ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା
ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଷଦ ଆଲୋଚନା କରିଥିଲେ। ବୈଠକରେ ପୌର ପ୍ରଶାସନ […]
ସଂପୂର୍ଣ୍ଣ ପଢନ୍ତୁ