ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ
ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଖୋଜୁଥିବା ବେଳେ ଆଜି ସକାଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଧଳସାହି ନିକଟ ଏକ ପଡ଼ିଆରୁ ଯୁବକଙ୍କୁ ଗିରଫ କରିଥିଲା। ହତ୍ୟା କରିବା ପରେ ଅଭିଯୁକ୍ତ ବିଭିନ୍ନ ସ୍ଥାନରେ ଲୁଚି […]
ସଂପୂର୍ଣ୍ଣ ପଢନ୍ତୁ