‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟ ଉନ୍ମୋଚିତ
ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ, ମତ୍ସ୍ୟ ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ନୂଆଦିଲ୍ଲୀରେ ‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି। ଢାଞ୍ଚା, ପରିଚାଳନା, ଅର୍ଥ, ପଦାଧିକାରୀ, କ୍ଷମତା ବୃଦ୍ଧି ଏବଂ ଉତ୍ତରଦାୟିତ୍ୱ ଆଜି ଛଅଟି ବିଭାଗକୁ ଆଧାର କରି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ଆଡମିନିଷ୍ଟେସନ (ଆଇଆଇପିଏ) ଦ୍ୱାରା ପ୍ରସ୍ତୁତ ରିପୋର୍ଟରେ ଦର୍ଶାଯାଇଛି ଯେ […]
ସଂପୂର୍ଣ୍ଣ ପଢନ୍ତୁ