ମହାକୁମ୍ଭକୁ ନେଇ ଗୁଜବ, ବିରୋଧୀଙ୍କ ଉପରେ ବର୍ଷିଲେ ଯୋଗୀ

ଲକ୍ଷ୍ନୌ: ମହାକୁମ୍ଭ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଯୋଗୀ । ବଜେଟ ଅଧିବେଶନରେ ଯୋଗ ଦେଇ ଯୋଗୀ ମହାକୁମ୍ଭକୁ ନେଇ ଅପପ୍ରଚାର କରୁଥିବା ବିରୋଧୀ ଗୋଷ୍ଠୀଙ୍କ ଉପରେ ସିଧା ସଳଖ ନିଶାନା କରିଛନ୍ତି । ସପା ସହ ମମତା ବାନାର୍ଜୀ, ଲାଲୁ ପ୍ରସାଦ ଯାଦବ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କୁ ମଧ୍ୟ ଟାର୍ଗେଟ୍ କରିଛନ୍ତି । ତେବେ ମହାକୁମ୍ଭକୁ ପ୍ରଥମ ଦିନରୁ ହିଁ ବିରୋଧ କରି ଆସୁଛନ୍ତି ସମାଜବାଦୀ ପାର୍ଟିର ସଦସ୍ୟ । ଏଯାଏଁ ୫୬ କୋଟିରୁ ଅଧିକ […]

ସଂପୂର୍ଣ୍ଣ ପଢନ୍ତୁ
Trump 750x430

ଟ୍ରମ୍ପଙ୍କ ଧମକ : ଭାରତୀୟ ସେୟାର ବଜାର ଦୋହଲିଲା

ୱାସିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ବୋମା ଏବେ ଭାରତୀୟ ସେୟାର ବଜାରକୁ ବି ଦୋହଲାଇ ଦେଇଛି । ପୁଣିଥରେ ଟ୍ରମ୍ପ ତିନୋଟି ବଡ ସେକ୍ଟରକୁ ଧମକ ଦେଇଛନ୍ତି । ଅଟୋମୋବାଇଲ, ସେମିକଣ୍ଡକ୍ଟର ଓ ଫାର୍ମ ସେକ୍ଟର ଉପରେ ୨୫ ପ୍ରତିଶତ ଆମଦାନୀ କର ଲଗାଇବାକୁ ଧମକ ଦେଇଛନ୍ତି । ହେଲେ ଏହି ଟାରିଫ୍ କେଉଁ କେଉଁ ଦେଶ ଉପରେ ଲାଗିବ ତାହା ଟ୍ରମ୍ପ ସ୍ପଷ୍ଟ କରିନାହାଁନ୍ତି । ମାତ୍ର ଏହାର ପ୍ରଭାବ ଏବେ ଭାରତୀୟ […]

ସଂପୂର୍ଣ୍ଣ ପଢନ୍ତୁ
Image 1739971784

ମୁଦା ଦୁର୍ନୀତି: ସିଦ୍ଦରମୈୟାଙ୍କ ବିରୋଧରେ ପ୍ରମାଣ ପାଇଲେନି ଲୋକାୟୁକ୍ତ

ବେଙ୍ଗାଲୁରୁ : କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ମହୀଶୂର ଅର୍ବାନ ଡେଭଲପମେଣ୍ଟ ଅଥୋରିଟୀ (ମୁଦା) ଜମି ଦୁର୍ନୀତି ମାମଲାରେ ତାଙ୍କ ବିରୋଧରେ ତଦନ୍ତ କରିବା ପାଇଁ ପ୍ରମାଣ ନାହିଁ ବୋଲି କହିଛନ୍ତି ଲୋକାୟୁକ୍ତ। ଏହା ସହିତ ଲୋକାୟୁକ୍ତ କହିଛନ୍ତି ଯେ ସିଦ୍ଦରମୈୟାଙ୍କ ବିରୋଧରେ ଯେଉଁ ଅଭିଯୋଗ ଆସିଛି ତାହା ଦେୱାନୀ ପ୍ରକୃତିର ଏବଂ ଏହା ଫୌଜଦାରୀ ମାମଲା ପାଇଁ ଉପଯୁକ୍ତ ନୁହେଁ। ଯେଉଁ ତିନି ଜଣ ସାମାଜିକ କର୍ମୀ ଗତ ବର୍ଷ କର୍ଣ୍ଣାଟକା ରାଜ୍ୟପାଳଙ୍କୁ ଚିଠି ଲେଖି […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 02 19 At 8.15.03 Pm

ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର । ରେଖା ଗୁପ୍ତା ଦିଲ୍ଲୀ ବିଜେପିର ମହାସଚିବ ଥିବା ବେଳେ ଏଥର ଶାଲିମାର ବାଗରୁ ନିର୍ବାଚନ ଜିତିଛନ୍ତି। ସେ ପ୍ରଥମ ଥର […]

ସଂପୂର୍ଣ୍ଣ ପଢନ୍ତୁ
Army Chief Gen Upendra Dwivedi Rahul Gandhis

ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଲେ ସେନାମୁଖ୍ୟ – ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି ଦେଇଛନ୍ତି। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେବା ସମୟରେ ସେ କହିଥିଲେ ଯେ ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିକଟରେ ଦାବି କରିଥିଲେ ଯେ ସେନାମୁଖ୍ୟ କହିଥିଲେ ଯେ ଲଦାଖ ସେକ୍ଟରରେ ଅନୁପ୍ରବେଶ ହୋଇଛି। ଏହା ଉପରେ ସେନା ମୁଖ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 02 19 At 7.31.18 Pm

ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ବ୍ୟବହାରକାରୀମାନଙ୍କୁ ସେମାନଙ୍କର କଲର୍ ଆଇଡିଗୁଡ଼ିକୁ ହେରଫେର କରେ। ମୂଳତଃ, କଲିଂ ଲାଇନ ଆଇଡେଣ୍ଟିଫିକେସନ୍ (CLI) ବିରୁଦ୍ଧରେ ଏହା ଏକ ପଦକ୍ଷେପ। ଯୋଗାଯୋଗ ମନ୍ତ୍ରଣାଳୟ ଏହାର ପରାମର୍ଶରେ କହିଛି ଯେ ଏପରି ଅପରାଧ ଯେଉଁଠାରେ ଜଣେ ବ୍ୟକ୍ତି “ସବସ୍କ୍ରାଇବର ପରିଚୟ […]

ସଂପୂର୍ଣ୍ଣ ପଢନ୍ତୁ
G0ksbjzasvpb0eqbrfib

ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ

ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି ସରକାର ଏକ ଅଭିନବ ବାଟ ଆପଣାଇଛନ୍ତି। ପ୍ରତିଦିନ ତ୍ରିବେଣୀରୁ ଅଳିଆ କଢ଼ାଯାଉଛି, ଯାହା ଦ୍ଵାରା ଭକ୍ତମାନେ ସଙ୍ଗମର ସ୍ୱଚ୍ଛ ଏବଂ ବିଶୁଦ୍ଧ ଜଳରେ ବୁଡ଼ ପକାଇପାରିବେ। ସଙ୍ଗମର ମଇଳା ସଫା କରିବା ପାଇଁ ଟ୍ରାସ୍ […]

ସଂପୂର୍ଣ୍ଣ ପଢନ୍ତୁ
Z

ଜେଲ ପରିସର‌ରେ କଏଦୀମାନଙ୍କ ସଙ୍ଗମ ବୁଡ଼ !

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଇଛି। ଏହା ଜାନୁଆରି ୧୩ରୁ ଫେବୃଆରି ୨୬ ପର୍ଯ୍ୟନ୍ତ ଚାଲିବ। ଏହି ସଂଗମରେ ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ବିଶ୍ୱାସ ଏକ ବ୍ୟକ୍ତିଗତ ବିଷୟ । ତେଣୁ ପ୍ରତ୍ୟେକଙ୍କର ଏହାକୁ ପାଳନ କରିବାର ଅଧିକାର ଅଛି। ଏପରି ପରିସ୍ଥିତିରେ ଉନ୍ନାଓ ଜିଲ୍ଲା ଜେଲ୍ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି। ଜେଲ ପ୍ରଶାସନ ନିଜ ପାପର ପରିଣାମ ଭୋଗୁଥିବା କଏଦୀମାନଙ୍କୁ ନିଜ ପାପ […]

ସଂପୂର୍ଣ୍ଣ ପଢନ୍ତୁ

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା ବୋଲି ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
Images

ରାଉରକେଲାରେ ନକିଲ ଓମଫେ୍‌ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍‌ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ

ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍‌, ରୋଷେଇ ମସଲା, ମୋବିଲ୍‌, କସ୍‌ମେଟିକ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍‌ ଜବତ କରିଛନ୍ତି। ଏହି ଘଟଣାରେ କିଛି ଅସାଧୁ ବ୍ୟବସାୟୀଙ୍କୁ ପୁଲିସ ଗିରଫ କରି ଜେଲ୍‌ ପଠାଇଛି। ତଥାପି ସହରରେ ନକଲି ଖାଦ୍ୟପଦାର୍ଥ ବିକ୍ରି ବନ୍ଦ ହେଉନି। ଏବେ ସହରରେ ଓମ୍‌ଫେଡ୍‌ ନାଁରେ ନକଲି ଘିଅ ଓ […]

ସଂପୂର୍ଣ୍ଣ ପଢନ୍ତୁ