ନିମିଶାଙ୍କୁ ମିଳିଛି ଫାଶୀ: ଇରାନ କହିଲା ଯଥା ସମ୍ଭବ ସହଯୋଗ କରିବୁ, କ୍ଷତିପୂରଣ ଦେବାକୁ ପ୍ରସ୍ତୁତ ସ୍ୱାମୀ
ନୂଆଦିଲ୍ଲୀ: ଭାରତୀୟ ନାଗରିକ ନିମିଶା ପ୍ରିୟାଙ୍କୁ ୟେମେନ ସରକାର ଫାସୀ ଦେବା ମାମଲାରେ ସହଯୋଗରେ ହାତ ବଢ଼ାଇଛି ଇରାନ। ଘଟଣାକୁ ସେ ୟେମେନ ସରକାଙ୍କ ସମ୍ମୁଖରେ ଉଠାଇବେ। ଓ ଯାହା ଇରାନ ଦ୍ୱାରା ସମ୍ଭବ ସେ ସବୁ କରାଯିବ ବୋଲି ଇରାନ ସରକାର କହିଥିବା ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ଖବର ପ୍ରକାଶ କରିଛି। ଭାରତର କେରଳ ରାଜ୍ୟରୁ ଆସୁଥିବା ନର୍ସ ନିମିଶା ପ୍ରିୟାଙ୍କୁ ୟେମେନ କୋର୍ଟ ମୃତ୍ୟୁଦଣ୍ଡ ଶୁଣାଇଛନ୍ତି। ହତ୍ୟା ମାମଲାରେ ନିମିଶା ୨୦୧୭ରେ ୟେମେନ ଜେଲ୍ରେ ବନ୍ଦୀ ଥିଲେ। […]
ସଂପୂର୍ଣ୍ଣ ପଢନ୍ତୁ