Cm 1

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର ସୁଧ ଫେରସ୍ତ କରାଯିବ । ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ଜନତା ମଇଦାନରେ ‘ସୁଭଦ୍ରା ଶକ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Mixcollage 22 Feb 2025 04 56 Pm

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ ଆମର ଚେତନାରେ ପରିବର୍ତ୍ତନ ଆଣିବା ଆବଶ୍ୟକ। ଏଥିପାଇଁ ସମସ୍ତଙ୍କର ସହଯୋଗ ଓ ସହଭାଗିତା ଜରୁରୀ। ଆଜି କେବଳ ଏହି ଭବ୍ୟ ନୂତନ କୋଠାର ଉଦଘାଟନ ନୁହେଁ, ବରଂ ସାରା ବିଶ୍ୱରେ ଶାନ୍ତି ଓ ଆଧ୍ୟାତ୍ମିକ ଜ୍ଞାନ […]

ସଂପୂର୍ଣ୍ଣ ପଢନ୍ତୁ
Slb

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ନିର୍ମାଣ କମ୍ପାନିର ଟିମ୍‌ କେନାଲରେ ଚାଲିଥିବା ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିବାକୁ ଯାଇଥିବା ସମୟରେ ହିଁ ଏହି ଦୁର୍ଘଟଣା ଘଟିଛି। ଭଗ୍ନାବଶଷ ତଳେ […]

ସଂପୂର୍ଣ୍ଣ ପଢନ୍ତୁ
1b96562c Bc41 44b9 9f9d 4984561c39a3 188996

ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି। ଏହି ପଦକ୍ଷେପ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଏବଂ ଓଡ଼ିଶା ତଥା ବାହାର ରାଜ୍ୟର ଯକୃତ ପ୍ରତିରୋପଣର ବର୍ଦ୍ଧିତ ଆବଶ୍ୟକତାକୁ ସମାଧାନ କରିବା ପ୍ରତି ପ୍ରତିଷ୍ଠାନର ପ୍ରତିବଦ୍ଧତାକୁ ସ୍ପଷ୍ଟ କରିଛି। କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. […]

ସଂପୂର୍ଣ୍ଣ ପଢନ୍ତୁ
Img 20250222 Wa0041 750x430

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ଫଳରେ ପୋଲିସ ଅଧିକାରୀ ତଥା କର୍ମୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି […]

ସଂପୂର୍ଣ୍ଣ ପଢନ୍ତୁ
Img 6804

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି ମିଳିଛି। କେନ୍ଦ୍ର କ୍ୟାବିନେଟ୍‌ ଏହାକୁ ଅନୁମୋଦନ ଦେଇଛି। ସେ ପିକେ ମିଶ୍ରଙ୍କ ସହିତ ଦ୍ବିତୀୟ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର […]

ସଂପୂର୍ଣ୍ଣ ପଢନ୍ତୁ
Train 1

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ ଜଲପାଇଗୁଡ଼ି ଯିବା ବାଟରେ ଅଟକି ରହିଛି। ରେଲୱେ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏବଂ ବୈଷୟିକ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ଘଟଣାରେ କୌଣସି କ୍ଷତି ହୋଇନଥିବା ସୂଚନା ଦେଇଛନ୍ତି। ତେବେ ଟ୍ରେନରେ ବ୍ୟାଟେରୀ ଲଗାଯିବା […]

ସଂପୂର୍ଣ୍ଣ ପଢନ୍ତୁ
Maya

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ କରିଥିଲେ। ତାଙ୍କର କୌଣସି ରୋଗନଥିଲା ବେଳେ ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି। ତେବେ ତାଙ୍କର ଅନ୍ତିମ ସଂତ୍କାର ଲୋଧି ରୋଡ୍ ଶ୍ମଶାନରେ କରାଯିବ ବୋଲି ଜଣାପଡିଛି। ତାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Pravati Parida

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ ଏହି ବଜାର। ଏହା ଏକ ପ୍ରମୁଖ କ୍ରେତା ଓ ବିକ୍ରେତା ସମ୍ମିଳନୀ ହୋଇପାରିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ ଆହୁରି କହିଛନ୍ତି, ଗୋଟିଏ ପ୍ଲାଟଫର୍ମରେ ଏକାଠି […]

ସଂପୂର୍ଣ୍ଣ ପଢନ୍ତୁ
Cam

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି। ଏହି ଦୁର୍ନୀତିକୁ ଧରିଛନ୍ତି ସିଏଜି। ଉତ୍ତରାଖଣ୍ଡରେ ଜଙ୍ଗଲ ଜମିରେ ଉନ୍ନୟନମୂଳକ କାର୍ଯ୍ୟ କରାଯିବା ପରେ ତାହାର କ୍ଷତିଭରଣା କରିବା ଲାଗି ନୂତନ ବନୀକରଣ ଯୋଜନା ସକାଶେ କାମ୍ପା ପାଣ୍ଠିରୁ ଏହି ଅର୍ଥ ବିନିଯୋଗ ହେବାର […]

ସଂପୂର୍ଣ୍ଣ ପଢନ୍ତୁ