Att

ମଦ୍ରାସାରେ ପ୍ରାର୍ଥନା ସମୟରେ ବିସ୍ଫୋରଣ, ୫ ମୃତ

ପାକିସ୍ତାନର ଏକ ମଦ୍ରାସାରେ ଶୁକ୍ରବାର ପ୍ରାର୍ଥନା ସମୟରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖାଇବରପଖତୁନଖ୍ବା ପ୍ରଦେଶର ଅକ୍କୋରା ଖଟ୍ଟକ ଜିଲା ଅନ୍ତର୍ଗତ ଦାରୁଲ ଉଲୁମ ହକ୍କାନିଆ ମଦ୍ରାସାରେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ପୁଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୁଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ଜିଲା ପୁଲିସ ମୁଖ୍ୟ ଅବଦୁଲ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 02 28 090028 750x430

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଦରଘାବଜାର ଥାନା ଅଞ୍ଚଳରେ ଅଭାବନାୟୀ ଘଟଣା। ମହିଳା ଡାକ୍ତର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ। ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ। ସୂଚନା ମୁତାବକ, ଦରଘାବଜାର ଅଞ୍ଚଳରେ ଅଳକା ରଥ ତାଙ୍କ ପରିବାର ସହ ରୁହନ୍ତି। ଦୀର୍ଘ ଦିନ ହେବ ସେ ମାନସିକ ଅଶାନ୍ତିରେ ରହିଥିଲେ। ହେଲେ ଦୁଃଖର ବିଷୟ ଯେ, ଶୁକ୍ରବାର ସକାଳୁ ଘରେ ତାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Zzzzz

‘ସୁଧୁରୁ ନାହାନ୍ତି ମୋ ବସ୍ ଡ୍ରାଇଭର: କଟକରେ ଅଟୋ ଡ୍ରାଇଭର ଲହୁଲୁହାଣ

କଟକ, ୨୭।୨: ‘ମୋ ବସ୍’ ଜନିତ ଦୁର୍ଘଟଣା ଜାରି ରହିଛି। କଟକର ଗଣେଶ ଘାଟ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଅଟୋ-ରିକ୍ସା ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଚିନ୍ତା ପ୍ରକାଶ କରିଛନ୍ତି। ମୋ ବସ୍ ଡ୍ରାଇଭରଙ୍କ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରି ତାଙ୍କୁ ବେପରୁଆ ଗାଡ଼ି ଚାଳନା କରିଥିବା ଅଭିଯୋଗ କରିଛନ୍ତି। ରିପୋର୍ଟ ଅନୁଯାୟୀ, ଆଖପାଖର ପ୍ରତ୍ୟକ୍ଷଦର୍ଶୀମାନେ ଦୁର୍ଘଟଣା ପରେ ଆହତ ଡ୍ରାଇଭରଙ୍କୁ ଜରୁରୀ ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ […]

ସଂପୂର୍ଣ୍ଣ ପଢନ୍ତୁ
Jp Nadda 1719227795

ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା

ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ୨୮ ତାରିଖ ଅର୍ଥାତ ଶୁକ୍ରବାର ପ୍ରଥମଥର ପାଇଁ ପୁରୀରେ ଆୟୋଜନ ହେଉଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ସେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ […]

ସଂପୂର୍ଣ୍ଣ ପଢନ୍ତୁ
Mohan Majhi 1

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଦିନ ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫ ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । ୨୦୨୩-୨୪ ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର ୮୧ ପ୍ରତିଶତ ଥିଲା । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ […]

ସଂପୂର୍ଣ୍ଣ ପଢନ୍ତୁ
Zzz

ବିଦ୍ୟୁତ୍‌ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର : ବିଦ୍ୟୁତ୍‌ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍‌ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍‌ ବିଜୁଳି ମାଗଣା ଯୋଗାଇଦେବ ବୋଲି ନିର୍ବାଚନୀ ଘୋଷଣା କରିଥିଲା। ପୁଣି ଥରେ ଭାଜପା ପକ୍ଷରୁ କୁହାଗଲା ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୋଫତ ବିଜୁଳି ଯୋଜନା’ ମାଧ୍ୟମରେ ଖାଉଟିଙ୍କୁ ବିଜୁଳି ଯୋଗାଇ ଦିଆଯିବ। ୮ ମାସର ଶାସନ ପରେ ବି କ୍ଷମତାସୀନ ଭାଜପା […]

ସଂପୂର୍ଣ୍ଣ ପଢନ୍ତୁ
Z

ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ […]

ସଂପୂର୍ଣ୍ଣ ପଢନ୍ତୁ
Bhakta Das

ମତଦେବା ପୂର୍ବରୁ ପରାମର୍ଶ ନିଅ – ପିସିସି ସଭାପତି

ଭୁବନେଶ୍ବର: ଓଡ଼ିଶାରେ କଂଗ୍ରେସର ପୂର୍ବାବସ୍ଥା ଫେରାଇ ଆଣିବାକୁ ଉଦ୍ୟମ କରାଯାଉଛି। ପିସିସି ଭାବେ ଦାୟିତ୍ୱ ନେବା ପରେ ସଭାପତି ଭକ୍ତ ଚରଣ ଦାସ ଏବେ ଦଳୀୟ କର୍ମୀଙ୍କ ପାଇଁ ଏକପ୍ରକାରର ଫତଓ୍ୱା ଜାରି କରିଛନ୍ତି। ସିଧାସିଧା ଗଣମାଧ୍ୟମରେ କଂଗ୍ରେସ ନେତାଙ୍କ ନିଜସ୍ୱ ମତ ଦଳର ଭାବମୂର୍ତ୍ତିକୁ କ୍ଷତି ପହଞ୍ଚାଉଛି ବୋଲି ସେ କହିଛନ୍ତି। ଏଥି ସହ ସବୁ ନେତୃବୃନ୍ଦ ଦଳର ନିଷ୍ପତ୍ତିକୁ ଅନୁସରଣ କରିବାକୁ ଅନୁରୋଧ କରିଛନ୍ତି। ପିସିସି ସଭାପତି ଭକ୍ତ ଦାସ ଗୁରୁବାର ଏକ ନିର୍ଦ୍ଦେଶନାମା […]

ସଂପୂର୍ଣ୍ଣ ପଢନ୍ତୁ
Suspended

ମାଟ୍ରିକ ପରୀକ୍ଷାରେ ଅନିୟମିତତା, ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗୀର : ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ କରିଛନ୍ତି। ପରୀକ୍ଷାରେ ନିୟୋଜିତ ୪ ପ୍ରାଥମିକ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିବାକୁ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦେଇଥିବା ମଧ୍ୟ ଜଣାପଡ଼ିଛି । ମଙ୍ଗଳବାର ମାଟ୍ରିକ ଇଂରାଜୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଟିଟିଲାଗଡ଼ ଉପଜିଲାପାଳ ରେହନ୍ […]

ସଂପୂର୍ଣ୍ଣ ପଢନ୍ତୁ
Suresh

ବାଲିଚୋରି ରୋକିବାକୁ ନୂଆ ଆଇନ ଅଣାଯିବ

ରାଉରକେଲା: ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍‌ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି। ତେଣୁ ବାଲି ମାଫିଆମାନେ ସାବଧାନ ହେବା ଦରକାର। ବାଲି ଚୋରଙ୍କୁ ଏଣିକି ଛଡା ଯିବ ନାହିଁ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ କହିଛନ୍ତି ଯେ, ବାଲି ମାଫିଆମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇସାରିଛି। ଏଣିକି ବାଲି ଚୋରା ଚାଲାଣ ରୋକିବାକୁ ନୂଆ […]

ସଂପୂର୍ଣ୍ଣ ପଢନ୍ତୁ