2 180 1740748899384

ପୋକ୍ସୋ ମାମଲାରେ ଚାର୍ଜଶିଟ୍ ଦାଖଲ ପରେ ୟେଦିୟୁରପ୍ପାଙ୍କୁ ସମନ କଲେ କୋର୍ଟ

ନୂଆଦିଲ୍ଲୀ: ପୋକ୍ସୋ ମାମଲାରେ ସିଆଇଡିର ନୂଆ ଚାର୍ଜସିଟ୍‌ ପରେ ୟେଦିୟୁରପ୍ପାଙ୍କୁ କୋର୍ଟଙ୍କ ସମନ। ଗୁରୁବାର କର୍ଣ୍ଣାଟକର ଏକ ସ୍ୱତନ୍ତ୍ର କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କୁ ଏନେଇ ସମନ କରିଛି। ପୂର୍ବରୁ ମଧ୍ୟ ୟେଦିୟୁରପ୍ପାଙ୍କ ବିରୋଧରେ ଏନେଇ ମାମଲା ବିଚାରାଧୀନ ଥିଲା। ହେଲେ ଏବେ କୋର୍ଟଙ୍କ ନୂଆ ସମନ ପରେ ମାମଲା ଆହୁରି ଗମ୍ଭୀର ହୋଇଛି। ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ହାଜର ହେବାକୁ କୋର୍ଟ ୟେଦିୟୁରପ୍ପାଙ୍କୁ ସମନରେ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ଫେବୃଆରୀ ୭ ତାରିଖରେ, […]

ସଂପୂର୍ଣ୍ଣ ପଢନ୍ତୁ
Nabin Patnaik Vc

ପୋଲାଭରମ ପ୍ରକଳ୍ପ ବିରୋଧରେ ଗଣଗର୍ଜନ, ଭର୍ଚୁଆଲରେ ସମାବେଶକୁ ସମ୍ବୋଧନ କଲେ ନବୀନ

ମାଲକାନଗିରି : ପୋଲାଭରମ ପ୍ରକଳ୍ପ ବିରୋଧରେ ରଣହୁଙ୍କାର ।  ଆଜି ମାଲକାନଗିରିର ମୋଟୁରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଜନ ସମାବେଶ ।  ଏଥିରେ ଓଡ଼ିଶା ସମେତ ଆନ୍ଧ୍ର, ତେଲଙ୍ଗାନା ଓ ଛତିଶଗଡ଼ର ପ୍ରାୟ ପାଞ୍ଚ ହଜାର ଆଦିବାସୀ ସାମିଲ ହୋଇଥିଲେ ।  ଆନ୍ଦୋଳନକୁ ବିଜୁ ଜନତା ଦଳ ସମର୍ଥନ ଜଣାଇଥିବା ବେଳେ ଦଳର ବହୁ ନେତା ଯୋଗଦେଇଥିଲେ ।  ସେହିପରି ଆଦିବାସୀ ସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇଥିଲା । ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ […]

ସଂପୂର୍ଣ୍ଣ ପଢନ୍ତୁ
Cow

ପ୍ରାଣିଚିକତ୍ସା ଓ ଟୀକାକରଣ ଉପରୁ ୟୁଜର୍ସ ଫି ଛାଡ଼

ଭୁବନେଶ୍ୱର : ପ୍ରାଣିସମ୍ପଦର ଚିକିତ୍ସା ଓ ଟୀକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦିଙ୍କ ଚିକିତ୍ସା ଓ ଟୀକାକରଣ ବାବଦରେ ଜନସାଧାରଣଙ୍କୁ ଫି ଦେବାକୁ ପଡ଼ିବ ନାହିଁ। ଏ ସଂକ୍ରାନ୍ତ ପ୍ରସ୍ତାବକୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅନୁମୋଦନ କରିଛନ୍ତି। ପ୍ରାଣିସମ୍ପଦର ସୁରକ୍ଷା ଓ ଚିକିତ୍ସାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି ବୋଲି ମନ୍ତ୍ରୀ ପ୍ରକାଶ […]

ସଂପୂର୍ଣ୍ଣ ପଢନ୍ତୁ
Killer Bees Africanised Bee Full

ବାଙ୍କୀରେ ବାଘୁଆ ମହୁମାଛି ଆକ୍ରମଣ; ଜଣେ ମୃତ ଓ ୩ ଆହତ

କଟକ: ଘଟିଯାଇଛି ଦୁଃଖଦ ଘଟଣା । ବାଘୁଆ ମହୁମାଛି ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ । ଆଜି ବାଙ୍କୀ ବ୍ଲକ କଳାପଥର ଅଞ୍ଚଳ ଲେମ୍ବେରୀ କୃଷ୍ଣପଲ୍ଲୀ ରାସ୍ତାରେ ବାଘୁଆ ମହୁମାଛି ଆତଙ୍କ ଦେଖାଯାଇଥିଲା। ମହୁମାଛି ଆକ୍ରମଣରେ ଜଣଙ୍କ ଜୀବନ ଚାଲିଯାଇଛି । ୩ ଜଣ ଆହତ ହୋଇଛନ୍ତି । ସୂଚନାମୁତାବକ, ଶୁକ୍ରବାର ସକାଳୁ ସକାଳୁ ଲେମ୍ବେରୀ ଗାଁର ୪ ଜଣ ଲୋକ ମୁଗ ଜମିକୁ ଯାଉଥିଲେ । ଏତେ ସଂଖ୍ୟକ ମହୁମାଛି କେଉଁଠି ଥିଲେ କେଜାଣି । […]

ସଂପୂର୍ଣ୍ଣ ପଢନ୍ତୁ
Nageswaran

ମହାକୁମ୍ଭ ଯୋଗୁଁ ବଢିବ ଭାରତର ଅର୍ଥନୈତିକ ଅଭିବୃଦ୍ଧି : ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା

ନୂଆଦିଲ୍ଲୀ: ଅର୍ଥନୈତିକ କ୍ଷେତ୍ରରୁ ଭାରତ ପାଇଁ ସନ୍ତୋଷଜନକ ଖବର । ୨୦୨୫ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୨%କୁ ବୃଦ୍ଧି ପାଇଛି। ପୂର୍ବ ତ୍ରୈମାସରେ ଏହା ୫.୪% ଥିଲା। ଭଲ ମୌସୁମୀ ପରେ ଅର୍ଥନୀତିକୁ ଦୃଢ଼ ଗ୍ରାମୀଣ ବ୍ୟବହାର ଏବଂ ସରକାରୀ ଖର୍ଚ୍ଚ ବୃଦ୍ଧିରୁ ସମର୍ଥନ ମିଳିଥିଲା । ଶୁକ୍ରବାର ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍ଏସ୍ଓ) ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ ତ୍ରୈମାସିକ ଭିତ୍ତିରେ ଅଭିବୃ୍ଦ୍ଧି ବୃଦ୍ଧି ପାଇଥିଲେ ବି ବର୍ଷତମାମ […]

ସଂପୂର୍ଣ୍ଣ ପଢନ୍ତୁ
Nadda

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ ନଡ୍ଡା

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ଵଳ ହୋଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମହାପ୍ରଭୁଙ୍କ ଦର୍ଶନ ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ଅବସରରେ ନଡ୍ଡା କହିଛନ୍ତି ଯେବେ, ପୁରୀ ଆସି ଜଗନ୍ନାଥ ଦର୍ଶନ କରିବା […]

ସଂପୂର୍ଣ୍ଣ ପଢନ୍ତୁ
Ferf

୨ ରାଜ୍ୟରେ ୯ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର କାମାରେଡ୍ଡି ଜିଲ୍ଲା ପୁଲିସ ନିକଟରେ ଦୁଇ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ଏସପି ସିନ୍ଧୁ ଶର୍ମାଙ୍କ ସମ୍ମୁଖରେ ଏହି ଦୁଇ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଗୁରାଲା ବିଜୟ କୁମାର(୩୬) ଏବଂ ସୋଡି ବାଲା କ୍ରିଷ୍ଣା(୨୩)। ଏମାନେ ତେଲେଙ୍ଗାନା ସମେତ ଛତିଶଗଡ,ଓଡିଶା ଏବଂ ଆନ୍ଧ୍ରରେ ମାଓ ସଂଗଠନରେ କାମ କରୁଥିଲେ। ଏମାନଙ୍କ ନାମରେ ବହୁ ହିଂସା ନେଇ କେଶ ରୁଜୁ ହୋଇଛି। ସେହିପରି ଛତିଶଗଡର ସୁକମା ପୁଲିସ ନିକଟରେ ଗୋଟିଏ […]

ସଂପୂର୍ଣ୍ଣ ପଢନ୍ତୁ
Capture୧ 750x430

ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ବର: ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।  ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଆଜି ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ବାସଭବନରୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା । ଆଜି ଅପରାହ୍‌ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇଥିଲା । ଓଲିଉଡ଼ର ଘରେ ଘରେ ପରିଚିତ ଥିବା ଓଡିଶାର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।  ତେବେ ଉତ୍ତମଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Hw0rxxouuldjjm3lkvsf

ଉତ୍ତରାଖଣ୍ଡରେ ହିମସ୍ଖଳନ: ଫସିଛନ୍ତି ୪୭ ଶ୍ରମିକ

ଡେରାଡୁନ: ଉତ୍ତରାଖଣ୍ଡ ଚାମୋଲିରେ ଘଟିଛି ବଡ଼ ଦୁର୍ଘଟଣା । ହିମସ୍ଖଳନ କାରଣରୁ ବଡ ଅଘଟଣ ଘଟିଛି । ମାଣା ଗାଁ ଗ୍ଲେସିୟର ତରଳିବା ଦ୍ୱାରା ୪୭ ଜଣ ଶ୍ରମିକ ବରଫ ତଳେ ପୋତି ହୋଇଯାଇଛନ୍ତି । ଏଥିସହ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି । ବରଫ ତଳେ ୫୭ ଶ୍ରମିକ ଦବି ଯାଇଥିବା ବେଳେ ୧୦ ଜଣଙ୍କ ଉଦ୍ଧାର କରାଯାଇଛି । ତେବେ ଘଟଣା ନେଇ ଟ୍ବିଟ୍ କରିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ । ଘଟଣାରେ ଦୁଃଖ ପ୍ରକାଶ […]

ସଂପୂର୍ଣ୍ଣ ପଢନ୍ତୁ
Image 2025 02 28t154612.553

୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍‌କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍‌ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ । ଗିରଫ ତିନି ଜଣ ଅଭିଯକ୍ତ ମାନେ ହେଲେ ଉତ୍ତରପ୍ରଦେଶ ଜୋନପୁର ଜିଲ୍ଲାର ଚନ୍ଦ୍ରକେଶ ଯାଦବ, ମୂଲଚାନ୍ଦ ଯାଦବ ଓ ସକିଲ ଅହମ୍ମଦ […]

ସଂପୂର୍ଣ୍ଣ ପଢନ୍ତୁ