ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି
ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି ଇସି ସଦସ୍ୟଙ୍କୁ ନେଇ ରଣେନ୍ଦ୍ର କହିନ୍ତି କେନ୍ଦ୍ର ସରକାର ୧୯୯୯ ମସିହା ଏପ୍ରିଲ ପହିଲାରୁ ସ୍ୱର୍ଣ୍ଣ ଜୟନ୍ତୀ ଗ୍ରାମ୍ୟ ସ୍ୱରୋଜଗାର ଯୋଜନା ଆରମ୍ଭ କରିଥିଲେ। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଅଙ୍ଗନବାଡି କର୍ମୀ […]
ସଂପୂର୍ଣ୍ଣ ପଢନ୍ତୁ