ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ । ନୟାପଲ୍ଲୀ ସ୍ଥିତ ଅନ୍ୟ ଏକ ଘରକୁ ବିଳମ୍ୱିତ ରାତିରେ ପଶିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଗିରଫ । ଅଭିଯୁକ୍ତକୁ ଗିରଫ କରିଛି ନୟାପଲ୍ଲୀ ପୋଲିସ । ଗିରଫ ଅଭିଯୁକ୍ତର ଘର ସାଲିଆ ସାହି ବୋଲି ଜଣାପଡିଛି । ସେ ଜଣେ ନିଶାସକ୍ତ ଯୁବକ ବୋଲି କହିଛି ନୂଆପଲ୍ଲୀ ପୋଲିସ । ତେବେ ଏନେଇ ନିରଞ୍ଜନ ପଟ୍ଟନାୟକ କିମ୍ବା ତାଙ୍କ ପରିବାର ପକ୍ଷରୁ କିଛି ପ୍ରତିକ୍ରିୟା […]
ସଂପୂର୍ଣ୍ଣ ପଢନ୍ତୁ