ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି

ପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଥିଲା । ପ୍ରାୟ ୨ରୁ ଅଢ଼େଇ ଘଣ୍ଟା ମହାସ୍ନାନ ନୀତି ସରିବା ପରେ ଦର୍ଶନ ସ୍ୱାଭାବିକ ହୋଇଥିଲା | ଆଜି ରୋଷ ହୋମ ନୀତି ସରି ପରବର୍ତ୍ତୀ ନୀତି ଆରମ୍ଭ ହେବାକୁ ଯିବାବେଳେ ସକାଳ ସାଢେ ୮ଟାରେ ରକ୍ତ ପଡ଼ିଥିବା ଜଣାପଡ଼ିଥିଲା।

ସଂପୂର୍ଣ୍ଣ ପଢନ୍ତୁ

ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି। ଗତ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରବିବାର ସକାଳେ ୭.୪ ଡିଗ୍ରି ସେଲସିୟସ୍ ସହିତ ପାହାଡ଼ିଆ ସ୍ଥାନ ଜି.ଉଦୟଗିରି ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ଥିଲା। ସେହିପରି କୋରାପୁଟର ସେମିଲିଗୁଡ଼ାରେ ତାପମାତ୍ରା ୧୦.୨ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1

ଡିଏସ୍‌ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌

ଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି ଅଛନ୍ତି। ସେ ହେଲେ ବଳରାମ ନାୟକ। ଡିଏସ୍‌ପି ଶ୍ରୀ ନାୟକ କେନ୍ଦୁଝର ଜିଲ୍ଲା ଘଟଗାଁସ୍ଥିତ ତାଙ୍କ ଘରୁ ଯାଜପୁର ଆସୁଥିଲେ। ସେ ଏକ କାର୍ଯ୍ୟକ୍ରମରେ ସନ୍ଧ୍ୟାରେ ଯୋଗ ଦେଇଥାନ୍ତେ। ସୂଚନା‌ ଅନୁସାରେ ଡିଏସ୍‌ପି ବଳରାମ ନାୟକ ଆଜି […]

ସଂପୂର୍ଣ୍ଣ ପଢନ୍ତୁ
7a82d627 D2b9 4f8a 83d9 7b13a38d9aa4

ଝଙ୍କଡ଼ ସାରଳା ପୀଠରେ ଜଗନ୍ନାଥ ପଞ୍ଚରାତ୍ରରେ ଯୋଗଦେବେ, ଗଜପତି ମହାରାଜା ଦିବ୍ୟସିଂହ ଦେବ

ଜଗତସିଂହପୁର/ଝଙ୍କଡ :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠରେ ଦ୍ୱାଦଶ ବାର୍ଷିକ ଜଗନ୍ନାଥ ପଞ୍ଚରାତ୍ର ପାଳନ ଉପଲକ୍ଷେ ଆସନ୍ତା ମାର୍ଚ୍ଚ ୫ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଜଗନ୍ନାଥ ମହୋତ୍ସବ ୨୦୨୫ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ, ପ୍ରଥମ ଦିନ ସଂଧ୍ୟା ୭ ଟା ବେଳେ, ଏହି ମହାନ ଆଧ୍ୟାତ୍ମିକ ସାରସ୍ୱତ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ସେବକ ଠାକୁରରାଜା ଗଜପତି ମହାରାଜ ଦିବ୍ୟସିହ ଦେବ, ସଦୟ ସ୍ବୀକୃତି […]

ସଂପୂର୍ଣ୍ଣ ପଢନ୍ତୁ
Him

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ ହାଇକମିସନର ଅବଦୁଲ ବାସିତ ପ୍ରଥମ ଥର ପାଇଁ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ଷ୍ଟାର୍ଟଅପ୍ ପଲିସି ଫର୍ ୟୁଥ୍ ଭାରତ-ପାକିସ୍ତାନ ସମ୍ପର୍କ ଉପରେ ଆଲୋଚନା କରିବା ପାଇଁ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ହାଇକମିସନକୁ ନିମନ୍ତ୍ରଣ […]

ସଂପୂର୍ଣ୍ଣ ପଢନ୍ତୁ
Odisha Hc 480

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

କଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ ନାଗରିକ ହୋଇଗଲେ ସନ୍ତାନ ବା ସମ୍ପର୍କୀୟଙ୍କ ନିକଟରୁ ଭରଣପୋଷଣ ପାଇବା ପାଇଁ ହକଦାର ହେବେ ନାହିଁ । ଯଦି ବରିଷ୍ଠ ନାଗରିକ ଜଣକ ରୋଜଗାର କରିବାକୁ ଅସମର୍ଥ ଥିବେ ଅଥବା ତାଙ୍କର ଆୟର କୌଣସି ପନ୍ଥା ନଥିବ […]

ସଂପୂର୍ଣ୍ଣ ପଢନ୍ତୁ
Cm Grievance Cell

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।  ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 8 750x430

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ କହିଛନ୍ତି ଯେ ଏହି ପ୍ରସଙ୍ଗରେ ରାଜନୀତି ବନ୍ଦ କରନ୍ତୁ। ଗତକାଲି ସନ୍ଧ୍ୟାରେ ଅମୃତସରରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାନ କେନ୍ଦ୍ର ସରକାର ଏବଂ ବୈଦେଶିକ ମନ୍ତ୍ରଣାଳୟର ପଦକ୍ଷେପ ଉପରେ ପ୍ରଶ୍ନ ଉଠାଇଥିଲେ […]

ସଂପୂର୍ଣ୍ଣ ପଢନ୍ତୁ
Pr

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଦଳ ଧ୍ବଂସ ହୋଇଯିବ । କଂଗ୍ରେସ ବରିଷ୍ଠ ନେତା ସୁର ରାଉତରାୟ କଂଗ୍ରେସ ବାହୁଡିବା ପରେ ପରେ ନିଜ ଦଳ ତ୍ୟାଗ ନେଇ କିଛି ଏପରି […]

ସଂପୂର୍ଣ୍ଣ ପଢନ୍ତୁ
Addqw

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ ପଡୁଛି। ସରକାରୀ କାଗଜପତ୍ରରେ ବିବାହ ପାଇଁ ବୟସ ସୀମା ସିନା ଧାର୍ଯ୍ୟ ହୋଇଛି, ଏହାକୁ ଠିକ୍‌ ଭାବେ ସବୁଠି ପାଳନ ହେଉନାହିଁ। ଫଳସ୍ବରୂପ ବାଲ୍ୟବିବାହର ପ୍ରଥା ଏବେ ବି ରହିଛି। ଆଉ […]

ସଂପୂର୍ଣ୍ଣ ପଢନ୍ତୁ