ଟ୍ରକକୁ ପଛରୁ ପିଟିଲା କାର୍, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି
ଭୁବନେଶ୍ୱର: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମେଡିକାଲରେ ଚିକିତ୍ସାଧିନ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତାହତ ପୁରୀ ଚନ୍ଦନପୁର ଅଞ୍ଚଳର ସୂଚନା ମିଳିଛି। ସୂଚନା ଅନୁସାରେ ଆଜି ସକାଳୁ ଏକ କାର୍ ଦ୍ରୁତ ଗତିରେ […]
ସଂପୂର୍ଣ୍ଣ ପଢନ୍ତୁ