ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ପୂର୍ବରୁ […]
ସଂପୂର୍ଣ୍ଣ ପଢନ୍ତୁ