J47y4ifnj8djzkzawdug

ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ

ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ଏଭଳି ଅଭିଯୋଗ ଆଣିଛନ୍ତି। ନିଖିଲ ଟ୍ରାକ୍ଟର କମ୍ପାନି ଏସ୍କର୍ଟସ୍ କୁବୋଟାର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ। ମୃତକଜଣକ ହେଲେ ଜିତେନ୍ଦ୍ର ସିଂହ। ସୂଚନା ମିଳିଛି ଯେ, […]

ସଂପୂର୍ଣ୍ଣ ପଢନ୍ତୁ
Rew

ମୋ ବସ୍ ନା ମର୍ଡର ବସ୍? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ

ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ ।  ମୋ ବସ୍ ନା ମର୍ଡର ବସ୍ ?  ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ ।  ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କ୍ଷତି ଭରଣା ପାଇଁ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ସୋଫିଆ ।   ମୋ ବସ ଡ୍ରାଇଭରଙ୍କ ସ୍କିଲ ଟେଷ୍ଟ ଠିକ ଭାବେ କରାଯାଉଛି ନା ନାହିଁ ବୋଲି ପ୍ରଶ୍ନ କରିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Former Chief Engineer Of Roads B

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ, ଗତ ୮ ମାସ ଭିତରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୫୦ ସରକାରୀ ଅଧିକାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ରାଜ୍ୟରେ ଦୁର୍ନୀତିଖୋର୍ ବାବୁଙ୍କ ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ। ୮ […]

ସଂପୂର୍ଣ୍ଣ ପଢନ୍ତୁ
2 180 1739704008480

ମୋଦୀଙ୍କ ଫେରିବାର ସପ୍ତାହେ ବିତିନି ଭାରତକୁ ଆଉ ଏକ ଝଟ୍‌କା ଦେଲା ଆମେରିକା: ବନ୍ଦ କଲା ନିର୍ବାଚନ ପାଣ୍ଠି

ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍‌କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। କେବଳ ସେତିକି ନୁହେଁ, ବାଂଲାଦେଶରେ ରାଜନୈତିକ ସ୍ଥିତି ମଜଭୁତ କରିବା ପାଇଁ ଖର୍ଚ୍ଚ କରାଯାଉଥିବା ୨୯ ନିୟୁତ ଡଲାର କାର୍ଯ୍ୟକ୍ରମକୁ ମଧ୍ୟ ରଦ୍ଦ କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱାଧୀନ ନୂଆ ଆମେରିକା ସରକାର। […]

ସଂପୂର୍ଣ୍ଣ ପଢନ୍ତୁ
67b2955999bdb Experts Warn That

ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ

ପୁରୀ: ପୁରୀରେ ଭୂକମ୍ପ ଗୁଜବ ।  ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା ।  କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।  ଆଜି କେବଳ ଦିଲ୍ଲୀ ଓ ବିହାରରେ ଭୂକମ୍ପ ହୋଇଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ହେଲେ ପୁରୀରେ ଭୂକମ୍ପ ନେଇ ବିନ୍ଦୁ ବିସର୍ଗ ସୂଚନା ନାହିଁ ।  ପ୍ରଶ୍ନ ହେଉଛି ଏଭଳି ଗୁଜବ କିଏ […]

ସଂପୂର୍ଣ୍ଣ ପଢନ୍ତୁ
44 750x430

୨୬ ପର୍ଯ୍ୟନ୍ତ ଗଙ୍ଗା ଆଳତି ବନ୍ଦ, ବାରାଣସୀ​‌ରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା

ବାରାଣସୀ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ଯୋଗୁଁ ରାଜ୍ୟର ଅନ୍ୟ ପ୍ରମୁଖ ତୀର୍ଥସ୍ଥାନ ଯଥା ଅଯୋଧ୍ୟା ରାମ ମନ୍ଦିର, ବାରାଣସୀ, କାଶୀ ବିଶ୍ବନାଥ ଓ ଅନ୍ୟାନ୍ୟ ସ୍ଥାନରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ଏପରି ଭିଡକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ପ୍ରଶାସନ ପକ୍ଷରୁ କଟକଣା ଲାଗୁ କରାଯାଇଛି। କଟକଣା ଅନୁଯାୟୀ ବାରାଣସୀର ଗଙ୍ଗା ନଦୀ କୂଳର ବିଭିନ୍ନ ଘାଟରେ ପ୍ରତିଦିନ ହେଉଥିବା ଗଙ୍ଗା ଆଳତିକୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ସେହିପରି […]

ସଂପୂର୍ଣ୍ଣ ପଢନ୍ତୁ
Addressing Domestic Violence

୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନର ଉତ୍ତର ରଖଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮ ମାସରେ ୧୮ ହଜାର ୧ ମହିଳା […]

ସଂପୂର୍ଣ୍ଣ ପଢନ୍ତୁ
Detfdzyetenvc2dnusc5

ୟୁକ୍ରେନକୁ ୧ ଲକ୍ଷ ସୈନିକ ଦେବ ୟୁରୋପ!

କିଭ୍: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ପାଇଁ ଚୀନ୍‌ର ପ୍ରୟାସ ସାମ୍ପ୍ରତିକ ସମୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ସାଉଦି ଆରବରେ ଏହି ପ୍ରସଙ୍ଗରେ ରୁଷିଆ ଏବଂ ଆମେରିକା ମଧ୍ୟରେ ଆଲୋଚନା ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏସବୁ ମଧ୍ୟରେ, ୟୁକ୍ରେନ୍ ସରକାର ନିଜ ଦେଶର ସୁରକ୍ଷା ଗ୍ୟାରେଣ୍ଟି ଦେବାକୁ ଜୋର ଦେଉଛନ୍ତି। ଏପରି ପରିସ୍ଥିତିରେ, ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ରୁଷିଆ ସୀମାରେ ଏକ ଲକ୍ଷ […]

ସଂପୂର୍ଣ୍ଣ ପଢନ୍ତୁ
En

ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର କରିଛି ପୋଲିସ। ଏନକାଉଣ୍ଟରରେ ଆହତ ହୋଇଛି ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ ଅନାରେ। ଅର୍ଜୁନର ବାମ ପଟ ଆଣ୍ଠୁରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ତାକୁ ପ୍ରଥମେ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଏମ୍ସ […]

ସଂପୂର୍ଣ୍ଣ ପଢନ୍ତୁ
Mo Bus

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି। ଗତ ଶୁକ୍ରବାର ପାତ୍ରପଡ଼ାରେ ଘଟିଥିଲା ଏହି ଦୁର୍ଘଟଣା। ଶହେ ମିଟର ଯାଏଁ ସ୍କୁଟିକୁ ଘୋଷାଡ଼ି ନେଇଥିଲା ମୋ ବସ୍‌। ଏହି ଦୁର୍ଘଟଣାରେ ଯୁବତୀଙ୍କ ମୃତ୍ୟୁ ହୋଇଥିଲା ବେଳେ […]

ସଂପୂର୍ଣ୍ଣ ପଢନ୍ତୁ