼ା ସମସ୍ତଙ୍କୁ ଏହି ନୂଆ ଭାଇରସ୍ ଆକ୍ରାନ୍ତ କରୁଛି। ହୁ ହୁ ହୋଇ ସଂକ୍ରମଣ ମାମଲା ବୃଦ୍ଧି ପାଇବା ଫଳରେ ହସ୍ପିଟାଲ ଗୁଡ଼ିକ ଭର୍ତ୍ତି ହେଲାଣି। ଚୀନରେ ଚିହ୍ନଟ ହୋଇଥିବା ଏହି ନୂଆ ଭାଇରାସର ଲକ୍ଷଣ […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ, ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌ । ବିଳମ୍ବିତ ରାତିରେ ଭୁବନେଶ୍ବର ଗାଡ଼କଣ ଡିପୋରେ ପହଞ୍ଚିଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙକ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିବା ପରେ ସେଠାରୁ ଚାର୍ଜ ହୋଇ ଭୁବନେଶ୍ବର ଆସିଛି । ଏହି ବସ୍‌ର ସାମ୍ନା ପଟରେ କୋଣାର୍କ ଚକ ଚିହ୍ନ ରହିଛି । ଏହା ସହିତ ବସ୍‌ରେ ଶ୍ରୀମନ୍ଦିର, ଧଉଳି ଶାନ୍ତି ସ୍ତୁପ […]

ସଂପୂର୍ଣ୍ଣ ପଢନ୍ତୁ

ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଶୀତ ପ୍ରକୋପ

ଭୁବନେଶ୍ଵର: ପ୍ରବଳ ଜାଡରେ ଥରୁଛି ଓଡିଶା । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। ବର୍ଷା ପ୍ରଭାବ କମିବା ପରେ ବଢ଼ିଛି ଶୀତର ପ୍ରକୋପ । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ରାତି ତାପମାତ୍ରା କମିବା ଯୋଗୁ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ପାରଦ ୪.୮ଡିଗ୍ରୀକୁ କମିଛି। ସେହିପରି ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରହିଛି। ଆସନ୍ତା ୫ ଦିନ ଯାଏଁ […]

ସଂପୂର୍ଣ୍ଣ ପଢନ୍ତୁ

ଆଇଏଏସ୍‌ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ବର : ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଅରିନ୍ଦମ ଡାକୁଆ ପୌର ପ୍ରଶାସକ ହେଲେ । ତାଙ୍କୁ ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ବର : ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ । ଓଡ଼ିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ କେନ୍ଦ୍ର ଖାରଜ କରିଛି । ଏଥର ଓଡ଼ିଶା ପକ୍ଷରୁ ମାଣିଆବନ୍ଧ ଶାଢୀ ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ବର ମଡେଲ ପ୍ରଦାନ କରାଯାଇଥିଲା । ହେଲେ ଏହାକୁ କେନ୍ଦ୍ର ସରକାର ଖାରଜ କରିଦେଇଛନ୍ତି । ଚଳିତବର୍ଷ ୧୫ଟି ରାଜ୍ୟର ପ୍ରଜ୍ଞାପନ ମେଢ ଜାନୁଆରୀ ୨୬ ପରେଡରେ ସାମିଲ ହେବ । ଗତବର୍ଷ କର୍ତ୍ତବ୍ୟପଥରେ ଓଡ଼ିଶାର […]

ସଂପୂର୍ଣ୍ଣ ପଢନ୍ତୁ

ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ

ଭୁବନେଶ୍ବର : ଭୁବନେଶ୍ୱରରେ ଜମିବ ୭ ହଜାରରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଭିଡ଼। ସେଥିପାଇଁ ସଜେଇ ହେଉଛି ମନ୍ଦିର ମାଳିନୀ ସହର ଭୁବନେଶ୍ୱର। ସବୁଠି ଦେଖିବାକୁ ମିଳିଛି ଓଡ଼ିଶା କଳା ଓ ସଂସ୍କୃତିର ଝଲକ। ଏହି ମହା ଆୟୋଜନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବେ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଯାପନୀ ଉତ୍ସବରେ ଯୋଗଦେବେ। ଆତିଥେୟତାରେ ଓଡ଼ିଶା କିପରି ବିଶ୍ୱରେ ନାଁ କରିବ, ସେଥିପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ସହ ରାଜ୍ୟ ସରକାର ମିଶି କରୁଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ

ଶୁକ୍ରବାରଠୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ, ଡିସେମ୍ବର ୨୫ରୁ ଥିଲା ସ୍ଥଗିତ

ପୁରୀ ୨।୧: ନବବର୍ଷରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ ଶ୍ରୀମନ୍ଦିରକୁ ଭକ୍ତଙ୍କର ଆଗମନ ଜାରି ରହିଛି। ଆଜି ନବବର୍ଷର ଦ୍ବିତୀୟ ଦିବସରେ ମହାପ୍ରଭୁଙ୍କର ଦର୍ଶନ ପାଇଁ ମଧ୍ୟ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଛି। ତେବେ ଆଜିଠାରୁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ କରି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖାଯାଇ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ପୁରୀ ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ରହି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କିଭଳି […]

ସଂପୂର୍ଣ୍ଣ ପଢନ୍ତୁ