ମଧ୍ୟରାତ୍ରିରେ ଶିମିଳିପାଳ ଫେରିଲା ବାଘୁଣୀ ଜୀନତ

ବାରିପଦା: ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟ ରାତ୍ରିରେ ଜୀନତ ଶିମିଳିପାଳରେ ପହଞ୍ଚିବା ପରେ ତାକୁ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଛଡାଯାଇଛି। ଗତକାଲି ବାରିପଦା ଆରସିସିଏଫ ପ୍ରକାଶଚାନ୍ଦ ଗୋଗିନେନୀ କହିଥିଲେ ଯେ ରାତି […]

ସଂପୂର୍ଣ୍ଣ ପଢନ୍ତୁ

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ନୂଆବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । ରାଜ୍ୟବାସୀଙ୍କୁ ଶୁଭ କାମନା ଜଣାଇବା ସହ ଏକ ସମୃଦ୍ଧ ଏବଂ ବିକଶିତ ଓଡ଼ିଶା ଗଠନ ଦିଗରେ ନିଜର ଶ୍ରେଷ୍ଠ ଯୋଗଦାନ ରଖିବାକୁ ଏହି ଅବସରରେ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ […]

ସଂପୂର୍ଣ୍ଣ ପଢନ୍ତୁ