Cm2 1

୨୦୨୫-୨୬ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍

ଭୁବନେଶ୍ଵର: ମୋହନ ସରକାର ତାଙ୍କ ଦ୍ବିତୀୟ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପନ କରିଛନ୍ତି । ବିଧାନସଭାରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା କଣ ରହିଛି ବଜେଟ ଓ କେଉଁ ବିଭାଗକୁ କେତେ ? କେଉଁ ବିଭାଗକୁ କେତେ? ଅର୍ଥ ବିଭାଗ- ୬୩, ୫୧୨ କୋଟି ଟଙ୍କା ସ୍କୁଲ ଓ ଗଣଶିକ୍ଷା – ୩୧, ୧୮୫ କୋଟି ଟଙ୍କା ପଞ୍ଚାୟତିରାଜ […]

ସଂପୂର୍ଣ୍ଣ ପଢନ୍ତୁ
Maha Kumbh 1

ମହାକୁମ୍ଭରେ ପୁଣି ଅଘଟଣ, ସେକ୍ଟର ୮ରେ ଥିବା ଏକ ଶିବିରରେ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଛି ପବିତ୍ର ମହାକୁମ୍ଭ ମେଳା । ଏଠାକୁ ଦେଶ ବିଦେଶରେ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚିଛନ୍ତି । ମହାକୁମ୍ଭରେ ପୁଣି ଲାଗିଲା ନିଆଁ । ମହାକୁମ୍ଭ ସେକ୍ଟର ୮ରେ ଏକ ଶିବିରରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ତୁରନ୍ତ ଆୟତ୍ତ କରିବା ପାଇଁ ଅଗ୍ନିଶମ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଯୋଗୁଁ ଅନେକ ଶିବିର ପୋଡି ପାଉଁଶ ହୋଇଯାଇଛି । ସୂଚନାଯୋଗ୍ୟ, ମହାକୁମ୍ଭର ସେକ୍ଟର-୨୨ରେ ଭୟଙ୍କର […]

ସଂପୂର୍ଣ୍ଣ ପଢନ୍ତୁ
Mukesh Mahalinga 680x430

୧୨ ହସ୍ପିଟାଲରରେ ନାହିଁ ଆଇସିୟୁ ବ୍ୟବସ୍ଥା: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୨ଟି ଜିଲ୍ଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ଆଇସିୟୁ ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ଆଇସିୟୁ ନିମାଣାଧୀନ ରହିଛି । ଏପ୍ରିଲରୁ କୋରାପୁଟ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଆଇସିୟୁ କାର୍ଯ୍ୟକାରୀ ହେବ ବୋଲି ଆଜି ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତରରେ ଏହା କହିଛନ୍ତି । ଅନ୍ୟପଟେ, ରାଜ୍ୟରେ ଖାଲିପଡିଥିବା ୫୨୪୮ଟି […]

ସଂପୂର୍ଣ୍ଣ ପଢନ୍ତୁ
Wew

ଭିଜିଲାନ୍ସ ଜାଲରେ କିରାଣି, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ

ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ରାଜସ୍ୱ ବିଭାଗ କିରାଣୀ ।  ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ।  ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ତହସିଲ ଅଫିସ ଜୁନିୟର କିରାଣି ଗୋଲକ ନାୟକ ଏକ ଜମି ଚିହ୍ନଟ ଫାଇଲ ପ୍ରୋସେସିଙ୍ଗ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।  ଆଜି ଟଙ୍କା ନେବା ପରେ ଟଙ୍କାକୁ ଅନ୍ୟ ଜଣେ ବ୍ୟକ୍ତି ଅରୁଣ ସେଠଙ୍କୁ ହସ୍ତାନ୍ତର କରିଥିଲେ। ଉଭୟଙ୍କୁ ଅଟକ ରଖିଛି […]

ସଂପୂର୍ଣ୍ଣ ପଢନ୍ତୁ
ଦପ

ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି ଲିଖିତ ଅଭିଯୋଗ ହୋଇନାହିଁ ବୋଲି ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ଲିଖିତ ଅଭିଯୋଗ ହୋଇନାହିଁ । ମାଡ଼ ଓ ନିର୍ଯାତନା ନେଇ ପୁରୀ ସାମୁଦ୍ରିକ ଥାନାରେ କିଛି ବି ଅଭିଯୋଗ ହୋଇନି […]

ସଂପୂର୍ଣ୍ଣ ପଢନ୍ତୁ
Ki

କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ  ।  ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି  । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା ଅନ୍ୟ ଜଣେ ଛାତ୍ରର ପ୍ରେମ ସମ୍ପର୍କ ରହିଥିବା ଅନୁମାନ କରାଯାଉଛି ।  କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବାରୁ ଛାତ୍ରୀ ଜଣକ ଜୀବନ ହାରିଥିଲେ ବୋଲି ଅନୁମାନ କରାଯାଉଛି । ଏହି […]

ସଂପୂର୍ଣ୍ଣ ପଢନ୍ତୁ
Ga

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ ଚୁକ୍ତି ଅନୁଯାୟୀ ପଶ୍ଚିମ ବ୍ୟାଙ୍କକୁ ଆଂଶିକ ଭାବରେ ଶାସନ କରେ। ପଶ୍ଚିମ କୂଳ ଏବଂ ଗାଜା ହେଉଛି ଦୁଇଟି ପାଲେଷ୍ଟାଇନୀ ଅଞ୍ଚଳ ଯାହା ପ୍ରସ୍ତାବିତ ପାଲେଷ୍ଟାଇନ ରାଷ୍ଟ୍ର ଗଠନ କରେ। ଗାଜା ଦୀର୍ଘ ସମୟ […]

ସଂପୂର୍ଣ୍ଣ ପଢନ୍ତୁ
Rathayatra

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା

ପୁରୀ :  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା ।  ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି । ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା । ବଡ଼ଦାଣ୍ଡରେ ଟ୍ରାଫିକ୍ କଣ୍ଟ୍ରୋଲ ସହ ଭିଡ଼କୁ ନିୟନ୍ତ୍ରଣ କରିବାରେ ଅସ୍ତ୍ର ସାଜିବ AI କ୍ୟାମେରା । ସନ୍ଦିଗ୍ଧଙ୍କୁ ଚିହ୍ନଟ […]

ସଂପୂର୍ଣ୍ଣ ପଢନ୍ତୁ
67ab4880b2320 The Owner Of A Tam

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

ନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍‌ ଭଳି ବଡ଼ ସଂସ୍ଥାକୁ ସେବା ପ୍ରଦାନ କରି ଆସୁଛି। ଏହି କମ୍ପାନୀକୁ କୋଏମ୍ବାଟୁର ବାସିନ୍ଦା ଶ୍ରବଣ କୁମାର ୧୦ ବର୍ଷ ତଳେ ଆରମ୍ଭ କରିଥିଲେ। ସେ ୨୫ ବର୍ଷ ହେବ ଲଣ୍ଡନରେ ରହୁଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
ଜଳ ଳହୀମୂ ଳମରୀଂ 750x430

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ ଅଛନ୍ତି । ଦୁଇ ଜଣ ଆଇଏଏସ୍ ଅଧିକାରୀ ଆନ୍ତଃ-କ୍ୟାଡର ଡେପୁଟେସନରେ କାମ କରୁଥିବା ବେଳେ ୨୨ ଜଣ ଆଇଏଏସ୍ ଅଧିକାରୀ […]

ସଂପୂର୍ଣ୍ଣ ପଢନ୍ତୁ