ଫଳାଫଳ ପୂର୍ବରୁ ପରାଜୟ ସ୍ୱୀକାର କଲେ କି ସନ୍ଦୀପ ଦୀକ୍ଷିତ!
ନୂଆଦିଲ୍ଲୀ: ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଗତକାଲି ଭୋଟ୍ ଗ୍ରହଣ ଶେଷ ହୋଇଛି ଏବଂ ଫେବ୍ରୁଆରି ୮ତାରିଖରେ ଭୋଟ୍ ଗଣତି ହେବ। ଏହି ନିର୍ବାଚନରେ ଶାସକ ଆମ୍ ଆଦ୍ମୀ ପାର୍ଟି (ଆପ୍), ବିଜେପି ଓ କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ମୁକାବିଲା ଦେଖିବାକୁ ମିଳିଥିବା ବେଳେ ମତଦାନ ସରିବା ପରେ ବିଭିନ୍ନ ଏଜେନ୍ସି ପକ୍ଷରୁ ଏକ୍ଜିଟ୍ ପୋଲ୍ (ବୁଥ୍ ବାହୁଡ଼ା ମତ) ପ୍ରକାଶ ପାଇଥିଲା । ୨୭ ବର୍ଷ ପରେ ବିଜେପି ପୁଣି ଥରେ କ୍ଷମତାକୁ […]
ସଂପୂର୍ଣ୍ଣ ପଢନ୍ତୁ