Budg6

ରେଳ ମନ୍ତ୍ରାଳୟ ପାଇଁ ୨.୫୫ ଲକ୍ଷ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ରେଳ ମନ୍ତ୍ରଣାଳୟ ପାଇଁ ୨.୫୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେଥିମଧ୍ୟରୁ ୩,୪୪୫ କୋଟି ଟଙ୍କା ରାଜସ୍ବ ଓ ୨,୫୨,୦୦୦ କୋଟି ଟଙ୍କା ପୁଞ୍ଜି ବ୍ୟୟରେ ଖର୍ଚ୍ଚ ହେବ। ତେଣୁ ରେଳ ବଜେଟରେ ମୋଟ ୨ ଲକ୍ଷ ୫୫ ହଜାର ୪୪୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୨୪-୨୫ରେ ୨.୫୨ ଲକ୍ଷ କୋଟିର ବ୍ୟୟବରାଦ କରାଯାଇଥିଲା । ରେଳ ପେନସନ ପାଣ୍ଠି ପାଇଁ ବଜେଟରେ […]

ସଂପୂର୍ଣ୍ଣ ପଢନ୍ତୁ
Mixcollage 01 Feb 2025 03 04 Pm 7880 750x375 1

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ

ଯାଜପୁର: ଯାଜପୁର ଜିଲ୍ଲାର ସୁକିନ୍ଦା ଥାନା ଏସଆଇଙ୍କୁ ଉଠାଇନେଲା ଭିଜିଲାନ୍ସ । ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ । ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ତେବେ ଏସଆଇ ଅଭୟ ଏହି ବିବାଦର ସମାଧାନ ପାଇଁ ପୂର୍ବରୁ ୧୦୦୦ ଟଙ୍କା ନେଇଥିବାବେଳେ, ପରେ ଅଭିଯୋଗକାରୀଙ୍କୁ ଆହୁରି ୪୦୦୦ ଟଙ୍କା ଦେବାକୁ କହିଥିଲେ, ନଚେତ୍ ତାଙ୍କୁ ଫୌଜଦାରୀ ମାମଲାରେ ଫସାଇ ଦିଆଯିବ […]

ସଂପୂର୍ଣ୍ଣ ପଢନ୍ତୁ
L

ସ୍ବାଭିମାନ ଅଂଚଳର ୨ ନକ୍ସଲଙ୍କ ତେଲେଙ୍ଗାନା ପୁଲିସ ନିକଟରେ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ସ୍ବାଭିମାନ ଅଂଚଳରେ କାମ କରୁଥିବା ଆନ୍ଧ୍ର-ଓଡ଼ିଶା ସ୍ବତନ୍ତ୍ର ଜୋନାଲ ଏରିଆ କମିଟିର ଦୁଇ ଜଣ ସଦସ୍ୟ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆନ୍ଧ୍ର-ଓଡ଼ିଶା ବଡର ଜୋନାଲ କମିଟିର ଏସିଏମ ପଦବିରେ ରହି କାମ କରୁଥିବା ମାଡବି ଉଙ୍ଗା ଅରଫ ନାଗେଶ ଏବଂ ସଦସ୍ୟା ମାଡକମ ସୁକି ଅରଫ ରୋଶନି। ମାଡବି ଉଙ୍ଗା ୨୦୧୫ରେ ନକ୍ସଲ ସଂଗଠନର ବାଲ ସଂଗମରେ ସାମିଲ ହୋଇ ୨୦୧୮ ପର୍ଯ୍ୟନ୍ତ କାମ […]

ସଂପୂର୍ଣ୍ଣ ପଢନ୍ତୁ
Vija

ଓମଫେଡ୍ ଏମଡି ବିଜୟ ଅମୃତ କୁଲାଙ୍ଗେଙ୍କୁ ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଓମଫେଡ୍ ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କୁ ଓଡ଼ିଶା ସରକାର ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ମତ୍ସ୍ୟ ଏବଂ ଏଆରଡି ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ, ଆଇଏଏସ ଅଧିକାରୀ କୁଲାଙ୍ଗେ, ଯିଏ ବର୍ତ୍ତମାନ ଓମଫେଡର ପରିଚାଳନା ନିର୍ଦ୍ଦେଶକ ଅଚନ୍ତି, ତାଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କିମ୍ବା ଜିଏ ଏବଂ ପିଜି ବିଭାଗ ଦ୍ୱାରା ନୂତନ […]

ସଂପୂର୍ଣ୍ଣ ପଢନ୍ତୁ
Kej

ବିଜେପି ସମର୍ଥକଙ୍କୁ ଏହି ଅପିଲ କଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରୀ ୮ ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ଏହି ସମୟରେ, ଆମ ଆଦମୀ ପାର୍ଟି ମୁଖ୍ୟ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ଭିଡିଓ ବାର୍ତ୍ତା ଜାରି କରି ବିଜେପି ସମର୍ଥକମାନଙ୍କୁ ସମ୍ବୋଧିତ କରିଛନ୍ତି। ଭିଡିଓ ଜାରି କରି ସେ କହିଛନ୍ତି, “କିଛି ଦିନ ପୂର୍ବେ ମୁଁ ଜଣେ ବିଜେପି ସମର୍ଥକଙ୍କୁ ଭେଟିଥିଲି, ସେ ଅରବିନ୍ଦ […]

ସଂପୂର୍ଣ୍ଣ ପଢନ୍ତୁ
Accident 3

ବାପାର ମୃତଦେହ ନେଇ ଫେରିବା ବେଳେ ଦୁର୍ଘଟଣା: ପୁଅ, ଜ୍ୱାଇଁ ସହ ୩ ମୃତ

ଭଦ୍ରକ: ଡମ୍ଫରକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଚାଲିଗଲା ୩ ଜୀବନ। ଜଣେ ଗୁରୁତର। ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଡମ୍ଫରକୁ ପଛରୁ ଆମ୍ବୁଲାନ୍ସ ଧକ୍କା ଦେବା ପରେ ଏହି ଦୁର୍ଘଟଣା ଘଟିଛି। । ବାପାଙ୍କ ମୃତଦେହ ନେଇ ଫେରୁଥିବାବେଳେ ଅଘଟଣ । ପୁଅ, ଭିଣୋଇ ଓ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ବୋହୂ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ସମସ୍ତ ମୃତାହତ ବାଲେଶ୍ୱର ଭୋଗରାଇ ଅଞ୍ଚଳର ବୋଲି ଜଣାପଡିଛି। ଭୁବନେଶ୍ୱରର ଏକ ମେଡିକାଲରୁ ବାପାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Budg5

୬.୮୧ ଲକ୍ଷ କୋଟିକୁ ବଢିଲା ପ୍ରତିରକ୍ଷା ବଜେଟ୍

ନୂଆଦିଲ୍ଲୀ : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ରେକର୍ଡ ୬.୮୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହା କି ପୂର୍ବ ବର୍ଷ ତୁଳନାରେ ୯.୫୩% ଅଧିକ। ଏହି ରାଶି ଦେଶର ଆନୁମାନିକ ଜିଡିପିର ୧.୯୧ ପ୍ରତିଶତ। ୬.୮ ଲକ୍ଷ କୋଟି ଟଙ୍କାର ପ୍ରତିରକ୍ଷା ବଜେଟ୍ ମଧ୍ୟରୁ ୧.୮ ଲକ୍ଷ କୋଟି ଟଙ୍କା ପୁଞ୍ଜି ବ୍ୟୟ ପାଇଁ ଆବଣ୍ଟନ କରାଯାଇଛି। ଅର୍ଥାତ ଏହି ଅର୍ଥନୂଆ ଅସ୍ତ୍ରଶସ୍ତ୍ର, ବିମାନ, ଯୁଦ୍ଧ ଜାହାଜ […]

ସଂପୂର୍ଣ୍ଣ ପଢନ୍ତୁ
Nax

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଗାଙ୍ଗାଲୁର ପୋଲିସ ଷ୍ଟେସନ ଅଞ୍ଚରେ ହୋଇଥିବା ଏହି ଏନକାଉଣ୍ଟରରେ  ୮ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏସଟିଏଫ( STF), ଡିଆରଜି (DRG) ଏବଂ ସିଆରପିଏଫ (CRPF) ଯବାନଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Protest

୧୩ରେ ବିଧାନସଭା ସମ୍ମୁଖରେ ଧାରଣା ଦେବ ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ

ଛତ୍ରପୁର : ପୁନର୍ଗଠନ ଆଳରେ ଓଡିଶାରେ ୨୫ ଵର୍ଷ ଧରି ଜୀବିକା ମିଶନ ଓ ୧୧ ଵର୍ଷ ଧରି ମିଶନ ଶକ୍ତିରେ କାର୍ଯ୍ୟ କରୁଥିବା ଲକ୍ଷାଧିକ କାର୍ଯ୍ୟକାରୀ ସଦସ୍ୟଙ୍କୁ ଛଟେଇ କରିବା ଯୋଜନା ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଜିଲାରେ କାର୍ଯ୍ୟରତ ହଜାର ହଜାର ଇସି ସଦସ୍ୟ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ବିକ୍ଷୋଭ ପୁର୍ବରୁ ବିରାଟ ଶୋଭାଯାତ୍ରା ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଵାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ନିଖିଳ ଓଡ଼ିଶା ଜୀବିକା […]

ସଂପୂର୍ଣ୍ଣ ପଢନ୍ତୁ
Pmmodi

ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ ବଜେଟ୍ କହିବା ସହ ଏହା ମଧ୍ୟବିତ୍ତଙ୍କ ପକେଟ ଭରିବ ବୋଲି ଆଶା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ବଜେଟ୍ ଜନତା ଜନାର୍ଦ୍ଦନଙ୍କ ବଜେଟ୍, ଏହା ୧୪୦ କୋଟି ଭାରତୀୟ ଆକାଂକ୍ଷିତ ବଜେଟ୍ । […]

ସଂପୂର୍ଣ୍ଣ ପଢନ୍ତୁ