Untitled 1

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି

ଭୁବନେଶ୍ବର: ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି।‘ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ। ସେ କହିଛନ୍ତି, ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ହୋଇ ରହିଛି। ଓଡ଼ିଶା ନିଜର ଐତିହ୍ୟ ଓ କୀର୍ତ୍ତିରାଜି ପାଇଁ ପରିଚିତ।‘ମୋ ସରକାର […]

ସଂପୂର୍ଣ୍ଣ ପଢନ୍ତୁ
394296 Bodies Of Two Girls In School Uniforms Found Hanging From Tree In Odisha

ବିଦ୍ୟାଳୟ ‌ହ‌ଷ୍ଟେଲ, ଘର ଆଗ ଗଛରେ ଝୁଲିପଡ଼ିଲେ ୨ଜଣ ବିଦ୍ୟାଳୟର ଛାତ୍ରୀ

ସୁନ୍ଦରଗଡ଼/ଜଳେଶ୍ବର: କଅଁଳ ବୟସରେ ମାନସିକ ଅବସାଦ। ପାରିପାରିକ ଅଭାବ ଅସୁବିଧା ହେଉ ବା ପାଠ ପଢ଼ା ଚାପ ହେଉ ଏହାକୁ ମୁକାବିଲା କରିନପାରି ୫ଦିନ ଭିତରେ ୪ଜଣ ସ୍କୁଲ ଛାତ୍ରୀ ଜୀବନ ହାରିଛନ୍ତି। ଗତ ୫ ତାରିଖ ଦିନ ମାଲକାନଗିରି ଜିଲ୍ଲାର କାଳିମେଳାରେ ଘଟିଥିବା ଘଟଣାର ପୁନରାବୃତ୍ତି ହୋଇଛି ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଓ ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ। ଆଜି ଏହି ୨ଟି ସ୍ଥାନରେ ଦୁଇ ଜଣ ସ୍କୁଲ ଛାତ୍ରୀ ଜୀବନ ହାରିଛନ୍ତି। ମୃତ ଛାତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
Ljb9dai8 India Bcci 625x300 12 February 25

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଭାରତ ଏହି ମ୍ୟାଚ୍‌ରେ ବିଶାଳ ବିଜୟ ହାସଲ କରିଛି। ୩୫୭ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟଟିଂ କରିଥିବା ବିଦେଶୀ ଟିମ୍ ୧୪୨ ରନ୍‌ରେ ପରାସ୍ତ ହୋଇଛନ୍ତି। ଇଂଲଣ୍ଡ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 02 12 At 5.02.29 Pm

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦେଶର ବିଭିନ୍ନ ରାଜ୍ୟରେ ପ୍ରଥମ ଥର ପାଇଁ ଟ୍ରଫି ଟୁର୍ ସହିତ ଇତିହାସ ରଚିବାକୁ ଯାଉଛି। ସେମାନଙ୍କର ଚାମ୍ପିଅନସିପ୍ ପାଳନର ଏକ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 02 12 At 2.53.59 Pm 1 1536x1184

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି। ସୌଜନ୍ୟମୂଳକ ସାକ୍ଷାତ ସହ ମୁଖ୍ୟମନ୍ତ୍ରୀଙ୍କୁ ମ୍ୟାଚ୍ ପାଇଁ ଦେଲେ ନିମନ୍ତ୍ରଣ ଦେଇଛନ୍ତି। ଚଳିତବର୍ଷ ସାତଟି ଦଳକୁ ନେଇ ଟୁର୍ନାମେଣ୍ଟ ଆୟୋଜନ […]

ସଂପୂର୍ଣ୍ଣ ପଢନ୍ତୁ

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ ପ୍ରଶ୍ନପତ୍ର ନୋଡାଲ କେନ୍ଦ୍ରଗୁଡ଼ିକରେ ପହଞ୍ଚିଛି। ଓଡ଼ିଶାର ୩୦ଟି ଜିଲ୍ଲାର ୩୧୪ଟି ନୋଡାଲ୍ ସେଣ୍ଟର ସ୍ଥାପନ କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ୪୪ଟି ରୁଟ୍ ଦେଇ ପ୍ରଶ୍ନପତ୍ର ପଠାଯାଇଥିଲା। ଅନ୍ୟପକ୍ଷରେ, ପରୀକ୍ଷା କେନ୍ଦ୍ରଗୁଡ଼ିକର ଲିକ୍‌କୁ ଯାଞ୍ଚ କରିବା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Download (2)

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା । ବିଜ୍ଞପ୍ତି ଅନୁସାରେ ୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ ଏହା କରିହେବ ବୋଲି […]

ସଂପୂର୍ଣ୍ଣ ପଢନ୍ତୁ

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ ଏକ ଛାଡପତ୍ର ମାମଲାରେ ପରିବାର କୋର୍ଟ ଦ୍ୱାରା ନିର୍ଦ୍ଦେଶିତ ଭରଣପୋଷଣ ପରିମାଣକୁ ପ୍ରତିମାସ ୮,୦୦୦ ଟଙ୍କାରୁ ହ୍ରାସ କରି ୫,୦୦୦ ଟଙ୍କାକୁ ହ୍ରାସ କରିଛନ୍ତି। “ଆଇନ କେବେବି ସେହି ସ୍ତ୍ରୀମାନଙ୍କୁ ପ୍ରଶଂସା କରେ ନାହିଁ, […]

ସଂପୂର୍ଣ୍ଣ ପଢନ୍ତୁ
Zzzzz

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟ କରାଯିବ। ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଛାତ୍ରାବାସ, କଲେଜରେ ଅତିରିକ୍ତ ଶ୍ରେଣୀ ଗୃହ, କମନ ରୁମ୍, ଲାଇବ୍ରେରୀ, ଲାବ୍ରୋଟୋରୀ, କମ୍ପ୍ୟୁଟର ଲବ୍ରୋଟୋରୀ, ମଲ୍‌ଟି ପରପସ୍‌ ହଲ୍‌, ଆଡମିନିଷ୍ଟ୍ରେଟିଭ ବିଲଡ଼ିଙ୍ଗ, ଶୌଚାଳୟ […]

ସଂପୂର୍ଣ୍ଣ ପଢନ୍ତୁ

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କିତ ତଥ୍ୟ ଲିଖିତ ଆକାରରେ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଫେବ୍ରୁଆରି ୧୯କୁ ମାମଲାର […]

ସଂପୂର୍ଣ୍ଣ ପଢନ୍ତୁ