୫୯ତମ ଜ୍ଞାନପୀଠ ପୁରସ୍କାର ପାଇଁ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳା ମନୋନୀତ
ନୂଆଦିଲ୍ଲୀ : ବିଶିଷ୍ଟ ହିନ୍ଦୀ ଲେଖକ ବିନୋଦ କୁମାର ଶୁକ୍ଳାଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ୫୯ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ ଲାଗି ମନୋନୀତ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ଛତିଶଗଡ଼ର ପ୍ରଥମ ଲେଖକ ହେବେ। ଏହି ଭାଷାର ଅନ୍ୟତମ ଶ୍ରେଷ୍ଠ ସମସାମୟିକ ଲେଖକ ଭାବେ ବିବେଚିତ ୮୮ ବର୍ଷୀୟ କ୍ଷୁଦ୍ରଗଳ୍ପ ଲେଖକ, କବି ଓ ପ୍ରବନ୍ଧକାର ହେଉଛନ୍ତି ଦ୍ୱାଦଶ ହିନ୍ଦୀ ଲେଖକ ଯିଏ ଏହି ପୁରସ୍କାର ପାଇବେ। ଏହି ପୁରସ୍କାର ସହିତ ନଗଦ ୧୧ […]
ସଂପୂର୍ଣ୍ଣ ପଢନ୍ତୁ