ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ

ନୂଆଦିଲ୍ଲୀ: ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌ‌ସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ କରାଯାଇଛି। ଏହି ସଙ୍ଗୀତ କାର୍ଯ୍ୟକ୍ରମ ଭାରତର ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନକୁ ହୃଦୟସ୍ପର୍ଶୀ କରିଦେଇଛି। ରାଇସିନା ହିଲ୍ସର ମହାନ୍ ସ୍ଥଳରେ, ଏହି କାର୍ଯ୍ୟକ୍ରମ ସଶସ୍ତ୍ର ବାହିନୀକୁ ଶ୍ରଦ୍ଧାଞ୍ଜଳି ତଥା ଦେଶର ଏକତା ଏବଂ […]

ସଂପୂର୍ଣ୍ଣ ପଢନ୍ତୁ

ବାଂଲାଦେଶ ସେନା ମୁଖ୍ୟଙ୍କ ବିରୋଧରେ ଷଡଯନ୍ତ୍ର: କ୍ଷମତାରୁ ହଟାଇବାକୁ ଚାହୁଁଛନ୍ତି ୟୁନୁସ୍‌

ଢାକା: ଗତ ବର୍ଷ ଅଗଷ୍ଟ ୫ରେ ଶେଖ ହସିନାଙ୍କ ସରକାରଙ୍କୁ ହଟାଇବା ପରେ ବାଂଲାଦେଶ ଏକ ଅନିଶ୍ଚିତ ଦୋଛକି ରେ ଠିଆ ହୋଇଛି। ହସିନାଙ୍କ ନେତୃତ୍ୱରେ ୧୬ବର୍ଷର ଦ୍ରୁତ ବିକାଶ ପାଇଁ ଜଣାଶୁଣା ବାଂଲାଦେଶ ଏକ ଅସ୍ଥିର ରାଜନୈତିକ ଦୃଶ୍ୟପଟ୍ଟ ସହ ସଂଗ୍ରାମ କରୁଛି। ଦେଶରେ ଶକ୍ତି ସଂଗ୍ରାମ ସହିତ ଇସଲାମିକ ମୌଳବାଦୀ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏସବୁ ମଧ୍ୟରେ ମହମ୍ମଦ ୟୁନୁସ୍‌ଙ୍କ ଶାସନ ସମୟରେ ପାକିସ୍ତାନର ଆଇଏସଆଇ ମଧ୍ୟ ସକ୍ରିୟ ହୋଇପାରିଛି। ଶେଖ […]

ସଂପୂର୍ଣ୍ଣ ପଢନ୍ତୁ

ଗାଜାରେ କଣ୍ଡୋମ ପାଇଁ ୫ କୋଟି ଡଲାର ଖର୍ଚ୍ଚ କରିଥିଲା ଆମେରିକା

ୱାଶିଂଟନ୍: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ସପ୍ତାହରେ ଆମେରିକାର ଦ୍ବାରା ପ୍ରଦାନ କରାଯାଉଥିବା ସମସ୍ତ ବିଦେଶୀ ସହାୟତା ଉପରେ ପ୍ରତିବନ୍ଧକ ଲାଗୁ କରିଥିଲେ। ଟ୍ରମ୍ପଙ୍କ ଏହି ନିଷ୍ପତ୍ତିକୁ ତାଙ୍କ ବିରୋଧୀମାନେ ସମାଲୋଚନା କରିଥିଲେ ଏବଂ କହିଥିଲେ ଯେ, ଏହି ନିଷ୍ପତ୍ତି ସାରା ବିଶ୍ୱର କଲ୍ୟାଣ କାର୍ଯ୍ୟକ୍ରମ ଉପରେ ପ୍ରଭାବ ପକାଇବ। ତେବେ ହ୍ବାଇଟ ହାଉସର ପ୍ରେସ୍ ସଚିବ କାରୋଲିନ ଲେଭିଟ ଜାନୁଆରୀ ୨୮ ରେ ମଙ୍ଗଳବାର ଦିନ ତାଙ୍କର ପ୍ରଥମ ସାମ୍ବାଦିକ ସମ୍ମିଳନୀରେ ଏହି ନିଷ୍ପତ୍ତିକୁ […]

ସଂପୂର୍ଣ୍ଣ ପଢନ୍ତୁ

ହିଂସାପଥ ଛାଡ଼ି ଆତ୍ମସମର୍ପଣ କଲେ ୨୯ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ୨୯ ଜଣ ମାଓବାଦୀ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସିପିଙ୍କ ସମ୍ମୁଖରେ ଏହି ୨୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଅଟନ୍ତି। ସଂଗଠନ ଦୁର୍ବଳ ହେବା ସହ ପୁଲିସର ଘନ ଘନ ଚଢାଉରେ ମୃତ୍ୟୁ ସୁନିଶ୍ଚିତ ଭାବିବା ସହ […]

ସଂପୂର୍ଣ୍ଣ ପଢନ୍ତୁ

‘ବାଇଡେନ ପ୍ରଶାସନ ପୁଟିନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲା’

ନ୍ୟୁୟର୍କ: ପୂର୍ବତନ ଫକ୍ସ ନ୍ୟୁଜ୍ ଆଙ୍କର ଏବଂ ବରିଷ୍ଠ ସାମ୍ବାଦିକ ଟକର କାର୍ଲସନ ତାଙ୍କ ପୋଡକାଷ୍ଟ “ଦି ଟକର କାର୍ଲସନ ଶୋ” ସମୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ ଅଭିଯୋଗ କରିଥିଲେ ଯେ ଜୋ ବାଇଡେନ ପ୍ରଶାସନ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲା। ଏହି ବକ୍ତବ୍ୟ ଅନ୍ତର୍ଜାତୀୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ଟକର କାର୍ଲସନ ଆମେରିକୀୟ ଲେଖକ ଏବଂ ସାମ୍ବାଦିକ ମ୍ୟାଟ୍ ଟାଏବିଙ୍କ ସହ ଆଲୋଚନା କରୁଥିବା […]

ସଂପୂର୍ଣ୍ଣ ପଢନ୍ତୁ

ସ୍ନାନ ସାରି ଫେରୁଥିବା ବେଳେ ଭିଡ଼ ଭିତରେ ଚାପି ହୋଇ ମୋ ସ୍ତ୍ରୀର ଉଡ଼ିଗଲା ପ୍ରାଣବାୟୁ

ପ୍ରୟାଗରାଜ: ପ୍ରୟାଗରାଜରେ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ ସାଧୁ, ସନ୍ଥ ଓ ଲୋକଙ୍କ ପ୍ରବଳ ଗହଳି ଜମୁଛି। ଗତ ମଙ୍ଗଳବାର ରାତିରେ ଏହି ଗହଳି ଏତେ ମାତ୍ରାରେ ବଢ଼ି ଯାଇଥିଲା ଯେ ଦଳାଚକଟା ପରିସ୍ଥିତି ଉପୁଜିଥିଲା। ଏହି ଦଳାଚକଟାରେ ଏଯାଏଁ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କୁମ୍ଭକ୍ଷେତ୍ର ସେକ୍ଟର-୨ରେ ଭର୍ତ୍ତି କରାଯାଇଥିବା ବେଳେ ମୃତକଙ୍କ ପରିବାର ଲୋକେ ସେ ସମୟର ଲୋମଟାଙ୍କୁରା ଅନୁଭୂତି ବଖାଣି ଭୋଭୋ […]

ସଂପୂର୍ଣ୍ଣ ପଢନ୍ତୁ

ପରମାଣୁ ବୈଜ୍ଞାନିକମାନେ ସେଟ୍ କଲେ ପ୍ରଳୟର ସମୟ, ମଧ୍ୟରାତ୍ରିର ନିକଟତର ହେଲା ‘ଡୁମ୍ସଡେ କ୍ଲକ’

ନୂଆଦିଲ୍ଲୀ ୨୯/୦୧: ପରମାଣୁ ବୈଜ୍ଞାନିକ ତିଆରି କରିଥିଲେ ପ୍ରଳୟର ଘଣ୍ଟା । ୭୮ ବର୍ଷ ପୂର୍ବ ପରମାଣୁ ବୈଜ୍ଞାନିକ ଏକ ନିଆରା ଘଣ୍ଟାକୁ ତିଆରି କରିଥିଲେ । ଯାହାକୁ ‘ଡୁମ୍ସଡେ କ୍ଲକ୍’ ବୋଲି ନାମ ଦିଆଯାଇଛି । ମହାବିନାଶର ସମୟ ଜାଣିବା ପାଇଁ ତିଆରି କରାଯାଇଥିଲା ସେହି ଘଡି। ଯେଉଁଥିରେ ସମୟ ମଧ୍ୟରାତ୍ରିର ୯୦ ସେକେଣ୍ଡ ଦୂରରେ ଅଛି । ଯେମିତିକି ଅର୍ଦ୍ଧରାତ୍ରୀର ଏହି ସମୟରେ ପୃଥିବୀ ଧ୍ୱସଂ ହୋଇଯିବ । ମଣିଷର ଅସ୍ତିତ୍ୱ ରହିବ ନାହିଁ […]

ସଂପୂର୍ଣ୍ଣ ପଢନ୍ତୁ

ସାଉଦି ଆରବରେ ସଡ଼କ ଦୁର୍ଘଟଣା: ୯ ଭାରତୀୟଙ୍କ ମୃତ୍ୟୁ

ଜେଦା: ସାଉଦି ଆରବର ପଶ୍ଚିମ ଅଞ୍ଚଳର ଜିଜାନ ନିକଟରେ ବୁଧବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣ ଭାରତୀୟଙ୍କର ମୃତ୍ୟୁ ଘଟିଛି। ଏହି ସଡ଼କ ଦୁର୍ଘଟଣା ନେଇ ସମବେଦନା ଜଣାଇ ଜେଦାରେ ଥିବା ଭାରତୀୟ କନସୁଲେଟ୍ କହିଛନ୍ତି ଯେ, ପୀଡ଼ିତ ପରିବାରକୁ ସମ୍ପୂର୍ଣ୍ଣ ସହାୟତା କରାଯିବ। ଦୂତାବାସ କହିଛି ଯେ, ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ପୀଡିତଙ୍କ ସମ୍ପର୍କୀୟଙ୍କ ସହ ଯୋଗାଯୋଗ କରାଯାଇଛି। ଜେଦାରେ ଥିବା ଭାରତୀୟ କନସୁଲେଟ୍ ପୀଡିତଙ୍କ ପରିବାରକୁ ସମବେଦନା […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ଦଳାଚକଟାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କଲେ ମୋଦୀ

ପ୍ରୟ‌ାଗରାଜ: ବୁଧବାର ସକାଳେ ପ୍ରୟାଗରାଜର ମହାକୁମ୍ଭରେ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ ପ୍ରବେଶ କରିବା ସମୟରେ ଏହି ଅଘଟଣ ଘଟିଥିଲା। ମୃତକଙ୍କ ବ୍ୟତୀତ ଅନେକ ଲୋକ ଆହତ ହୋଇଥିବା ବେଳେ ଅନେକ ପରିବାର ଅଲଗା ହୋଇଯାଇଛନ୍ତି ବୋଲି ପ୍ରତ୍ୟେକ୍ଷଦର୍ଶୀମାନେ ଗଣମାଧ୍ୟମରେ କହିଛନ୍ତି। ଏହି ଅଘଟଣକୁ ନେଇ ନିଜର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ସଂପୂର୍ଣ୍ଣ ପଢନ୍ତୁ

ମହାକୁମ୍ଭରେ ମହାଅଘଟଣ: ଦଳାଚକଟାରେ ୧୦ ମୃତ ଆଶଙ୍କା, ଶତାଧିକ ଆହତ

ପ୍ରୟାଗରାଜ : ମହାକୁମ୍ଭରେ ଦଳାଚକଟା । ଅଧିକ ଭିଡ କାରଣରୁ ଦଳାଚକଟା । ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତଙ୍କୁ ପ୍ରୟାଗରାଜ ମେଡିକାଲରେ ଭର୍ତ୍ତି କରାଯାଇଛି । ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପରାମର୍ଶ ଦେଇ କହିଛନ୍ତି, ‘‘କୌଣସି ପ୍ରକାରର ଗୁଜବ ଉପରେ ବିଶ୍ବାସ କରନ୍ତୁ ନାହିଁ। ଦଳାଚକଟା ସ୍ଥିତି ପରେ ଏବେ ସ୍ଥିତି ସ୍ବାଭାବିକ ରହିଛି। ଦିନ ତମାମ […]

ସଂପୂର୍ଣ୍ଣ ପଢନ୍ତୁ