Krsuk41iix6tndqvb3vo

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି। ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ […]

ସଂପୂର୍ଣ୍ଣ ପଢନ୍ତୁ
13

ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ଆଶୁ ଆରୋଗ୍ୟ କାମନା କଲେ ନବୀନ

ବରଗଡ଼ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର […]

ସଂପୂର୍ଣ୍ଣ ପଢନ୍ତୁ

ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ସଂଶୋଧନ ପରେ ୪ ଡେସିମିଲରୁ କମ୍‌ ଜମି ଥିବା ଲୋକଙ୍କୁ ଭୂମିହୀନ ଭାବରେ ପରିଗଣିତ କରାଯିବ। […]

ସଂପୂର୍ଣ୍ଣ ପଢନ୍ତୁ
12

ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ସାଂଗଠନିକ ନିର୍ବାଚନ ଶେଷ ପାଇଁ ବିଜେଡିର ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଏପ୍ରିଲ୍ ପ୍ରଥମ ସପ୍ତାହ ସୁଦ୍ଧା ଦଳର ସାଂଗଠନିକ ନିର୍ବାଚନ ଶେଷ କରିବାକୁ ଯାଉଛି ବୋଲି ଦଳର ବରିଷ୍ଠ ନେତା ପ୍ରଦୀପ କୁମାର ଅମାତ କହିଛନ୍ତି। ସୋମବାର ଭୁବନେଶ୍ୱରର ଶଙ୍ଖ ଭବନରେ ଆୟୋଜିତ ଦଳର ସମନ୍ୱୟ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ଘୋଷଣା କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ପରେ […]

ସଂପୂର୍ଣ୍ଣ ପଢନ୍ତୁ
431f0f55 B4fa 4250 8911 9c005df08ea1

ଶ୍ରୀପଞ୍ଚମୀରେ ସରସ୍ୱତୀ ବେଶରେ ଦର୍ଶନ ଦେଲେ, ଉତ୍କଳ ଭାରତୀ ମା ସାରଳା

ଜଗତସିଂହପୁର/ଝଙ୍କଡ଼ :   ବାଣୀ କ୍ଷେତ୍ର ଝଙ୍କଡ଼ ର ଅଧିଷ୍ଠାତ୍ରୀ ଦେବୀ ମା ସାରଳା ଠାକୁରାଣୀ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ କାବ୍ୟ କଳାର ଆରାଧ୍ୟା ଦେବୀ ଭାବରେ, ପ୍ରତିଷ୍ଠିତ। ସେଥି ପାଇଁ ତାଙ୍କୁ ଉତ୍କଳ ଭାରତୀ, ବାଗଦେବୀ ଓ ବିଦ୍ୟାପ୍ରଦାୟିନୀ ଭାବେ ଗ୍ରହଣ କରାଯାଇ ଥାଏ। ମାଘ ଶୁକ୍ଳ ଶ୍ରୀପଞ୍ଚମୀ ଦିନ, ପ୍ରାୟ ୩୦ ହଜାର ରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତମାନଙ୍କ ସମେତ ବହୁ ସାହିତ୍ୟିକ, ସାରସ୍ୱତ ସାଧକ ଓ ବିଦ୍ୟାର୍ଥୀମାନେ ମାଆଙ୍କ ଦର୍ଶନ ଓ […]

ସଂପୂର୍ଣ୍ଣ ପଢନ୍ତୁ
Barab

ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ ସେତିକି ବେଳକୁ ନୁହେଁ ବାରବାଟୀରେ ଚାହିଦା ଥିବା ଏକ ନମ୍ବର,୩ ନମ୍ବର ଓ ପାଞ୍ଚ ନମ୍ବର ଗ୍ୟାଲେରୀ ଟିକେଟ ମିଳୁନଥିବାରୁ ଅସନ୍ତୋଷ ଜାହିର କରିଛନ୍ତି କ୍ରିକେଟ ଲଭର୍ ମାନେ। ଅନ୍ୟପଟେ ଆସନ୍ତା ୫ ତାରିଖ […]

ସଂପୂର୍ଣ୍ଣ ପଢନ୍ତୁ
Han

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର  ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ  ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା ଅନୁମତି । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟକର ବିଭାଗର ଟିମ୍ ପର୍ଯ୍ୟାୟ କ୍ରମେ ଏହି ଠକ ଯୋଡ଼ିଙ୍କୁ ଜେରା କରିବେ । ଏନେଇ କୋର୍ଟରୁ ଅନୁମତି ମିଳିବା ପରେ ଆୟକର ବିଭାଗର ଅଧିକାରୀମାନେ ସ୍ୱତନ୍ତ୍ର ପ୍ରଶ୍ନ ପ୍ରସ୍ତୁତ କରିଛନ୍ତି ।  ପ୍ରଥମେ ଅଲଗା ଅଲଗା, […]

ସଂପୂର୍ଣ୍ଣ ପଢନ୍ତୁ
Temp

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା  । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି  । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ  ।  ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ  ।  ଏଥର ତାତି ଜୋର ହେବ ବୋଲି ଅସ୍ବୀକାର କରା ଯାଇନପାରେ  । କଲବଲ କଲାଣି ତାତି ।  ରାଜ୍ୟରେ ଧୀରେ ଧୀରେ ବଢୁଛି ପାରଦ ।  ଟାଇଁ ଟାଇଁ ଖରା ସହ ଅସ୍ୱାଭାବିକ ଗରମ ଅନୁଭୂତ […]

ସଂପୂର୍ଣ୍ଣ ପଢନ୍ତୁ
Prasanna Ac

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟରେ ବିହାରକୁ ଦେଇ ଓଡ଼ିଶାକୁ ଅବହେଳା କରାଯାଇଛି । ଅନ୍ୟ ରାଜ୍ୟ ତୁଳନାରେ କ’ଣ ଓଡ଼ିଶା ଅଧିକ ପାଇଛି କି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ଏହା ଓଡ଼ିଶା ପ୍ରତି ଅନ୍ୟାୟ […]

ସଂପୂର୍ଣ୍ଣ ପଢନ୍ତୁ
Barna

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ […]

ସଂପୂର୍ଣ୍ଣ ପଢନ୍ତୁ