ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଗଠନ ସହ ସେମାନଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବାରେ ଏଭଳି ଅନୁଷ୍ଠାନର ଏକ ବଡ ଭୂମିକା ରହିଛି। ଆଜିର ଏହି ଦିନ କେବଳ ଉତ୍ସବ ପାଳନରେ ସୀମିତ ନୁହେଁ, ଏହାର ଗୁରୁତ୍ଵ ଏବଂ ଆବଶ୍ୟକତାକୁ ବୁଝିବାର ଏକ ଅବସର ଅଟେ। ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ […]
ସଂପୂର୍ଣ୍ଣ ପଢନ୍ତୁ