ପୁଣି ଥରେ ମୁହଁମୁହିଁ ହେଲେ ନୀତିଶ କୁମାର ଓ ରାବ୍ରୀ ଦେବୀ
ପାଟ୍ନା: ବିହାରରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ବିହାର ବିଧାନ ପରିଷଦର କାର୍ଯ୍ୟକାଳ ସମୟରେ ଉଭୟ ନେତା ପୁଣି ପରସ୍ପର ସହିତ ଝଗଡ଼ା କରୁଥିବାର ଦେଖାଯାଇଥିଲା। ନୀତିଶ କୁମାର ଓ ରାବ୍ରୀ ଦେବୀଙ୍କ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ନୀତିଶ କୁମାର ରାବିଡି ଦେବୀଙ୍କୁ କଟାକ୍ଷ କରି କହିଥିଲେ କି, ପାର୍ଟି ତୁମ ସ୍ୱାମୀଙ୍କର ଓ ତୁମେ ତାଙ୍କ କ୍ଷମତାରେ ଏଠି ପହଂଚିପାରିଛ । […]
ସଂପୂର୍ଣ୍ଣ ପଢନ୍ତୁ