Screenshot 2025 02 21 111016 750x430

ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା। ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ। ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର। ସୋର ମେଡିକାଲରେ ଛାତ୍ରକୁ ମୃତ ଘୋଷଣା କଲେ ଡାକ୍ତର। ସୂଚନା ଅନୁସାରେ ପରୀକ୍ଷା ଦେବାକୁ ବାହାରୁଥିବା ବେଳେ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ସୋର ଡ଼ାକ୍ତରଖାନାକୁ ନେଇଥିଲେ। ସେଠାରେ ଛାତ୍ର ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଯାହାକୁ ନେଇ […]

ସଂପୂର୍ଣ୍ଣ ପଢନ୍ତୁ
Kiit 1 2

ନେପାଳ ଛାତ୍ରଛାତ୍ରୀଙ୍କୁ କିଟ୍ ପ୍ରତିଷ୍ଠାତାଙ୍କ ଅପିଲ, ବିଶ୍ବବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ କରି କହିଛନ୍ତି ଯେ KIIT ବିଶ୍ୱବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ପିତାମାତାଙ୍କୁ କ୍ଷମା ପ୍ରାର୍ଥନା ସହ ସମସ୍ତ ନେପାଳୀ ଛାତ୍ରଛାତ୍ରୀଙ୍କୁ ଫେରିଆସିବାକୁ ନିବେଦନ କରିଛନ୍ତି । ଏହା ସହିତ ଏକ ଭିଡିଓ ଜାରି କରି […]

ସଂପୂର୍ଣ୍ଣ ପଢନ୍ତୁ
Image 27 1

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁସାରେ ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲେରୋରେ ଯିବା ସମୟରେ ଏପରି ଦୁର୍ଘଟଣା ଘଟିଛି। ଗାଡ଼ିରେ ୧୨ ଜଣ […]

ସଂପୂର୍ଣ୍ଣ ପଢନ୍ତୁ
Scb

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ:  କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି ଅଧ୍ୟକ୍ଷଙ୍କୁ ଲିିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଲୁସି ଦାସ ସ୍ତ୍ରୀ ରୋଗ ଓ ପ୍ରସୂତି […]

ସଂପୂର୍ଣ୍ଣ ପଢନ୍ତୁ
S9pw6awbzsuq8arx9b9j

ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲିଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ। ପ୍ରକାଶିତ ରିପୋର୍ଟ ଅନୁସାରେ, ବର୍ଦ୍ଧମାନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଦୁର୍ଗାପୁର ଏକ୍ସପ୍ରେସୱେ ଦେଇ ଯାଉଥିବା ସମୟରେ ଦନ୍ତନପୁରରେ ସୌରଭ ଗାଙ୍ଗୁଲି ଦୁର୍ଘଟଣାର ଶିକାର ହୋଇଥିଲେ । ଏକ ଲରି ହଠାତ୍ ସୌରଭଙ୍କ କାରକୁ ଓଭରଟେକ୍ କରିବାକୁ ଚେଷ୍ଟା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 02 21 090737 750x430

ମହାପ୍ରଭୁୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ଗୁରୁବାର ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅମୃତ ଅନ୍ନ। ଝିଲି, ଗୋବିନ୍ଦ ଭୋଗ, କଳାଜିରା, ପଦ୍ମକେଶରୀ, ୧୦୧୪ ଚାଉଳ ମଧ୍ୟରୁ ଗୋବିନ୍ଦ ଭୋଗ ଚାଉଳ ଓ ଝିଲି ଚାଉଳକୁ କୋଠ ଭୋଗରେ ବ୍ୟବହୃତ କରିବା ପାଇଁ ମୋହର ମାରିଲା ଶ୍ରୀମନ୍ଦିର ପ୍ରଶାସନ। ବାକି ପ୍ରଜାତି […]

ସଂପୂର୍ଣ୍ଣ ପଢନ୍ତୁ
Phqpzqdfhoka2slndl94

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା

କଟକ: ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା । ଏଥିଲାଗି ସକାଳ ସାଢ଼େ ୭ଟା ବେଳୁ ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ମାଟ୍ରିକ୍ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା ୩୦ମିନିଟରେ ସରିଥିବା ବେଳେ କେବଳ ଗଣିତ ପାଇଁ ଅତିରିକ୍ତ […]

ସଂପୂର୍ଣ୍ଣ ପଢନ୍ତୁ
09e9719f 0f40 4fbf Ae28 8560cc91e256

ପାଲା ଗାୟକ ନଗେନ୍ଦ୍ର ନାଥ ଆଚାର୍ଯ୍ୟଙ୍କ ଦ୍ଵାଦଶାହ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳୀ ସଭା

ଜଗତସିଂହପୁର/ଝଙ୍କଡ଼ :  ବିଶିଷ୍ଟ ପାଲା ଗାୟକ, ଖ୍ୟାତନାମା କର୍ମକାଣ୍ଡ ପୁରୋହିତ ତଥା ସାରଳା ଟ୍ରଷ୍ଟର ପୁରାଣପଣ୍ଡା , ସାରଳା ବରପୁତ୍ର ସ୍ବର୍ଗତ ନଗେନ୍ଦ୍ର ନାଥ ଆଚାର୍ଯ୍ୟ ଙ୍କ ଦ୍ୱାଦଶାହ ଉପଲକ୍ଷେ, ତିର୍ତ୍ତୋଲ, କୋଲର ପଞ୍ଚାୟତ , ଅଢାପତି ସ୍ଥିତ ମା ବଜ୍ରମହାକାଳୀ ମନ୍ଦିର ପ୍ରାଙ୍ଗଣ ରେ ଏକ ସ୍ମୃତି ଶ୍ରଦ୍ଧାଞ୍ଜଳୀ ସଭା ପଣ୍ଡିତ ଅଭୟ କୁମାର ଦାଶ (ବୁଲୁନନା) ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଗତ ଗୁରୁବାର ଦିନ ଅପରାହ୍ନରେ, ଘୋଡ଼ା ନାଚ ଗୁରୁ ହେମନ୍ତ କୁମାର […]

ସଂପୂର୍ଣ୍ଣ ପଢନ୍ତୁ
Cri 1 2 626x430

ଗିଲ୍‌ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଂଲାଦେଶ ଭାରତ ପାଇଁ ୨୨୯ ରନର ଟାର୍ଗେଟ ରଖିଥିଲା। ବାଂଲାଦେଶ ଦଳ ୨୨୮ ରନରେ ଅଲଆଉଟ ହୋଇଯାଇଥିଲା। ଜବାବରେ, ଭାରତ ଗିଲଙ୍କ ୧୨୯ ବଲ ରୁ ୯ ଚୌକା ଏବଂ ୨ଟି […]

ସଂପୂର୍ଣ୍ଣ ପଢନ୍ତୁ
Mohan Majhi 2 300x169

ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ପଶ୍ଚିମ ଓଡିଶା ବିକାଶ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ଗଠନ ହୋଇଛି । […]

ସଂପୂର୍ଣ୍ଣ ପଢନ୍ତୁ