ଚେନ୍ନାଇରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ଛୁରୀ ଦେଖାଇ ଚଳନ୍ତା ଅଟୋରେ ଯୌନ ନିର୍ଯାତନା

ଚେନ୍ନାଇ,୫ା୨: ସୋମବାର ବିଳମ୍ବିତ ରାତିରେ ଚେନ୍ନାଇରେ ଏକ ଚଳନ୍ତା ଅଟୋରିକ୍ସାରେ ଜଣେ 18 ବର୍ଷୀୟ ପ୍ରବାସୀ ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ କହିଛି ଯେ ଅପରାଧ ସ୍ଥାନ ନିକଟରେ ଥିବା CCTV ଫୁଟେଜ୍ ଯାଞ୍ଚ କରାଯାଉଛି ଏବଂ ତିନି ଜଣ ସନ୍ଦିଗ୍ଧଙ୍କୁ ଖୋଜିବା ପାଇଁ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ ଚେନ୍ନାଇ ନିକଟସ୍ଥ କିଲାମ୍ବକ୍କମ୍ ବସ୍ ଟର୍ମିନସ୍ ବାହାରେ ମହିଳା ଜଣକ ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ଜଣେ ଅଟୋ-ରିକ୍ସା ଡ୍ରାଇଭର […]

ସଂପୂର୍ଣ୍ଣ ପଢନ୍ତୁ
Pres

ଭୋଟ ଦେଲେ ରାଷ୍ଟ୍ରପତି: ଚାରିଆଡେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ସ୍କୁଲରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତଦାନ କରିଥିଲେ। ଏହି ମତଦାନ କେନ୍ଦ୍ରକୁ ସୱତନ୍ତ୍ର ଢଙ୍ଗରେ ସଜାଯାଇଛି । ଭୋଟ ଦେବା ପରେ ରାଷ୍ଟ୍ରପତି ମତଦାନ କେନ୍ଦ୍ର ବାହାରେ ଏକ ଫଟୋ ମଧ୍ୟ ଉଠାଇଥିଲେ। ମତଦାନ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହୋଇଛି । ୧୩,୭୬୬ ମତଦାନ […]

ସଂପୂର୍ଣ୍ଣ ପଢନ୍ତୁ

ଅମିତ ଶାହଙ୍କ ବିରୋଧରେ ‘ଗୁଣ୍ଡାରାଜ୍‌’ ଅଭିଯୋଗ ଆଣିଲେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଆମ ଆଦମୀ ପାର୍ଟି (ଆପ) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌ ଅଭିଯୋଗ ଆଣିଛନ୍ତି ଯେ ​​ଭୋଟ ଦେବା ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହ “ଗୁଣ୍ଡାରାଜ”କୁ ସମର୍ଥନ କରି ଆପ୍‌ କର୍ମୀମାନଙ୍କୁ ହଇରାଣ କରୁଛନ୍ତି। କେଜ୍ରିୱାଲ୍‌ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ବିଜେପି ସମର୍ଥିତ ଲୋକମାନେ ଆପ କର୍ମୀମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ଏବଂ ଦିଲ୍ଲୀ ପୁଲିସ ଏହାକୁ ରୋକିବା ପାଇଁ କିଛି […]

ସଂପୂର୍ଣ୍ଣ ପଢନ୍ତୁ
Kpt Anganwadi

ଅଙ୍ଗନୱାଡ଼ି ଭିତ୍ତିଭୂମି: ଏଣେତେଣେ ଚାଲିଛି ୫୪୭ କେନ୍ଦ୍ର, ୩୯୯ ପଦବି ଖାଲି

କୋରାପୁଟ: ଜିଲ୍ଲାର ୧୪ବ୍ଲକ ଓ ସୁନାବେଡା ପୌରାଂଚଳକୁ ନେଇ ୧୫ଟି ସ୍ଥାନରେ ୩୩୯୭ଟି ଅଙ୍ଗନୱାଡି କେନ୍ଦ୍ରରୁ ୨୮୫୦ଟି ନିଜସ୍ବକୋଠାରେ ଚାଳିଛି। ୩୯୯ ଜଣ ଧାର୍ଯ୍ୟ ସଂଖ୍ୟକ କର୍ମଚାରୀ ଅଭାବ ସାଙ୍ଗକୁ ୫୪୭ଟି ସ୍ଥାନରେ ନିଜସ୍ବ କେନ୍ଦ୍ର ନାହିଁ। ୧୯୮୪ଟି ସ୍ଥାନରେ ବିଦ୍ୟୁତ ସଂଯୋଗ, ୧୭୨୭ଟି ସ୍ଥାନରେ ପାନୀୟ ଜଳ, ୨୧୦୮ଟି ସ୍ଥାନରେ ଶୌଚାଳୟ ଓ ୫୪୭ଟି ସ୍ଥାନରେ ରୋଷଇଘର ନାହିଁ। ଏପରିକି ବହୁ କେନ୍ଦ୍ରରେ ପିଇବାକୁ ମୁନ୍ଦେ ପାଣି ମିଳୁନି କି ବିଦ୍ୟୁତ ସେବା ପହଚିଂ ପାରନି […]

ସଂପୂର୍ଣ୍ଣ ପଢନ୍ତୁ
Lbq6vjon5ue9oubkbsqh

‘ଆମ ଓଡିଶା, ନବୀନ ଓଡିଶା’ର ଅଧା ପ୍ରକଳ୍ପ ବି ବିକଶିତ ଗାଁ ଯୋଜନାରେ ସମ୍ପୂର୍ଣ୍ଣ ହୋଇପାରିବ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ଅଧାରେ ଅଟକିଥିବା ପ୍ରକଳ୍ପକୁ ବି ସମ୍ପୂର୍ଣ୍ଣ କରିବେ ରାଜ୍ୟ ସରକାର | ବିକାଶ ରାଜନୀତିରୁ ଉର୍ଦ୍ଧ୍ବରେ କହି ମୋହନ ସରକାର ଆଜି ଏହି ବଡ ଘୋଷଣା କରିଛନ୍ତି | ବାସ୍ତବରେ ଆଜିଠୁ ଆରମ୍ଭ ହୋଇଛି ‘ବିକଶିତ ଗାଁ, ବିକଶିତ ଓଡିଶା’ । ଭୁବନେଶ୍ୱର ନିକଟବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ସହର ଓ ଗାଁ ଭିତରେ ବିକାଶରେ ଯେଉଁ […]

ସଂପୂର୍ଣ୍ଣ ପଢନ୍ତୁ

ଫେବୃଆରୀ ୧୦ରୁ ଜୋରଦାର ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୫।୨: ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼। ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ। ୧୦ ପୂର୍ବରୁ ଏଥିରୁ ନିବୃତ୍ତ ରହିବାକୁ ପୋଲିସ ପରାମର୍ଶ ଦେଇଛି। ସେହପରି ଆଗ ଓ ପଛକାଚ ଦେଇ ଅତି କମରେ ୭୦% ଦେଖାଯିବା ଜରୁରୀ। ବାମ ଓ ଡାହାଣ ପାଶର୍‌ବ କାଚ […]

ସଂପୂର୍ଣ୍ଣ ପଢନ୍ତୁ

କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ମାରିଦେବାକୁ ଧମକ

ଭୁବନେଶ୍ୱର,୫।୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ଧମକ ଦିଆଯାଇଛି। ୫୦ ଲକ୍ଷ ଟଙ୍କା ନଦେଲେ ହତ୍ୟା କରିବାକୁ ଧମକ ଦିଆଯାଛି। ଏ ନେଇ ନିଜେ ଜୟଦେବ ଜେନାଙ୍କ ଅଭିଯୋଗ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ତଦନ୍ତ ଦାବି କରିଛନ୍ତି। ନିରଞ୍ଜନଙ୍କ ପରେ ଜୟଦେବଙ୍କୁ ମାରି ଦେବାକୁ ଧମକ ମିଳିଛି ଗତ ୩ ତାରିଖରେ କଲ କରି ଟଙ୍କା ମାଗିଥିଲେ ଜଣେ ଯୁବକ। ଓଡ଼ିଆ ଭାଷାରେ କଥା ହୋଇ ଟଙ୍କା ମାଗିଥିଲେ। ଜୟଦେବ […]

ସଂପୂର୍ଣ୍ଣ ପଢନ୍ତୁ
Wzjmginibxsa5xlgqg3k

ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ୫୮୦ଟି ଗୃହ ଓ ଜମି ସମ୍ପତ୍ତି ହେଲା ପଞ୍ଜୀକୃତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଥିବା ଜମି ଲିଜ଼ହୋଲ୍ଡରୁ ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ପରିବର୍ତ୍ତନ ପାଇଁ ଆବେଦନ ହୋଇଥିବା ୮୬୭ ଆବେଦନ ପତ୍ର ମଧ୍ୟରୁ ୫୮୦ଟି ଗୃହଜମିର ହସ୍ତାନ୍ତରୀକରଣ ପତ୍ର ବିଡ଼ିଏ ପକ୍ଷରୁ ପଞ୍ଜୀକରଣ କରାଯାଇଛି। ସେଥିମଧ୍ୟରୁ ୪୬୨ଟି ଆବେଦନ ଅନଲାଇନ୍ ମାଧ୍ୟମରେ ପଞ୍ଜୀକୃତ ହୋଇଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଜମି ଲିଜ଼ହୋଲ୍ଡରୁ ଫ୍ରିହୋଲ୍ଡ କରିବା ପାଇଁ ଅନଲାଇନ୍ ଆବେଦନ କରିବାର […]

ସଂପୂର୍ଣ୍ଣ ପଢନ୍ତୁ

ମେଜର-ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା: ଖୁବ ଶୀଘ୍ର ରିପୋର୍ଟ ପ୍ରଦାନ କରିବେ କମିସନ

ଭୁବନେଶ୍ବର: କମିସନରେଟ୍‌ ପୁଲିସ ଅଧୀନ ଭରତପୁର ଥାନା ଅଂଚଳରେ ଗତବର୍ଷ ସେନାର ଜଣେ ମେଜର ଓ ତାଙ୍କର ବାନ୍ଧବୀଙ୍କ ଉପରେ ହୋଇଥିବା ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ ‌ଶେଷ ହୋଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଗଠିତ ହୋଇଥିବା ତଦନ୍ତ କମିସନର ତଦନ୍ତ ଶେଷ କରିଛନ୍ତି। ସ୍ୱତନ୍ତ୍ର ତଦନ୍ତ କମିସନ ଖୁବ ଶୀଘ୍ର ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଘାଟଣା ଘଟିବା ପରେ ରାଜ୍ୟ ସରକାର ତଦନ୍ତ ପାଇଁ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିସନ […]

ସଂପୂର୍ଣ୍ଣ ପଢନ୍ତୁ
Mahakumbh 1

ମହାକୁମ୍ଭରେ ବୁଡ଼ ପକାଇଲେ ଭୁଟାନ ରାଜା

ପ୍ରୟାଗରାଜ ମହାକୁମ୍ଭରେ ଦେଶ, ବିଦେଶରୁ କୋଟି କୋଟି ଶ୍ରଦ୍ଧାଳୁ ଆସି ବୁଡ଼ ପକାଉଛନ୍ତି । ଆଜି ଭୁଟାନ ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ ମଧ୍ୟ ତ୍ରିବେଣୀ ସଙ୍ଗମରେ ପହଞ୍ଚି ପବିତ୍ର ସ୍ନାନ କରିଛନ୍ତି । ସଙ୍ଗମ ସ୍ଥଳରେ ବୁଡ଼ ପକାଇବା ବେଳେ ତାଙ୍କ ସହିତ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭୁଟାନ ରାଜା ଅରେଲ ଘାଟରେ ଆସ୍ଥାର ବୁଡ଼ ପକାଇଛନ୍ତି । ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକଙ୍କ ଫଟୋଗୁଡ଼ିକୁ ସିଏମ୍ […]

ସଂପୂର୍ଣ୍ଣ ପଢନ୍ତୁ