Airp

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ ପୁନଃ ଆରମ୍ଭ କରାଯାଇଛି। ବିମାନବନ୍ଦରଗୁଡ଼ିକୁ ଘରୋଇ କମ୍ପାନିଗୁଡ଼ିକୁ ଲିଜ୍‌ରେ ଦେବା ଦ୍ୱାରା ବିମାନବନ୍ଦରଗୁଡ଼ିକର ମ୍ୟାନେଜ୍‌ମେଣ୍ଟ ଦୃଢ଼ ହେବ। ଘରୋଇ କ୍ଷେତ୍ରର କାର୍ଯ୍ୟକୁଶଳତାର ବ୍ୟବହାର ହୋଇପାରିବ। ବିମାନବନ୍ଦର ଭିତ୍ତିଭୂମି ଏବଂ ସୁବିଧା ବଢ଼ିବା ଦ୍ୱାରା ଯାତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
Ukk9xlcq7zv3f6sioqxf

ଋଷିଆ-ୟୁକ୍ରେନ୍ ଯୁଦ୍ଧ: ଟ୍ରମ୍ପଙ୍କ ହସ୍ତକ୍ଷେପ, ୩ ବର୍ଷ ପରେ ଯୁଦ୍ଧ ନେଉଛି ନୂଆ ମୋଡ଼

ମସ୍କୋ: ଦୀର୍ଘ ୩ ବର୍ଷ ହେବ ଚାଲିଆସିଥିବା ଯୁଦ୍ଧ ନୂଆ ମୋଡ ନେବାରେ ଲାଗିଛି । ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଯୁଦ୍ଧ ବନ୍ଦ ହେବା ନେଇ ଆଶଂକା ଯେତିକି ବଢିଛି, ସ୍ଥିତି ସେତେକି ଜଟିଳ ହେବାରେ ବି ଲାଗିଛି । ଗତ ୨୪ ଫେବୃଆରୀ ଦିନ ଜାତିସଂଘ ସାଧାରଣ ସଭାରେ ୟୁକ୍ରେନରୁ ଋଷ ସୈନ୍ୟଙ୍କୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ଏକ ପ୍ରସ୍ତାବ ଗୃହିତ ହୋଇଛି । ଯୁଦ୍ଧର ଶାନ୍ତିପୂର୍ଣ୍ଣ […]

ସଂପୂର୍ଣ୍ଣ ପଢନ୍ତୁ
Ak

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି । ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା […]

ସଂପୂର୍ଣ୍ଣ ପଢନ୍ତୁ
Lingaraj

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀଲିଙ୍ଗରାଜ ମନ୍ଦିରରେ ଆକଳନଠୁ ଅଧିକ ଭକ୍ତଙ୍କ ଭିଡ଼ ହୋଇଛି । ପ୍ରବଳ ଭିଡ଼ ଯୋଗୁଁ ମୁଖ୍ୟ ପ୍ରବେଶ ଦ୍ବାର ସିଂହଦ୍ବାର ନିକଟରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଛି । ଯେଉଁଥିରେ ୨ […]

ସଂପୂର୍ଣ୍ଣ ପଢନ୍ତୁ
Fd

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆଖଣ୍ଡଳମଣୀ ପୀଠ, ଭୋର ୪ ଟା ୩୦ରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ

ଭଦ୍ରକ : ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ଆଖଣ୍ଡଳମଣୀ ପୀଠ । ଭୋର ୪ଟାରେ ମନ୍ଦିର ପହୁଡ଼ ଖୋଲାଯିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି । ପ୍ରଥମ ମଙ୍ଗଳ ଆଳତି ପରେ କନିକା ରାଜାଙ୍କ ଦ୍ଵାରା ପହିଲି ଭୋଗ ଲାଗି ହୋଇଥିଲା । ଭକ୍ତମାନେ ବ୍ୟାରିକେଡ଼ ରେ ଆସି ଆଖଣ୍ଡଳମଣିଙ୍କୁ ଦର୍ଶନ କରୁଛନ୍ତି ।  ଭୋର ୪ଟା୩୦ ମିନଟରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ । ବର୍ଷକର ଏହି ଗୋଟିଏ ଦିନ ବାବାମଣୀ […]

ସଂପୂର୍ଣ୍ଣ ପଢନ୍ତୁ
Ibpemwirfq0tbhwqwgsl

ସିଏଜି ରିପୋର୍ଟଠାରୁ ସିବିଆଇ ଓ ଇଡି ଅଧିକ ତଥ୍ୟ ଦେଇଥିଲେ: ସନ୍ଦୀପ ଦୀକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାରେ ଗତକାଲି ସିଏଜି ରିପୋର୍ଟ ଉପସ୍ଥାନ କରାଯାଇଥିଲା | ଅବକାରୀ ନୀତି ଉପରେ ଉପସ୍ଥାପନ ହୋଇଥିବା ସିଏଜି ରିପୋର୍ଟରୁ ଜଣାପଡ଼ିଥିଲା ଯେ ପୂର୍ବତନ ଆପ୍‌ ସରକାରଙ୍କ ଅବକାରୀ ନୀତି ଯୋଗୁଁ ୨୦୦୨ କୋଟି ଟଙ୍କାର ରାଜସ୍ବ ‌କ୍ଷତି ହୋଇଛି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଗତକାଲି ଦିଲ୍ଲୀ ବିଧାନସଭାରେ ଏହି ରିପୋର୍ଟ ଉପସ୍ଥାପନ କରିଥିଲେ। ଲାଇସେନ୍ସ ଦେବା ପ୍ରକ୍ରିୟାରେ ବି ନିୟମର ଉଲ୍ଲଂଘନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା । ଏଥିସହ ରଦ୍ଦ ହୋଇ ସାରିଥିବା ଅବକାରୀ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 02 25 100736 750x430

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ ଆଧାରରେ ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡକାମୀଙ୍କୁ ରାଜ୍ୟ ସରକାର ନିଲମ୍ୱନ କରିଛନ୍ତି। ଏଥିସହ ଘଟଣାରେ କାହାର ସମ୍ପୃକ୍ତି ରହିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ। ଛାନବିନ୍ ପରେ ପୋଲିସ […]

ସଂପୂର୍ଣ୍ଣ ପଢନ୍ତୁ
Lokanatha 4

ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ

ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି ।  ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧ ଘଟିକାରୁ ୪ଟା ମଧ୍ୟରେ ମଙ୍ଗଳ ଆରତୀ, ଅବକାଶ, ସୂର୍ଯ୍ୟ ପୂଜା, ଭୋର ୪ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ, ରାତ୍ର ୧୦ ରୁ ରାତ୍ର ୨ ଘଟିକା ପର୍ଯ୍ୟନ୍ତ ବିଭିନ୍ନ ନୀତି,ରାତ୍ର […]

ସଂପୂର୍ଣ୍ଣ ପଢନ୍ତୁ
C8bdb47b 9f1d 4c73 989e Ccd1500088b1

ଜଗନ୍ନାଥ ମହୋତ୍ସବ କମିଟିର କୋଷାଧ୍ୟକ୍ଷଙ୍କ ପିତୃ ବିୟୋଗରେ ଶୋକ

ଝଙ୍କଡ଼ :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠ, କନକପୁର ଗ୍ରାମର ସର୍ବ ବରିଷ୍ଠ ସେବାୟତ, ତଥା ବାୟାବାବାଙ୍କ ନିତ୍ୟସେବକ ରାମଚନ୍ଦ୍ର ରାଉଳ (୮୮) ଙ୍କର ଗତ ମଙ୍ଗଳବାର ସଂଧ୍ୟା ୭ଟା ୪୦ ମିନିଟ ସମୟରେ ହୃଦ୍ ଘାତରେ ପରଲୋକ ହୋଇଯାଇଛି । ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ଜଗତସିଂହପୁର ସଦର ମେଡ଼ିକାଲ ରେ ଓ ପରେ ପରେ କଟକ ବଡ ମେଡିକାଲରେ ଚିକିତ୍ସିତ କରାଯାଉ ଥିଲା ।  ମାତ୍ର ସେଠାରେ ତାଙ୍କର ପରଲୋକ […]

ସଂପୂର୍ଣ୍ଣ ପଢନ୍ତୁ
Zz

ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ରାଜ୍ୟ ଆବାହକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ

ପାରାଦ୍ୱୀପ : ଦିନ ପ୍ରତିଦିନ ସାଧାରଣ ମଣିଷଙ୍କ ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥ ରେ ଅପମିଶ୍ରଣ କରିବା ବଢିବଢି ଚାଲିଛି । ପେଟ୍ରୋଲ ଡିଜେଲ ଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରିରେ କରାଯାଉଛି ଅପମିଶ୍ରଣ । ଏହାକୁ ରୋକିବାକୁ ଆରମ୍ଭ ହୋଇଛି ଏକ ବୈପ୍ଲବିକ ସଚେତନ ଅନୁଷ୍ଠାନ । ସାରା ରାଜ୍ୟରେ ନିଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦ ନାମରେ ସାଧାରଣ ଲୋକଙ୍କୁ ସଚେତନ ବାର୍ତ୍ତା ପ୍ରଦାନ କରାଯାଇ ପାରୁଛି । ଏହିପରି ଏକ ଅନୁଷ୍ଠାନର ରାଜ୍ୟ ଆବାହକ […]

ସଂପୂର୍ଣ୍ଣ ପଢନ୍ତୁ