Qek4e5iteqohr5zca4k1

ଶିକ୍ଷକ ଅପହରଣ ଘଟଣା: ୩୬ ଘଣ୍ଟା ମଧ୍ୟରେ ଉଦ୍ଧାର, ୩ ଗିରଫ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବହୁ ଚର୍ଚ୍ଚିତ ଶିକ୍ଷକ ଅପହରଣ ଘଟଣାର ପର୍ଦ୍ଦାlଫାସ କରିଛି କରଞ୍ଜିଆ ପୁଲିସ। ଅପହରଣ କରାଯାଇଥିବା ଶିକ୍ଷକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏହି ଘଟଣା ସହିତ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୁଲିସ ଅଟକ ରଖିଛି। ଅଭିଯୁକ୍ତମାନେ ହେଲେ ସୌଭାଗ୍ୟ ଦାସ, ପ୍ରଭାତ କୁମାର ମହାନ୍ତି ଓ ବ୍ରହ୍ମାନନ୍ଦ ନାଏକ। ଏହି ଘଟଣାରେ ଜଣେ ନାବାଳିର ମଧ୍ୟ ସଂପୃକ୍ତି ରହିଛି। କରଞ୍ଜିଆ ଉପଖଣ୍ଡ ପୁଲିସ ଅଧିକାରୀ ସୁବ୍ରତ କୁମାରଙ୍କ ନେତୃତ୍ୱରେ ଏକ ୪ ଜଣିଆ […]

ସଂପୂର୍ଣ୍ଣ ପଢନ୍ତୁ
Bhakta Das

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି – ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଫେରିଲା ପରେ ପ୍ରଥମେ ବରିଷ୍ଠ ନେତାଙ୍କୁ ଭେଟିବି। ଏହା ପରେ ଭୁବନେଶ୍ବରରୁ ପୁରୀ ପଦଯାତ୍ରା କରି ଶ୍ରୀଜିଉଙ୍କୁ ଦର୍ଶନ କରିବି। ଭକ୍ତ ଆଜି ଏକ ବଡ଼ କଥା କହିଛନ୍ତି, ସେ କହିଛନ୍ତି, କଂଗ୍ରେସ […]

ସଂପୂର୍ଣ୍ଣ ପଢନ୍ତୁ

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ଆଲୋଚନା ହୋଇଥିଲା। ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି […]

ସଂପୂର୍ଣ୍ଣ ପଢନ୍ତୁ
Cm Primery Teacher

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ସେମାନଙ୍କର ପାରିଶ୍ରମିକ ୧୧,୧୦୦ ଟଙ୍କାରୁ ୧୬,୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି, ସରକାର ସତର୍କତାର ସହିତ ବିଚାର କରିବା ପରେ ସମଗ୍ର ଶିକ୍ଷା ଯୋଜନାରେ […]

ସଂପୂର୍ଣ୍ଣ ପଢନ୍ତୁ
Governor Haribabu

ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର ସ୍ମୃତିଚାରଣ କରାଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରାରମ୍ଭରେ, ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କରମଲକର ସ୍ୱାଗତ ଭାଷଣ ଦେଇଥିଲେ। ସେ ପ୍ରତିଷ୍ଠାନର ଜନ୍ମ ଏବଂ ଆଇଆଇଟି ଭୁବନେଶ୍ୱରର କ୍ୟାମ୍ପସର ଇତିହାସ ସଂକ୍ଷେପରେ ବର୍ଣ୍ଣନା କରିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ
Fd

ଏଲ୍ଓସି ନିକଟରେ IED ବ୍ଲାଷ୍ଟ, ଦୁଇ ଯବାନ ସହିଦ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅଖନୁରରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ସେନାର ଦୁଇ ଯବାନ ସହିଦ ହୋଇଛନ୍ତି । ଏଲ୍‌ଓସି ନିକଟରେ ଅଖୁନର ସେକ୍ଟରରେ ହୋଇଥିବା ଆଇଇଡି ବିସ୍ଫୋରଣରେ ତିନି ଜଣ ଯବାନ ଆହତ ହୋଇଥିଲେ । ହସ୍ପିଟାଲରେ ଚିକିତ୍ସିତ ହେବା ବେଳେ ଦୁଇ ଯବାନ ପ୍ରାଣ ହରାଇଛନ୍ତି । ସୂଚନା ଅନୁସାରେ ଯବାନମାନେ ନିୟନ୍ତ୍ରଣ ରେଖାରେ ଫେନ୍ସ ପାଟ୍ରୋଲିଂରେ ମୁତୟନ ଥିବା ବେଳେ ଏହି ବିସ୍ଫୋରଣ ଘଟିଛି । ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଜାରି […]

ସଂପୂର୍ଣ୍ଣ ପଢନ୍ତୁ
Prav

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କାଉନସେଲିଂ କରାଯିବ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ ଖୋଲାଯିବ। ମାନସିକ ସ୍ଵାସ୍ଥ୍ୟକୁ ସୁଧାରିବା, ଛାଡ଼ପତ୍ର ରୋକିବା ଏବଂ ବିବାହକୁ ସଠିକ୍ ଭାବରେ […]

ସଂପୂର୍ଣ୍ଣ ପଢନ୍ତୁ
Kumbh

ମହାକୁମ୍ଭ ସଙ୍ଗମରେ ପବିତ୍ର ସ୍ନାନ କରିଛନ୍ତି ୪୫ କୋଟିରୁ ଅଧିକ

ମହାକୁମ୍ଭ ଶେଷ ହେବାକୁ ଆଉ ମାତ୍ର ୧୫ ଦିନ ବାକି ଥିବା ବେଳେ ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହ ପରଠାରୁ ୪୫ କୋଟିରୁ ଅଧିକ ଲୋକ ସଙ୍ଗମରେ ସ୍ନାନ କରିଛନ୍ତି ବୋଲି ଉତ୍ତରପ୍ରଦେଶ ସରକାର କହିଛନ୍ତି।ମହାକୁମ୍ଭ ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରୀ ଅବସରରେ ଶେଷ ବଡ଼ ସ୍ନାନ ସହିତ ଶେଷ ହେବ। ଏକ ବିବୃତିରେ ଉତ୍ତରପ୍ରଦେଶ ସରକାର କହିଛନ୍ତି ଯେ ମହାକୁମ୍ଭ ଶେଷ ସୁଦ୍ଧା ପାଖାପାଖି ୫୫ କୋଟି ଲୋକ ପ୍ରୟାଗରାଜ […]

ସଂପୂର୍ଣ୍ଣ ପଢନ୍ତୁ
Bhakta Das

ଭକ୍ତ ଚରଣ ଦାସ ହେଲେ PCC ସଭାପତି

ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି ବେଣୁଗୋପାଳ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସଭାପତି ପଦବିରୁ ଶରତ ପଟ୍ଟନାୟକ ଇସ୍ତଫା ଦେଲା ପରେ ଏହି ପଦ ଦୀର୍ଘ […]

ସଂପୂର୍ଣ୍ଣ ପଢନ୍ତୁ
Pr

ଖୁବଶୀଘ୍ର ଜୟଦେବ ବିହାରରୁ ନନ୍ଦନକାନନ ଯୋଡି ହେବ ଫ୍ଲାଏ ଓଭର

ଭୁବନେଶ୍ବର: ରାଜଧାନୀରେ ଆରମ୍ଭ ହେବ ଫ୍ଲାଏ ଓଭର କାମ । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ । ଜୟଦେବ ବିହାର ଜାତୀୟ ରାଜପଥରେ ଥିବା ଫ୍ଲାଏ ଓଭରକୁ ସଂଯୋଗ କରି ନନ୍ଦନ କାନନ ପର୍ଯ୍ୟନ୍ତ ଏକ ଫ୍ଲାଏ ଓଭର ଯିବ । […]

ସଂପୂର୍ଣ୍ଣ ପଢନ୍ତୁ